ଆଜି ସନ୍ଧ୍ୟାରେ ବସିବ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ, ହୋଇପାରେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୨୮ା୯: ଶନିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ବସିବ। ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ମୋହର ବାଜିବାର ସମ୍ଭାବନା ରହିଛି। ଏଥିସହିତ ସାଧାରଣ ବଣ୍ଟନ ବ୍ୟବସ୍ଥା ଆଦେଶ ୨୦୧୬ ସଂଶୋଧିତ ହୋଇପାରେ। ଓଡ଼ିଶା ନ୍ୟାୟିକ ସେବା ନିୟମ ୨୦୦୭ ବି ସଂଶୋଧିତ ହୋଇପାରେ। ଏହା ବ୍ୟତୀତ ଆଡ୍‌ଭୋକେଟ୍‌ ଜେନେରାଲଙ୍କ ପାରିଶ୍ରମିକ ନେଇ ଆଜି ବଡ଼ ନିଷ୍ପତ୍ତି ଆସିପାରେ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?