ବ୍ୟାଙ୍କ ସହ ସୂଚନା ବିନିମୟ କରିବ ଆୟକର ବିଭାଗ

ନୂଆଦିଲ୍ଲୀ,୨।୯: ଆୟକର ବିଭାଗ ପକ୍ଷରୁ ବ୍ୟାଙ୍କଗୁଡିକ ସହ ସୂଚନା ବିନିୟମ ହୋଇ ପାରିବ। ଟିଡିଏସ୍‌ କ୍ଷେତ୍ରରେ ରହୁଥିବା ବିଭିନ୍ନ ସମସ୍ୟା ସମାଧାନ କରିବା ଲାଗି ଏଭଳି ପଦକ୍ଷେପ ନିଆଯାଇଥିବା କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ(ସିବିଡିଟି) ପକ୍ଷରୁ ସୂଚନା ଦିଆଯାଇଛି। ଏ ସଂକ୍ରାନ୍ତରେ ସିବିଡିଟି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆୟକର ବିଭାଗ ଅନ୍ୟ ଏଜେନ୍ସିଗୁଡିକ ସହ ସୂଚନା ଆଦାନ ପ୍ରଦାନ କରିପାରିବ ବୋଲି ଆୟକର ଆଇନ ଧାରା ୧୩୮ରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Trisha Krishnan ଙ୍କ ୧୦ କୋଟି ଟଙ୍କାର ଘର, ବିଳାସପୂର୍ଣ୍ଣ ମର୍ସିଡିଜ, ମୋଟ ସମ୍ପତ୍ତି ଜାଣିଲେ…

ନୂଆଦିଲ୍ଲୀ,୫।୫: ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରିର ପ୍ରସିଦ୍ଧ ଅଭିନେତ୍ରୀ Trisha Krishnan ପୁନର୍ୱାର ଚର୍ଚ୍ଚାରେ ଆସିଛନ୍ତି, ତାଙ୍କର ଲକ୍ସୁରିଅସ ଲାଇଫ୍‌ ଷ୍ଟାଇଲ ଓ କୋଟିକୋଟି ସମ୍ପତ୍ତିକୁ ନେଇ। ଏହି…

ବ୍ୟାଙ୍କରେ ୨୧୩ କୋଟି ୧୯ ଲକ୍ଷର ସେୟାର, ବିଜୟ ଥାଲାପଥିଙ୍କ ସମ୍ପତ୍ତି ଜାଣିଲେ କାବା ହୋଇଯିବେ…

ନୂଆଦିଲ୍‌ଲୀ,୫।୫: ୨୦୨୬ ତାମିଲନାଡୁ ବିଧାନସଭା ନିର୍ୱାଚନରେ ଟିଭିକେ ଏକକ ବୃହତ୍ତମ ଦଳ ଭାବରେ ଉଭା ହେବା ସହିତ, ସମସ୍ତଙ୍କ ନଜର ଏହାର ପ୍ରତିଷ୍ଠାତା ଏବଂ ମୁଖ୍ୟ ସି.…

ଲକ୍ଷ ଲକ୍ଷ ଗ୍ରାହକଙ୍କୁ ଝଟକା ଦେଲା Jio, ବନ୍ଦ କରିଦେଲା ଏହି ଶସ୍ତା ପ୍ଲାନ୍‌

ନୂଆଦିଲ୍ଲୀ,୫।୫: ରିଲାଏନ୍ସ ଜିଓ ଏହାର ଲକ୍ଷ ଲକ୍ଷ ଗ୍ରାହକଙ୍କୁ ଏକ ବଡ଼ ଝଟକା ଦେଇଛି। କମ୍ପାନୀ ଏହାର ଏକ ଲୋକପ୍ରିୟ ଏବଂ ସୁଲଭ ପ୍ରିପେଡ ଯୋଜନା ବନ୍ଦ…

ଡଲାର ତୁଳନାରେ ଟଙ୍କାର ସର୍ବକାଳୀନ ମୂଲ୍ୟ ହ୍ରାସ

ମୁମ୍ବାଇ,୫।୫: ଆମେରିକୀୟ ଡଲାର ତୁଳନାରେ ଭାରତୀୟ ଟଙ୍କା ମୂଲ୍ୟ ସୋମବାର ୩୯ ପଇସା ହ୍ରାସ ପାଇ ସର୍ବକାଳୀନ ନିମ୍ନ ସ୍ତରରେ ପହଞ୍ଚତ୍ଛି। ୧ ଡଲାର ମୂଲ୍ୟ ସୋମବାର…

ଅନ୍ତଃବସ୍ତ୍ର ବିକି କୋଟିପତି, ୧୭୦୦କୋଟିର ମାଲିକ ଦୀନଦୟାଲଙ୍କ ମୃତ୍ୟୁ

ନୂଆଦିଲ୍‌ଲୀ,୩।୫: ‘ଡଲାର ଇଣ୍ଡଷ୍ଟ୍ରିଜ’ର ପ୍ରତିଷ୍ଠାତା ଦୀନଦୟାଲ ଗୁପ୍ତା। ସଲମାନ ଖାନଙ୍କଠାରୁ ଅକ୍ଷୟ କୁମାର ଏବଂ ସୈଫ ଅଲ୍ଲୀ ଖାନ ଏବଂ ୟାମୀ ଗୌତମଙ୍କଠାରୁ ଚିତ୍ରାଙ୍ଗଦା ସିଂହ ପର୍ଯ୍ୟନ୍ତ…

ପେଟ୍ରୋଲ-ଡିଜେଲ ଦାମ୍‌କୁ ନେଇ ଆସିଲା ବଡ଼ ଅପଡେଟ୍‌: ଏତେ ଟଙ୍କା ମହଙ୍ଗା ହୋଇଯିବ…

ନୂଆଦିଲ୍ଲୀ,୨।୫: ମେ ମାସ ମୁଦ୍ରାସ୍ଫୀତି କ୍ଷେତ୍ରରେ ଜନସାଧାରଣଙ୍କୁ ଚକିତ କରିପାରେ। ଏହା ୧ ମେ’ ରେ ବାଣିଜ୍ୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବୃଦ୍ଧି ସହିତ ଆରମ୍ଭ ହୋଇଥିଲା।…

ନିୟନ୍ତ୍ରଣ ବାହାରେ ରନ୍ଧନ ଗ୍ୟାସ ଦର: ଏତିକି ଟଙ୍କା ମହଙ୍ଗା ହୋଇଯିବ ଘରୋଇ ସିଲିଣ୍ଡର, ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨।୫: ରୋଷେଇ ଘରେ ଚୁଲା ଜାଳିବା ଆହୁରି ମହଙ୍ଗା ହେବାକୁ ଯାଉଛି। ଯଦି ଆପଣ ଏହା ଜାଣିନାହାଁନ୍ତି, ତେବେ ସତର୍କ ରୁହନ୍ତୁ। ସରକାର ଏପରି ସଙ୍କେତ ଦେଉଛନ୍ତି…

ମଇ ଆରମ୍ଭରୁ ଫୋନ୍‌ ଦାମ୍‌ ବଢ଼ାଇଲେ ଏହି ୩ କମ୍ପାନୀ, ଗ୍ରାହକଙ୍କ ପକେଟରେ ଚାବୁକ୍‌; ଜାଣନ୍ତୁ ନୂଆ ମୂଲ୍ୟ

ନୂଆଦିଲ୍ଲୀ,୧।୫:ଯଦି ଆପଣ ଏକ ନୂଆ ସ୍ମାର୍ଟଫୋନ କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପକେଟ ଉପରେ ଏବେ ଅଧିକ ଚାପ ପଡ଼ିପାରେ। Nothing, Realme ଏବଂ OnePlus…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri