ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଲୋକକଳା ସ୍ଥାନିତ, ଖୁସିବ୍ୟକ୍ତ କରୁଛନ୍ତି ଭକ୍ତ

ଗଞ୍ଜାମ,୬।୫(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ପାଳିବନ୍ଧ ଗ୍ରାମରେ ମା’ ବୁଢ଼ୀ ଠାକୁରାଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ ଚାଲିଛି । ଏହି ଉପଲକ୍ଷେ ମଙ୍ଗଳବାର ଋଷୁକୂଲ୍ୟା ନଦୀ ଘାଟରେ ପହଞ୍ଚି ମା’ ଗଙ୍ଗାଦେବୀଙ୍କୁ ପୂଜାର୍ଚ୍ଚନା କରିବା ପରେ ପାଣି ଭାର ଧରି ଗଞ୍ଜାମ ସହର ଦେଇ ଯଜ୍ଞ ସ୍ଥଳରେ ପହଞ୍ଚିବା ପରେ ଯଜ୍ଞ ଆରମ୍ଭ ହୋଇଥିଲା । ମା’ଙ୍କ ମନ୍ଦିର ପ୍ରତିଷ୍ଠା ସହ ଗ୍ରାମରେ ଚବିଶି ପ୍ରହର ନାମଯଜ୍ଞ ଅନୁଷ୍ଠିତ ହୋଉ ଅଛି । ପ୍ରଥମଥର ପାଇଁ ଉକ୍ତ ପ୍ରତିଷ୍ଠା ଉତ୍ସବରେ ବିଭିନ୍ନ ସଚେତନତା ଓ ଲୋକକଳା ସ୍ଥାନ ପାଇଥିବା ଦେଖିବାକୁ ମିଳିଛି । ଯଜ୍ଞ ଦେଖିବାକୁ ଆସିଥିବା ଭକ୍ତମାନେ ଉକ୍ତ ଲୋକ କଳା ଦେଖି ଖୁସିବ୍ୟକ୍ତ କରୁଛନ୍ତି l ସହ ବିଭିନ୍ନ ପ୍ରତିଷ୍ଠା କର୍ମାରମ୍ଭ, ସୂର୍ଯ୍ୟ ପୂଜା ଏବଂ ଗୁରୁବାର ବିଗ୍ରହ ପ୍ରାଣ ପ୍ରତିଷ୍ଠା ଶୁକ୍ରବାର ଦେବତା ସିଂହାସନ ଆରୋହଣ ଓ ଘୃତ ଯଜ୍ଞର ପୂର୍ଣ୍ଣାହୁତି ଆଦି ଅନୁଷ୍ଠିତ ହେବ ବୋଲି ଗ୍ରାମବାସୀ ସୂଚନା ଦେଇଛନ୍ତି । ଶନିବାର ନଗର କୀର୍ତନ ଯମୁନା ସ୍ନାନ ଆଦି କାର୍ଯ୍ୟକ୍ରମ ହେବା ପରେ ଯଜ୍ଞ ସମ୍ପୂର୍ଣ୍ଣ ହୋଇ ଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”

ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…

ଇନଷ୍ଟାଗ୍ରାମ ଆଇଡି ହ୍ୟାକ୍ କରି ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ, ଧରାପଡିବା ପରେ…..

ଆନନ୍ଦପୁର,୬ା୧୦(ସୁଶାନ୍ତ କୁମାର ସାହୁ ): ଇନଷ୍ଟାଗ୍ରାମ ଆଇଡି ହ୍ୟାକ କରି ଜଣେ ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ କରିବା ଅଭିଯୋଗରେ ଘଷିପୁରା ପୋଲିସ ଜଣେ ଯୁବକକୁ ଗିରଫ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ

ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍‌ଏଚ୍‌-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?