ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ଶୀତର ପ୍ରଭାବ, ପାଣିପାଗ ବିଭାଗର ପୂର୍ବାନୁମାନ

ଭୁବନେଶ୍ୱର, ୨୦।୧୧: ରାଜ୍ୟର ଆଭ୍ୟନ୍ତରୀଣ ଅଞ୍ଚଳରେ ଗତ ଦୁଇଦିନ ଧରି ତାପମାତ୍ରା ହ୍ରାସ ପାଇବା ଯୋଗୁଁ ଶୀତର ପ୍ରଭାବ ବୃଦ୍ଧି ପାଇଛି । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ପାଣିପାଗର ସ୍ଥିତିରେ ବିଶେଷ ପରିବର୍ତ୍ତନର ସୂଚନା ନାହିଁ ହେବ ବୋଲି
ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର କହିଛି ।

ଗତକାଲି କନ୍ଧମାଳ ଜିଲାର ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୬ ଦଶମିକ ୬ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିଲା । ଆଜି ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, କଳାହାଣ୍ଡି, କନ୍ଧମାଳ ଓ କେନ୍ଦୁଝର ଜିଲାର କେତେକ ସ୍ଥାନରେ ଘନକୁହୁଡ଼ି ହେବ ବୋଲି ପାଣିପାଗ କେନ୍ଦ୍ର ଅନୁମାନ କରିଛି ।

ଅନ୍ୟପକ୍ଷରେ ଚଳିତ ସପ୍ତାହର ଶେଷ ଆଡ଼କୁ ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଓଡ଼ିଶାରେ ଲଘୁଚାପର ପ୍ରଭାବ ରହିବା ନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଅସଲି ଟ୍ରେଡିଂ କମ୍ପାନୀର ଫେକ୍‌ ଆପ୍‌, ହ୍ବାଟ୍ସଆପ୍‌ ଗ୍ରୁପ କରି ଲୁଟିଥିଲେ ୯୪.୬୨ ଲକ୍ଷ ଟଙ୍କା; ୩ ଯୁବକଙ୍କୁ ବାନ୍ଧିଲା…

ଦେବଗଡ, ୨୯ା୧ (ଶଶାଙ୍କ ଶେଖର ଝାଙ୍କର): ଅବସର ପ୍ରାପ୍ତ ଜଣେ ସରକାରୀ କର୍ମଚାରୀଙ୍କ ଠାରୁ ୯୪ ଲକ୍ଷ ୬୨ ହଜାର ୪୬୧ ଟଙ୍କା ସାଇବର ଠକେଇ ଅଭିଯୋଗରେ…

ମୋରମ ପାଇଁ ପାହାଡ଼ କାଟିଦେଲା ପୂର୍ତ୍ତ ବିଭାଗ, ବାରିଝୋଲା ଗ୍ରାମବାସୀ…

ରାୟଗଡ଼ା,୨୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ପଞ୍ଚାୟତ ଅନ୍ତର୍ଗତ ବାରିଝୋଲା ଗ୍ରାମସ୍ଥିତ ପଦ୍ମାବତୀ ହରିକୁପା ପାହାଡ଼ରୁ ଚାଲିଛି ମୋରମ ଖନନ। ତେବେ ମୋରମ ଖନନ ଯୋଗୁ…

ଶାନ୍ତି ଆଲୋଚନା ପାଇଁ ଜେଲେନସ୍କିଙ୍କୁ ମସ୍କୋ ନିମନ୍ତ୍ରଣ କଲା ରୁଷିଆ

ନୂଆଦିଲ୍ଲୀ,୨୯।୧: ଚାରି ବର୍ଷ ଧରି ଲାଗି ରହିଥିବା ରୁଷ-ୟୁକ୍ରେନ ଯୁଦ୍ଧର ଘଟିବ ଅନ୍ତ। ଏହି କ୍ରେମଲିନ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର…

ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଟଳିପଡ଼ିଲେ ଭକ୍ତ: ମହାପ୍ରଭୁଙ୍କ ଦର୍ଶନ ହେଲା…

ପୁରୀ,୨୯ା୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିଥିବା ଜଣେ ଭକ୍ତଙ୍କର ଉତ୍ତରଦ୍ୱାର ନିକଟ ପରିକ୍ରମା…

ଓଡ଼ିଶାର ଆର୍ଥିକ ଅଭିବୃଦ୍ଧି: ଏତିକି ଟଙ୍କାକୁ ବଢିଗଲା ଲୋକଙ୍କ ମୁଣ୍ଡପିଛା ଆୟ

ଭୁବନେଶ୍ୱର,୨୯।୧: ଓଡ଼ିଶାର ଅର୍ଥନୈତିକ ପ୍ରଗତି କ୍ଷେତ୍ରରେ ଏକ ବଡ଼ ସଫଳତା ଦେଖିବାକୁ ମିଳିଛି। ୨୦୨୪-୨୫ ଆର୍ଥିକ ବର୍ଷରେ ରାଜ୍ୟର ମୁଣ୍ଡପିଛା ନିଟ୍ ଘରୋଇ ଉତ୍ପାଦ ୧,୬୮,୯୬୬ ଟଙ୍କାରେ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଶ୍ୱ ବ୍ୟାଙ୍କ ଅଧ୍ୟକ୍ଷ: ଏହି କାମ ପାଇଁ ରାଜ୍ୟ ସରକାରଙ୍କୁ କଲେ ପ୍ରଶଂସା

ଭୁବନେଶ୍ୱର,୨୯।୧: ଗୁରୁବାର ଲୋକସେବା ଭାବନାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ବିଶ୍ବବ୍ୟାଙ୍କ ଅଧ୍ୟକ୍ଷ ଅଜ୍ଞ ବାଙ୍ଗା। ଓଡ଼ିଶାର ବିକାଶ ଧାରାକୁ ଆହୁରି ଗତିଶୀଳ କରିବା ଉପରେ…

ଭାରତୀୟ ସେନା ପାଇଁ ‘ସୁରକ୍ଷା କବଚ’: ହୃଦଘାତ ପୂର୍ବରୁ ସତର୍କ କରାଇବ ସ୍ବଦେଶୀ ଚିପ୍

ନୂଆଦିଲ୍ଲୀ,୨୯।୧: ଭାରତୀୟ ସେନା ପାଇଁ ଏକ ଚମତ୍କାରୀ ଚିପ୍ ବିକଶିତ କରିଛି DRDO। ଦିଲ୍ଲୀର ମିରାଣ୍ଡା ହାଉସ କଲେଜ ଏବଂ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ…

ପୁଣି ସୀମାନ୍ତ ଗାଁରେ ଆଧାର କାର୍ଡ ଅପଡେଟ୍‌ କରିବାକୁ ଆନ୍ଧ୍ରର ପ୍ରଚେଷ୍ଟା, ଓଡ଼ିଶା ସରକାରଙ୍କୁ ଏକପ୍ରକାର ଖୋଲା ଚ୍ୟାଲେଞ୍ଜ…

ପଟ୍ଟାଙ୍ଗି,୨୯।୧(ଶରତ କୁମାର ଧଳ): ଓଡ଼ିଶାର ସୀମାନ୍ତ ଗ୍ରାମରେ ପଡୋଶୀ ଆନ୍ଧ୍ର ଅନୁପ୍ରବେଶ କରି ଲୋକଙ୍କୁ ପ୍ରଲୋଭିତ କରୁଥିଲେ ମଧ୍ୟ ଏହାର ପ୍ରଭାବ ଓଡିଶା ଉପରେ ପଡୁନାହିଁ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri