ଝିଅର ମା’ ବାପା ରାଜି ନ ହେବାରୁ ଟାୱାର ଉପରକୁ ଚଢ଼ିଗଲେ ଯୁବକ, ଆଉ ତା’ପରେ…

କେନ୍ଦୁଝର,୪।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଟାଉନ ଥାନା ଅନ୍ତର୍ଗତ ଜୁଡିଆ ନିକଟରେ ଗୁରୁବାର ଏକ ହାଇ ପାୱାର ଟାୱାରରେ ଜଣେ ଯୁବକ ଚଢ଼ି ଯିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ତାଙ୍କ ନାମ ଦଶମନ୍ତ ମହାକୁଡ଼ (୨୯) ଏବଂ ସେ ପାଟଣା ଥାନା ଅନ୍ତର୍ଗତ କମାରମୋରା ଗ୍ରାମର ବୋଲି ଜଣାପଡିଛି।

ପ୍ରକାଶ ଯେ, ତିନି ବର୍ଷ ହେଲା ଦଶମନ୍ତ, ନୟାକୋଟ ଥାନା ଅଞ୍ଚଳର ଏକ ଝିଅକୁ ପ୍ରେମ କରି ଆସୁଥିଲେ। ତେବେ ଝିଅର ମା’ ବାପା ରାଜି ନ ହେବାରୁ ସେମାନଙ୍କ ଉପରେ ଚାପ ପକାଇବାକୁ ଭୋର୍‌ ୪ ଟାରୁ ଟାୱାର ଉପରେ ଚଢ଼ି ଯାଇଥିଲେ। ଯାହାକୁ ଦେଖିବାକୁ ଲୋକଙ୍କ ଭିଡ ଜମିଛି। ପୋଲିସ ପହଞ୍ଚି ଦମକଳବାହିନୀ ଜରିଆରେ ତଳେ ଜାଲ ବାନ୍ଧି ତାଙ୍କୁ ଉଦ୍ଧାର କରିବାକୁ ଉଦ୍ୟମ ଚଳାଇଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସାମ୍ରାଜ୍ୟବାଦର ନଗ୍ନ ରୂପ

ଶୀତଳ ଯୁଦ୍ଧର ଅବସାନ ପରେ ସାମ୍ରାଜ୍ୟବାଦୀ ଆମେରିକାର ଔଦ୍ଧତ୍ୟ ଯେ ବହୁଗୁଣା ବଢ଼ିଯାଇଛି, ଏଥିରେ କେହି ଦ୍ୱିମତ ହେବେ ନାହିଁ। କେତେକ ରାଷ୍ଟ୍ରରେ ସାମରିକ ଶକ୍ତି...

ଆପଣା ପଣରେ ନାରୀ

ରାଜା ବ୍ରାହ୍ମଣମାନଙ୍କୁ ପୁଚ୍ଛାକଲେ, ‘ଯେଉଁ ଫଳ ଉପୁଜାଇ ସେ ଫଳ ଖାଇ କି ନ ଖାଇ’। ତହିଁକି ବ୍ରାହ୍ମଣ ବୋଇଲେ ଯେ ଯେଉଁ ଫଳ ଉପୁଜାଇ...

ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ...

ପୁଣି ଥର୍‌ ଆତଙ୍କ: ଆସିଲା ବୁଲେଟ୍‌କୁ ପିଟିଲା , ଜଣେ ମୃତ…

ଭୁବନେଶ୍ୱର,୨୧।୧: ରାଜଧାନୀରେ ପୁଣି ଥର୍‌ ଆତଙ୍କ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ସାମ୍ନାରେ ବୁଲେଟ୍‌କୁ ଧକ୍କା ଦେଇଛି ଥର୍‌। ଘଟଣାସ୍ଥଳରେ ଜଣେ ମୃତ, ୨ ଜଣ ଗୁରୁତର...

ତାମିଲନାଡୁ ବିଧାନସଭାରୁ ରାଜ୍ୟପାଳଙ୍କ କକ୍ଷତ୍ୟାଗ

ଚେନ୍ନାଇ,୨୧ା୧: ତାମିଲନାଡୁ ରାଜ୍ୟପାଳ ଆର୍‌.ଏନ୍‌. ରବି ମଙ୍ଗଳବାର ରାଜ୍ୟ ବିଧାନସଭାରେ ଉଦ୍‌ବୋଧନ ନ ଦେଇ ଚାଲିଯାଇଛନ୍ତି। ବିନା ଭାଷଣରେ କକ୍ଷତ୍ୟାଗ କରିବା ରାଜ୍ୟପାଳ ରବିଙ୍କ ପାଇଁ...

ମଣ୍ଡିରୁ ଧାନ ଚୋରି ଅଭିଯୋଗ ପ୍ରସଙ୍ଗ: ୨ ଅଧିକାରୀଙ୍କ କଥାରେ ତାଳମେଳ ନାହିଁ

ଅମରପାଲି,୨୧ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ମଣ୍ଡିରେ ଚାଷୀ ବିକ୍ରି ପାଇଁ ରଖିଥିବା ଧାନରୁ ଗତ ୧୬ ତାରିଖ ରାତିରେ ୧୮ ପ୍ୟାକେଟ...

ଲିଭ୍‌ ଇନ୍‌ ରିଲେଶନଶିପ୍‌ରେ ମହିଳାଙ୍କୁ ସ୍ତ୍ରୀ ମାନ୍ୟତା ମିଳିବା ଆବଶ୍ୟକ: ହାଇକୋର୍ଟ

ଚେନ୍ନାଇ,୨୧ା୧: ଲିଭ୍‌-ଇନ୍‌ ରିଲେଶନଶିପ୍‌ରେ ଥିବା ମହିଳାଙ୍କୁ ଗାନ୍ଧର୍ବ ବିବାହ ବା ପ୍ରେମ ବିବାହ ଅନୁଯାୟୀ ସ୍ତ୍ରୀର ମାନ୍ୟତା ପ୍ରଦାନ ସହ ସୁରକ୍ଷା ଦିଆଯିବା ଆବଶ୍ୟକ। ଫଳରେ...

ICCର ଅଲ୍ଟିମେଟମ୍‌ ପରେ ବି ସୁଧୁରିଲାନି ବାଂଲାଦେଶ, ସିଧା ସିଧା ଶୁଣାଇଦେଲା ‘ଆମେ…’

ଢାକା,୨୧।୧: ଆସନ୍ତା ୭ ତାରିଖରୁ ହେବାକୁଥିବା ଟି୨୦ ବିଶ୍ୱକପ୍‌ରେ ଭାଗ ନେବା ପାଇଁ ବାଂଲାଦେଶ ଦଳ କୌଣସି ପରିସ୍ଥିତିରେ ଭାରତ ଯିବନାହିଁ। ୨୧ ତାରିଖ ସୁଦ୍ଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri