ଚେନ୍ନାଇ, ୨୩ା୧ (ପି.ଟି.)-ସ୍ଥାନୀୟ ଏମ୍.ଏ. ଚିଦାମ୍ବରମ୍ ଷ୍ଟାଡିୟମରେ ଇଂଲଣ୍ଡ-ଭାରତ ପ୍ରଥମ ଦୁଇ କ୍ରିକେଟ ଟେଷ୍ଟ ମ୍ୟାଚ ବିନା ଦର୍ଶକରେ ରୁଦ୍ଧଦ୍ୱାରରେ ଖେଳାଯିବ। ବର୍ତ୍ତମାନର କୋଭିଡ୍ ପରିସ୍ଥିତିକୁ ନେଇ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଏହି ନିଷ୍ପତ୍ତି ନେଇଥିବା ତାମିଲନାଡୁ କ୍ରିକେଟ ଆସୋସିଏଶନ (ଟିଏନ୍ସିଏ)ର ସମ୍ପାଦକ ଆର୍.ଏସ୍. ରାମାସ୍ବାମୀ ପ୍ରକାଶ କରିଛନ୍ତି। ଏହି ଦୁଇ କ୍ରିକେଟ ଦଳ ଜାନୁୟାରୀ ୨୭ ସୁଦ୍ଧା ଚେନ୍ନାଇରେ ପହଞ୍ଚତ୍ବା ପରେ ବାୟୋ-ବବଲରେ ପ୍ରବେଶ ପୂର୍ବରୁ ସେମାନଙ୍କର କୋଭିଡ୍ ଟେଷ୍ଟ ହେବ। ସୂଚନାଯୋଗ୍ୟ, ନିକଟରେ ସରକାର ଆଉଟଡୋର ସ୍ପୋର୍ଟିଂ ଇଭେଣ୍ଟଗୁଡ଼ିକ ଲାଗି ୫୦ ପ୍ରତିଶତ ଦର୍ଶକଙ୍କୁ ଅନୁମତି ଦେଇଥିଲେ। ହେଲେ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍ଓପି)କୁ ମାନି ଚଳିବାକୁ ହେବ। ପ୍ରଥମ ଟେଷ୍ଟ ଫେବୃୟାରୀ ୫ ଏବଂ ଦ୍ୱିତୀୟ ଟେଷ୍ଟ ଫେବୃୟାରୀ ୧୭ରୁ ଖେଳାଯିବାର କାର୍ଯ୍ୟକ୍ରମ ରହିଛି।
କମାଲ କଲେ ନୀରୁ: ଏସିଆନ୍ ଗେମ୍ସରେ ନୂଆ ରେକର୍ଡ ସହ ଜିତିରେ ସ୍ବର୍ଣ୍ଣ
ନୂଆଦିଲ୍ଲୀ,୨୯।୯: ଏସୀୟ କ୍ରୀଡ଼ାରେ ଭାରତ ପାଇଁ ଆଉ ଏକ ସ୍ବର୍ଣ୍ଣ ପଦକ ଜିତିଛନ୍ତି ନୀରୁ ଧଣ୍ଡା। ମହିଳା ଟ୍ରାପ ଇଭେଣ୍ଟର ଫାଇନାଲ୍ରେ ନୀରୁ ୨୮ ପଏଣ୍ଟ ହାସଲ…
ଅନଲକି ଶୁବମନ ଗିଲ୍: ଭାରତ ପାଇଁ ଦ୍ରୁତ ଶତକ ହାସଲ କରିବା ସତ୍ତ୍ୱେ…
ନୂଆଦିଲ୍ଲୀ,୨୯।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଦମଦାର ଶତକ ହାସଲ କରିଛନ୍ତି। ଡାହାଣହାତୀ ବ୍ୟାଟର୍ ଗିଲ ୧୧୦ ରନ୍ର ଚମତ୍କାର ଇନିଂସ…
ବିନା ମ୍ୟାଚ୍ ଖେଳି ସ୍ବର୍ଣ୍ଣ ଜିତିବ ଟିମ୍ ଇଣ୍ଡିଆ! ଜାଣନ୍ତୁ କ’ଣ ରହିଛି ସମୀକରଣ
ନୂଆଦିଲ୍ଲୀ,୨୯।୯: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟର ନକଆଉଟ ପର୍ଯ୍ୟାୟ ଉପରେ ବର୍ଷାର ପ୍ରଭାବ ଦେଖିବାକୁ ମିଳୁଛି। କ୍ୱାର୍ଟର ଫାଇନାଲ୍ରେ ଏକାଧିକ ମ୍ୟାଚ ବର୍ଷା ଯୋଗୁ ରଦ୍ଦ…
କେବେ ଆରମ୍ଭ ହେବ ୨୦୨୭ ବିଶ୍ୱକପ୍? ସାମ୍ନାକୁ ଆସିଲା ବଡ଼ ଅପଡେଟ୍,
ନୂଆଦିଲ୍ଲୀ,୨୯।୯: ୨୦୨୭ରେ ଖେଳାଯିବାକୁ ଥିବା ODI ବିଶ୍ୱକପ୍କୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । ଆନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ICC) ଆସନ୍ତା ଅକ୍ଟୋବର ୧ ତାରିଖରେ…
ରୋହିତ,ସେହ୍ବାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା
ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…
୨୭ ସେପ୍ଟେମ୍ବର କ୍ରିକେଟର ଐତିହାସିକ ଦିନ: ଗୋଟିଏ ଦିନରେ ଦେଖିବାକୁ ମିଳିଲା ୬ ଶତକ, ତାଲିକାରେ ଦେଖନ୍ତୁ ଅଛନ୍ତି କିଏ…
ନୂଆଦିଲ୍ଲୀ,୨୯।୯: ୨୭ ସେପ୍ଟେମ୍ବର ରବିବାର ଦିନିକିଆ କ୍ରିକେଟ ପାଇଁ ଏକ ଐତିହାସିକ ଦିନ ହୋଇଛି। ଗୋଟିଏ ଦିନରେ ଖେଳାଯାଇଥିବା ୩ଟି ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚରେ ମୋଟ ୬ଟି…
ଏହିଦିନ ଭାରତ-ପାକିସ୍ତାନ ସେମିଫାଇନାଲ ମୁକାବିଲା: କେବେ, କେଉଁଠି ଦେଖିବେ ମ୍ୟାଚ ଜାଣନ୍ତୁ…
ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସରେ ଏବେ ଭାରତ ଓ ପାକିସ୍ତାନର ହକି ଟିମ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଉଭୟ ଦଳ ମଧ୍ୟରେ ଏହି ମୁକାବିଲା ସିଧାସଳଖ ଫାଇନାଲ ଟିକେଟ…
ମହିଳା ୨୫ ମି. ପିସ୍ତଲରେ ଇଶାଙ୍କୁ ରୌପ୍ୟ, ନିରାଶ କଲେ ମନୁ
ନାଗୋୟା,୨୮ା୯: ଭାରତୀୟ ଶୁଟର ଇଶା ସିଂ ମହିଳା ୨୫ ମି. ପିସ୍ତଲ ବ୍ୟକ୍ତିଗତ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛନ୍ତି। ଚଳିତ ଏସିଆନ ଗେମ୍ସରେ ଶୁଟିଂ ପ୍ରତିଯୋଗିତାରେ ଏହା…

