ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ଶୀତର ପ୍ରଭାବ, ପାଣିପାଗ ବିଭାଗର ପୂର୍ବାନୁମାନ

ଭୁବନେଶ୍ୱର, ୨୦।୧୧: ରାଜ୍ୟର ଆଭ୍ୟନ୍ତରୀଣ ଅଞ୍ଚଳରେ ଗତ ଦୁଇଦିନ ଧରି ତାପମାତ୍ରା ହ୍ରାସ ପାଇବା ଯୋଗୁଁ ଶୀତର ପ୍ରଭାବ ବୃଦ୍ଧି ପାଇଛି । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ପାଣିପାଗର ସ୍ଥିତିରେ ବିଶେଷ ପରିବର୍ତ୍ତନର ସୂଚନା ନାହିଁ ହେବ ବୋଲି
ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର କହିଛି ।

ଗତକାଲି କନ୍ଧମାଳ ଜିଲାର ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୬ ଦଶମିକ ୬ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିଲା । ଆଜି ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, କଳାହାଣ୍ଡି, କନ୍ଧମାଳ ଓ କେନ୍ଦୁଝର ଜିଲାର କେତେକ ସ୍ଥାନରେ ଘନକୁହୁଡ଼ି ହେବ ବୋଲି ପାଣିପାଗ କେନ୍ଦ୍ର ଅନୁମାନ କରିଛି ।

ଅନ୍ୟପକ୍ଷରେ ଚଳିତ ସପ୍ତାହର ଶେଷ ଆଡ଼କୁ ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଓଡ଼ିଶାରେ ଲଘୁଚାପର ପ୍ରଭାବ ରହିବା ନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ସେମିକନ୍ ଇଣ୍ଡିଆରେ ବଡ଼ କଥା କହିଦେଲେ ମୋଦି, ଭାରତ ଉପରେ ସାରା ବିଶ୍ବର…

ନୂଆଦିଲ୍ଲୀ,୧୭।୯: ଭାରତର ସେମିକଣ୍ଡକ୍ଟର ଓ ଇଲେକ୍ଟ୍ରୋନିକ୍ସ କ୍ଷେତ୍ରକୁ ନୂଆ ଦିଗ ଦେବା ଲକ୍ଷ୍ୟରେ ଆୟୋଜିତ ‘ସେମିକନ୍ ଇଣ୍ଡିଆ ୨୦୨୬’ର ଉଦ୍‌ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।…

ପାରାଦୀପ ଚଳଚଞ୍ଚଳ: ଆଜିଠାରୁ ୨୩ ପର୍ଯ୍ୟନ୍ତ ପୂଜା ପାଇବେ ପ୍ରଭୁ ବିଶ୍ୱକର୍ମା

ପାରାଦୀପ,୧୭।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ୱକର୍ମା ପୂଜା ମହୋତ୍ସବ ଗୁରୁବାରଠାରୁ ଆରମ୍ଭ ହେଉଛି। ଏହା ସେପ୍ଟେମ୍ବର ୨୩ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ଆୟୋଜକମାନଙ୍କ ପ୍ରସ୍ତୁତି କାର୍ଯ୍ୟ ଚୂଡ଼ାନ୍ତ…

ସ୍ବାମୀଙ୍କୁ ପିଟିଦେଲା ବାଇକ୍‌, ରକ୍ତାକ୍ତ ଅବସ୍ଥାରେ ରାସ୍ତା ଉପରେ ପଡ଼ିଥିବା ଖବର ଶୁଣି ସ୍ତ୍ରୀଙ୍କୁ ହେଲା…

କଲ୍ୟାଣସିଂହପୁର,୧୭ା୯(ଦୀପକ କୁମାର ପରିଡ଼ା): ଦ୍ରୁତଗତିରେ ଆସୁଥିବା ଏକ ବାଇକ୍‌ ଧକ୍କାରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ଗୁରୁତର ଜଣକ ହେଲେ ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ବୁଡ଼ାଗୁଡ଼ା…

ଓରାଙ୍ଗ୍‌ଉଟାନଙ୍କ ସ୍ବାସ୍ଥ୍ୟକୁ ନେଇ ବଡ଼ ଅପଡେଟ୍; ୩ ରକ୍ତହୀନତାରେ ପୀଡ଼ିତ

ଭୁବନେଶ୍ୱର/ବାରଙ୍ଗ,୧୭।୯(ବନ୍ଦନା ସେଠୀ/ଲିଙ୍ଗରାଜ ରାଉତ): ଓଡ଼ିଶାରୁ ଉଦ୍ଧାର କରାଯାଇଥିବା ୫ଟି ଶାବକ ଓରାଙ୍ଗ୍‌ଉଟାନଙ୍କ ମଧ୍ୟରୁ ୩ ଜଣ ରକ୍ତହୀନତା (ଆନେମିଆ) ରୋଗରେ ପୀଡ଼ିତ ଥିବା ବୁଧବାର ନନ୍ଦନକାନନ ପ୍ରାଣୀଉଦ୍ୟାନ…

ପୁରୀର ଖଜା ଦୋକାନରେ ଚଢ଼ାଉ, ଗୁଣବତ୍ତା ସହ ଲାଇସେନ୍ସ ଯାଞ୍ଚ

ପୁରୀ, ୧୭।୯( ଅଜିତ୍ କୁମାର ମହାନ୍ତି ): ନିମ୍ନମାନର ଓ ଭେଜାଲ ଖଜା ବିକ୍ରି ନେଇ ଆସୁଥିବା ଅଭିଯୋଗକୁ ଆଧାର କରି ପୁରୀ ସହରର ବିଭିନ୍ନ ଖଜା…

ଝଡ଼ବାତ୍ୟାକୁ ରୋକିବ ଲୁଣା ହେନ୍ତାଳ ଜଙ୍ଗଲ, ୧୯୯୯ ମହାବାତ୍ୟାରେ…

ମହାକାଳପଡ଼ା,୧୭ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ବଙ୍ଗୋପସାଗର ଉପକୂଳ କେନ୍ଦ୍ରାପଡ଼ା ଜିଲା ପ୍ରାକୃତିକ ବିପର୍ଯ୍ୟୟ ଅଞ୍ଚଳ ଭାବେ ଜଣାଶୁଣା। ଏହି ଉପକୂଳବର୍ତ୍ତୀ ନଦୀ ସମୁଦ୍ର ଧାରେ ଧାରେ ପ୍ରାକୃତିକ…

ବଡ଼ ଘୋଷଣା କଲେ କେନ୍ଦ୍ର ସରକାର: ଡିଜେଲ ଉପରେ ୫ ଟଙ୍କା କମିଲା, ପେଟ୍ରୋଲରେ କେତେ? ଜାଣନ୍ତୁ ନୂଆ ହାର

ନୂଆଦିଲ୍ଲୀ,୧୭।୯: ସେପ୍ଟେମ୍ବର ୧୭ରେ ପେଟ୍ରୋଲିୟମ ଉତ୍ପାଦ ରପ୍ତାନି ଉପରେ ଲାଗୁଥିବା ୱିଣ୍ଡଫଲ ଟ୍ୟାକ୍ସରେ କେନ୍ଦ୍ର ସରକାର କଟକଣା କରିଛନ୍ତି। ପେଟ୍ରୋଲ, ଡିଜେଲ ଓ ଏଭିଏସନ ଟର୍ବାଇନ ଫ୍ୟୁଏଲ…

ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ‘ନରେନ୍ଦ୍ର’ଙ୍କ ନେତୃତ୍ବରେ ହେଉଛି ନବଭାରତର ନିର୍ମାଣ

ଭୁବନେଶ୍ୱର,୧୭ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଶତ ଶତ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ସୋସିଆଲ ମିଡିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?