Posted inଖେଳ

ପଦକ ପକ୍କା କଲା ଭାରତୀୟ କ୍ରିକେଟ୍‌ ଦଳ

ହାଙ୍ଗଝୋ,୨୪।୯: ଏସୀୟ ଗେମ୍ସରେ ଭାରତ ପାଇଁ ଆଉ ଏକ ପଦକ ନିଶ୍ଚିତ ହୋଇଛି। ସେମିଫାଇନାଲ ମ୍ୟାଚରେ ବାଂଲାଦେଶକୁ ୮ ଉଇକେଟରେ ପରାସ୍ତ କରି ଭାରତୀୟ ମହିଳା କ୍ରିକେଟ ଦଳ ଫାଇନାଲରେ ପ୍ରବେଶ କରିଛି। ଭାରତର ବିଜୟର ହିରୋ ଦ୍ରୁତ ବୋଲର ପୂଜା ବସ୍ତ୍ର୍ରକର ଥିଲେ। ସେ ୪ ଓଭରରେ ୧୭ ରନ ଦେଇ ୪ ଉଇକେଟ ନେଇଥିଲେ। ପୂଜାଙ୍କ ଚମତ୍କାର ବୋଲିଂ ଯୋଗୁ ଭାରତ ୧୭.୫ ଓଭରରେ ୫୧ ରନରେ ବାଂଲାଦେଶକୁ ଅଲଆଉଟ କରିଥିଲା। ଏହି ଟାର୍ଗେଟକୁ ପିଛା କରି ଭାରତୀୟ ଦଳ ୮.୨ ଓଭରରେ ଦୁଇଟି ଉଇକେଟ ହରାଇ ଏହି ମ୍ୟାଚ ଜିତିଥିଲା। ଭାରତୀୟ ଦଳ ଫାଇନାଲରେ ଶ୍ରୀଲଙ୍କ କିମ୍ବା ପାକିସ୍ତାନକୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ତେଲ କିଣିବାକୁ ନେଇ ରୋକ୍‌ ଭିତରେ ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ, ଏଣିକି ପେଟ୍ରୋଲ-ଏଲପିଜିରେ…

ନୂଆଦିଲ୍ଲୀ,୧୬।୪: ଭାରତରେ ରୁଷର ରାଷ୍ଟ୍ରଦୂତ ଡେନିସ ଆଲିପୋଭ ସମ୍ପ୍ରତି ଭାରତ-ରୁଷ ସମ୍ପର୍କ, ପ୍ରତିରକ୍ଷା ସହଯୋଗ, ଶକ୍ତି ଯୋଗାଣ ଏବଂ ପରିବର୍ତ୍ତନଶୀଳ ବିଶ୍ୱ ଭୂ-ରାଜନୈତିକ ଦୃଶ୍ୟପଟ ସମ୍ପର୍କରେ ସ୍ପଷ୍ଟ…

IMFର ଚେତାବନୀ; ଯଦି ତୈଳ ମୂଲ୍ୟ ଅଧିକ ରୁହେ, ବିଶ୍ୱ ଉପରେ ପଡ଼ିବ ଏହି ସଙ୍କଟ

ନୂଆଦିଲ୍ଲୀ,୧୬।୪: ଇଣ୍ଟରନ୍ୟାସନାଲ ମୋନିଟାରୀ ଫଣ୍ଡ(IMF) ମୁଖ୍ୟ କ୍ରିଷ୍ଟାଲିନା ଜର୍ଜିଭା ବିଶ୍ୱ ଅର୍ଥନୀତି ସମ୍ପର୍କରେ ଚିନ୍ତା ପ୍ରକାଶ କରିଛନ୍ତି । ସେ କହିଛନ୍ତି ଯେ ଯଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ…

ହର୍ମୁଜ ଭଳି ବଡ଼ ରାସ୍ତା ବନ୍ଦ କରିବ ଚାଇନା! ସମୁଦ୍ରରେ ଲଗାଇଲା ବ୍ୟାରିକେଡ; ବିଶ୍ୱରେ ଚହଳ

ବେଜିଂ,୧୬।୪: ଚାଇନା ହର୍ମୁଜ ପ୍ରଣାଳୀ ଠାରୁ ମଧ୍ୟ ବଡ଼ ଏକ ସାମୁଦ୍ରିକ ପଥକୁ ଅବରୋଧ କରିବାକୁ ପ୍ରସ୍ତୁତ ହେଉଛି। ପ୍ରକୃତରେ, ଫିଲିପାଇନ୍ସ ଏବଂ ଜାପାନ ସହିତ ଚାଲିଥିବା…

ଏଆରଏସଏସ ରାସ୍ତା କାମରେ ଠକେଇ: ଉଠିଯାଉଛି ପିଚୁ

କୃଷ୍ଣପ୍ରସାଦ,୧୬।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ଗଞ୍ଜାମ ଜିଲା ସୀମାଠାରୁ କୃଷ୍ଣପ୍ରସାଦ ଗଡ଼ ଯାଏ ପକ୍କା ରାସ୍ତା ନିର୍ମାଣ କାର୍ଯ୍ୟ ଚାଲିଛି। ୨୩ କୋଟି…

ନିଶାମୁକ୍ତ ଅଞ୍ଚଳ ପାଇଁ ଜୋରଦାର ପଦକ୍ଷେପ: ଶତାଧିକ ଲୋକ ହେଲେ ଏକାଠି

ଦାରିଙ୍ଗବାଡି, ୧୬।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡବେରୀ ଅଞ୍ଚଳରେ ନିଶାମୁକ୍ତ ଅଞ୍ଚଳ ପାଇଁ ଜୋରଦାର ପଦକ୍ଷେପ ନେଲେ ଅଞ୍ଚଳବାସୀ। ଶତାଧିକ ମହିଳା ଓ…

ଅକ୍ଷୟ ତୃତୀୟାରେ ୨ ଲକ୍ଷ ଧରିବ ସୁନାଦର! ସୁନାପ୍ରେମୀଙ୍କୁ ଝଟ୍‌କା

ନୂଆଦିଲ୍ଲୀ,୧୬।୪: ଅକ୍ଷୟ ତୃତୀୟା ରବିବାର ପଡୁଛି। କିନ୍ତୁ, ଯଦି ଆପଣ ସୁନା କିଣିବାକୁ ଯୋଜନା କରୁଛନ୍ତି, ତେବେ ବଜାରରେ ସାମ୍ପ୍ରତିକ ମୂଲ୍ୟ ବୃଦ୍ଧି ଆପଣଙ୍କୁ ଚିନ୍ତାରେ ପକାଇପାରେ।…

ଐତିହାସିକ ପଦକ୍ଷେପ ନେବା ପୂର୍ବରୁ ମହିଳାମାନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି: ମା’-ଭଉଣୀମାନଙ୍କ…

ନୂଆଦିଲ୍ଲୀ,୧୬।୪: ଦେଶର ସମସ୍ତ ମହିଳାଙ୍କୁ ଗୁରୁବାର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସଂସଦର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲ ଆଲୋଚନା ପୂର୍ବରୁ ସୋସିଆଲ ମିଡିଆ…

ବଢିଗଲା ସାବୁନ-ସାମ୍ପୁର ଦାମ୍‌, ସାଧାରଣ ଲୋକଙ୍କୁ ମହଙ୍ଗା ମାଡ଼

ନୂଆଦିଲ୍ଲୀ,୧୬।୪: ଖୁଚୁରା ଏବଂ ପାଇକାରୀ ମୁଦ୍ରାସ୍ଫୀତି ବୃଦ୍ଧିର ରିପୋର୍ଟ ପରେ, ଆଉ ଏକ ଖବର ସାମ୍ନାକୁ ଆସିଛି ଯାହା ମଧ୍ୟବିତ୍ତ ପରିବାର ପାଇଁ ସାମାନ୍ୟ ଝଟକା ଆଣିପାରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri