ଆଲୋକୀକରଣ ହେଲା ମଣିକର୍ଣ୍ଣିକା ପୁଷ୍କରିଣୀ

ପୁରୁଣା ଭୁବନେଶ୍ୱର, ୨୮ା୧୧(ଡି.ଏନ୍‌.ଏ.): କପିଳେଶ୍ୱର ମନ୍ଦିର ପରିସରରେ ରହିଥିବା ଐତିହ୍ୟ ମଣିକର୍ଣ୍ଣିକା ପୁଷ୍କରିଣୀକୁ ଶୁକ୍ରବାର ଆଲୋକୀକରଣ କରାଯାଇଛି। ସନ୍ଧ୍ୟାରେ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଏହାକୁ ଉଦ୍‌ଘାଟନ କରିଥିଲେ। ଟୁରିଜମ ବିଭାଗ ପକ୍ଷରୁ ୧୧ଲକ୍ଷ ଟଙ୍କା ବ୍ୟୟବରାଦ କରାଯାଇଥିଲା। ଏହି କାର୍ଯ୍ୟକୁ ବିଏମ୍‌ସି ପକ୍ଷରୁ କରାଯାଇଥିଲା। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବିଜେଡି ଭୁବନେଶ୍ୱର ଜିଲା କାର୍ଯ୍ୟକାରୀ ସଭାପତି ବିରଞ୍ଚି ନାରାୟଣ ମହାସୁପକାର, ବିଜେଡି ଭୁବନେଶ୍ୱର ଜିଲା ଉପସଭାପତି ଚନ୍ଦ୍ରଶେଖର ମଲିଆ, ଭାନୁ ମଲିଆ, ମନୋଜ ମଲିଆ, ଅରୁ ମଲିଆ ପ୍ରମୁଖ ଉପସ୍ଥିତ ଥିଲେ। ସେହିପରି ମନ୍ତ୍ରୀ ପଣ୍ଡା ଅପରାହ୍ନରେ ୬୫ନଂ. ଓ୍ବାର୍ଡ ଅଧୀନ ପାତ୍ରପଡ଼ା କଳିଙ୍ଗ ନଗର କେ-୯, କଳିଙ୍ଗ ବିହାର, ଉଦୟଗିରି ବିହାର, ଡୁମୁଡୁମା ଫେଜ ୪, ଆଇଆରସି ଭିଲେଜର ବିଭିନ୍ନ ଡ୍ରେନ୍‌ କାର୍ଯ୍ୟର ଶିଳାନ୍ୟାସ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ, ଦୁଃଶାସନ ସ୍ବାଇଁ, ଜ୍ୟୋତ୍ସ୍ନାମୟୀ ଜେନା, ଅଶ୍ୱିନୀ ସୁନ୍ଦରାୟ, ରଶ୍ମିରଞ୍ଜନ ପାଟ୍ଟଶାଣୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

ଲୋ ବ୍ଲଡପ୍ରେସର ସମସ୍ୟା ଅଛି କି ? ଏଥିରୁ ମୁକୁଳିବା ପାଇଁ ପିଅନ୍ତୁ…

ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri