ସ୍ତ୍ରୀଙ୍କୁ ମାଡ଼ମାରି ଗାତରେ ଫିଙ୍ଗିଦେଲେ ସ୍ବାମୀ

କାମାକ୍ଷାନଗର,୧୪ା୩(ଡି.ଏନ୍‌.ଏ): ପିଶାଚ ସ୍ବାମୀଙ୍କ ଉନ୍ମୁତ୍ତ କାଣ୍ଡ। ସ୍ତ୍ରୀକୁ ମାଡ଼ ମାରି ବାଡ଼ିପଟ ଗାତରେ ପକାଇ ଦେଇଛନ୍ତି ସ୍ବାମୀ। ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଶୀତଳବସା ଗାଁରେ ଦେଖିବାକୁ ମିଳିଛି ଏଭଳି ଅମାନବୀୟ କାଣ୍ଡ। ବାପଘର ଲୋକେ ଗୁରୁତର ଅବସ୍ଥାରେ ଝିଅଙ୍କୁ ଉଦ୍ଧାର କରି କାମାକ୍ଷାନଗର ମେଡିକାଲ ଓ ପରେ କଟକ ବଡ଼ ମେଡିକାଲରେ ଭର୍ତ୍ତି କରିଛନ୍ତି। ପୋଲିସ ତଦନ୍ତ ଜାରି ରଖିଛି।

ସୂଚନାଯୋଗ୍ୟ, ଶୀତଳବସା ଗାଁର କୃଷ୍ଣ ସାହୁଙ୍କ ଝିଅ ସୁକାନ୍ତି, ରଞ୍ଜନ ସାହୁଙ୍କୁ ଦୁଇ ବର୍ଷ ତଳେ ବିବାହ କରିଥିଲେ । ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ଅନେକ ସମୟରେ ଝଗଡ଼ା ଲାଗି ରହୁଥିଲା। ରବିବାର ରାତିରେ ଦୁଇ ଜଣଙ୍କ ଭିତରେ କୌଣସି କଥାକୁ ନେଇ ପ୍ରବଳ ପାଟିତୁଣ୍ଡ ହୋଇଥିଲା। ସ୍ବାମୀ ରଞ୍ଜନ, ସୁକାନ୍ତିଙ୍କ ପ୍ରବଳ ମାଡ଼ ମାରି ଘର ପଛପଟେ ଥିବା ଏକ ବାଡ଼ିରେ ଥିବା ଗାତରେ ପକାଇ ଦେଇଥିଲେ। ଘଟଣା ସମ୍ପର୍କରେ ଖବର ପାଇ ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରମ୍‌ ଫାଇନାନ୍ସରୁ ୧.୪୩ କୋଟି ଋଣ ଠକେଇ: ସଂସ୍ଥାର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ, ସାନଭାଇ ଗିରଫ

ଭୁବନେଶ୍ୱର,୨।୧୨(ବ୍ୟୁରୋ): ଜାଲ କାଗଜପତ୍ରରେ ସୁନ୍ଦରମ ଫାଇନାନ୍ସ ଲିମିଟେଡ୍‌ରୁ ୧ କୋଟି ୪୩ ଲକ୍ଷ ଟଙ୍କା ଋଣ ଠକେଇରେ ସଂପୃକ୍ତ ୨ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁ ଶନିବାର...

ନାବାଳିକାଙ୍କୁ ବଳାତ୍କାର କରି ଜଣେ ଗିରଫ

ହିଞ୍ଜିଳିକାଟୁ,୨୨ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ଘଟଣା ନେଇ ବୁଧବାର ହିଞ୍ଜିଳି ଥାନାରେ ନାବାଳିକାଙ୍କ ଅଭିଯୋଗ ପରେ...

ଶ୍ମଶାନ ପାଖରୁ ମିଳିଲା ନିଖୋଜ ଯୁବକଙ୍କ କଙ୍କାଳ

ଜଟଣୀ,୩୦।୩(ଡି.ଏନ.ଏ): ମାସକ ତଳେ ନିଖୋଜ ଥିବା ଯୁବକଙ୍କ କଙ୍କାଳ ରବିବାର ନିଜ ଗ୍ରାମ ଶ୍ମଶାନ ନିକଟ ଏକ ନିକାଞ୍ଚନ ସ୍ଥାନରୁ ମିଳିଛି। ମୃତକ ହେଲେ ଜଟଣୀ...

କମନୀୟ କଳାକୁଞ୍ଜ

ଢେଙ୍କାନାଳ ଅଫିସ, ୧୧।୧୦: ଭାଇଚାରା ଏବଂ ପରମ୍ପରାକୁ ନେଇ ସମୃଦ୍ଧ ଢେଙ୍କାନାଳର ଗଣପର୍ବ ଲକ୍ଷ୍ମୀପୂଜାରେ ଅନ୍ୟତମ ଆକର୍ଷଣ ସାଜିଛି କଳାକୁଞ୍ଜ ଏବଂ ବିଭିନ୍ନ ମୁଦ୍ରାରେ ବିରାଜମାନ...

ବ୍ରଜରାଜନଗର ଉପନିର୍ବାଚନ: ଆଜି ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ

ଝାରସୁଗୁଡା ଅଫିସ,୧୧।୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ରାଜନୀତି ସରଗରମ ରହିଛି। ତେବେ ବୁଧବାର ନାମାଙ୍କନପତ୍ର ଦାଖଲର ଶେଷ ଦିନ ରହିଛି। ଭାଜପା, ବିଜେଡି ଓ କଂଗ୍ରେସ...

ଲଙ୍କାଗୁଣ୍ଡ ପକାଇ ୧.୬୬ଲକ୍ଷ ଲୁଟ୍‌ ଅଭିଯୋଗ

ଚାନ୍ଦବାଲି, ୮।୭ (ଡି.ଏନ.ଏ.) – ଭଦ୍ରକ ଜିଲା ମତୋ-ମାଧପୁର ରାସ୍ତାରେ ସୋମବାର ଅପରାହ୍ନରେ ଫାଇନାନ୍ସ କମ୍ପାନୀର ଜଣେ ମହିଳା କର୍ମଚାରୀ ଲୁଟ୍‌ର ଶିକାର ହୋଇଛନ୍ତି। ଦୁର୍ବୃତ୍ତମାନେ...

୨୪ ଘଣ୍ଟାରେ ୨୫୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୭।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୫୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ ୧୪୬ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୧୦୫ ଲୋକାଲ...

ଚିନିକଳ ସମ୍ପତ୍ତିର ପୁନଃ ଆକଳନ ହେଲା

ନୟାଗଡ ଅଫିସ,୨୯।୧: ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଗୁରୁବାର ଚିନିକଳ ସମ୍ପତ୍ତିର ପୁନଃ ଆକଳନ କରାଯାଇଛି । ମାଜିଷ୍ଟ୍ରେଟ ନୟାଗଡ ଉପଜିଲାପାଳ ଲଗ୍ନଜିତ୍‌ ରାଉତ ଓ ନୟାଗଡ଼...

Advertisement
Archives

Model This Week