ସ୍ତ୍ରୀଙ୍କ କଟାମୁଣ୍ଡ ଧରି ଥାନାରେ ପହଞ୍ଚିଲେ ସ୍ବାମୀ, ଗଣ୍ଡି ପଡ଼ିଛି ଘରେ

ନୟାଗଡ଼,୯ା୧୨(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ବାଣୀଗୋଚ୍ଛା ଥାନା ଅନ୍ତର୍ଗତ ବିଡ଼ାପାଜୁ ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ପରକୀୟା ସନ୍ଦେହରେ ସ୍ତ୍ରୀଙ୍କୁ କଟୁରିରେ ହାଣି ସ୍ବାମୀ ଅର୍ଜୁନ ବାଘ କଟାମୁଣ୍ଡ ଧରି ଥାନାରେ ଆତ୍ମସମର୍ପଣ କରିଛନ୍ତି। ଅନ୍ୟପକ୍ଷରେ ସ୍ତ୍ରୀଙ୍କ ଗଣ୍ଡି ଘରେ ପଡ଼ିଥିବା ଦେଖିବାକୁ ମିଳିଛି। ଆତ୍ମସମର୍ପଣ ପରେ ବାଣୀଗୋଛା ଥାନା ପୋଲିସ ବିଡାପାଜୁ ଗାଁକୁ ଯାଇ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ଶାନ୍ତି ମହାଯଜ୍ଞ ଦର୍ଶନ କଲେ ବିଧାୟକ: ଅଞ୍ଚଳବାସୀଙ୍କୁ କଲେ ପ୍ରଶଂସା, କହିଲେ…

ଗଞ୍ଜାମ,୧।୫ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଠାରେ ନୃସିଂହ ମନ୍ଦିର ପ୍ରତିଷ୍ଠା ଦ୍ୱାଦଶ ବର୍ଷ ପୂର୍ତ୍ତ ଏବଂ ଗୋପୀନାଥଙ୍କ ନୂତନ ମନ୍ଦିର ପ୍ରତିଷ୍ଠା…

ଉପସ୍ଥିତ ବୁଦ୍ଧି ଖଟାଇ ନଦୀରେ ବୁଡ଼ିଯାଉଥିବା ୨ ବାଳିକାଙ୍କୁ ଉଦ୍ଧାରକଲେ ମହିଳା

କଲ୍ୟାଣସିଂହପୁର,୧।୫ (ଦୀପକ କୁମାର ପରିଡା)ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତ ଅଡ଼ାବାଡ଼ି ଗାଁରେ ନଦୀରେ ବୁଡ଼ିଯାଉଥିବା ୨ ଝିଅଙ୍କୁ ଜଣେ ମହିଳା ଉପସ୍ଥିତ ବୁଦ୍ଧି ଖଟାଇ…

ବାଥ୍‌ରୁମ୍‌ରେ ଗାଧୋଉଥିଲେ ମହିଳା, ଲୁଚିକି ଭିଡିଓ କରୁଥିଲେ ୨ କ୍ରିକେଟର୍‌: ବାନ୍ଧିଲା ପୋଲିସ

କଲମ୍ବୋ,୧।୫: ଚଳିତ IPL 2026 ସିଜିନ ମଧ୍ୟରେ ଶ୍ରୀଲଙ୍କା କ୍ରିକେଟରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଶ୍ରୀଲଙ୍କା ଅଣ୍ଡର-୧୯ କ୍ରିକେଟ ଦଳର ଦୁଇ ଖେଳାଳିଙ୍କୁ ଏକ…

EPFO ପେନସନଧାରୀଙ୍କ ପାଇଁ ବଡ଼ଖବର : EPF ପେନସନ ୧୦୦୦୦ରୁ ବଢ଼ି ହେବ ଏତିକ! ଦିଆଗଲା ପ୍ରସ୍ତାବ

ନୂଆଦିଲ୍ଲୀ,୧।୫: ଜାତୀୟ ଆନ୍ଦୋଳନ କମିଟି (NAC)ର ମୁଖ୍ୟ ଦାବି ହେଉଛି EPS-୯୫ ଅଧୀନରେ ଆବୃତ ପେନସନଭୋଗୀଙ୍କ ପାଇଁ ସର୍ବନିମ୍ନ ମାସିକ ପେନସନ ୧,୦୦୦ରୁ ୭୫୦୦ କୁ ବୃଦ୍ଧି…

ଏହି ଦିନ ପର୍ଯ୍ୟନ୍ତ ହେବ କାଳବୈଶାଖୀ ବର୍ଷା: ହୋଇଯାନ୍ତୁ ସାବଧାନ

ଭୁବନେଶ୍ୱର,୧ା୫ (ବନ୍ଦନା ସେଠୀ):ଗତ କିଛିଦିନ ଧରି ରାଜ୍ୟରେ ଲାଗି ରହିଥିବା ଅସହ୍ୟ ଗରମ ଓ ଗୁଳୁଗୁଳିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। କାଳବୈଶାଖୀ ବର୍ଷା ପାଇଁ ଗୁରୁବାର ତାପମାତ୍ରା…

ସ୍ଲଟ୍‌ ବୁକିଂ ବ୍ୟବସ୍ଥାରେ ଶ୍ରୀଜୀଉ ଦର୍ଶନ

ଶ୍ରୀ ଜଗନ୍ନାଥଙ୍କ ଦର୍ଶନରେ ସୁଧାର ଆଣିବାକୁ ସରକାର ସ୍ଲଟ୍‌ ବୁକିଂ ବ୍ୟବସ୍ଥା ପ୍ରଚଳନ ପାଇଁ କହିଛନ୍ତି। ଏହା ଉପରେ ପ୍ରାଥମିକ ପଦକ୍ଷେପ ଆରମ୍ଭ ହୋଇଯାଇଛି ବୋଲି ଶ୍ରୀମନ୍ଦିର…

ସମୃଦ୍ଧିର ପ୍ରତୀକ

ଦେବଦତ୍ତ ପଟ୍ଟନାୟକ ଲଲକ୍ଷ୍ମୀଙ୍କ ଦୁଇ ପାଖରେ ଦୁଇଟି ହାତୀ ତାଙ୍କ ମୁଣ୍ଡ ଉପରେ ପାଣି ଢାଳୁଥିବାର ଛବି ବା ମୂର୍ତ୍ତି ସାରା ଭାରତରେ ବେଶ୍‌ ଜଣାଶୁଣା। ଏହାକୁ…

ଟପ୍ପର ହେବା ଜରୁରୀ କି

ନିକଟରେ ପ୍ରକାଶ ପାଇଥିବା ସିିବିଏସ୍‌ଇ ଦଶମ ବୋର୍ଡ ପରୀକ୍ଷା ଫଳକୁ ନେଇ ଓଡ଼ିଶା ସାରା ଚର୍ଚ୍ଚା। କେବଳ ଓଡ଼ିଶା କାହିଁକି, ସାରା ଭାରତରେ ଅନେକ ଛାତ୍ରୀଛାତ୍ର ଶତକଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri