Posted inଖେଳ

ଭାରତୀୟ କ୍ରିକେଟ୍‌ ଦଳର କୋଚ ଅଫର୍‌ ପ୍ରତ୍ୟାଖ୍ୟାନ ଏହି ପ୍ରସିଦ୍ଧ କ୍ରିକେଟର୍‌

ବୋର୍ଡ ଅଫ କଣ୍ଟ୍ରୋଲ ଫର୍‌ କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ) ଟିମ ଇଣ୍ଡିଆର ମୁଖ୍ୟ କୋଚ ପଦ ପାଇଁ ଅଷ୍ଟ୍ରେଲିଆର କିମ୍ବଦନ୍ତୀ କ୍ରିକେଟର ରିକି ପଣ୍ଟିଂଙ୍କୁ ନିକଟକୁ ଡାକରା ଯାଇଥିଲା। ତେବେ ଅଷ୍ଟ୍ରେଲୀୟ ପୂର୍ବତନ ଅଧିନାୟକ ପଣ୍ଟିଂ ବିସିସିଆଇର ଅଫରକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ପଣ୍ଟିଂ ଏବେ ଆଇପିଏଲ ଫ୍ରାଞ୍ଚାଇଜ ଦିଲ୍ଲୀ କ୍ୟାପିଟାଲ୍ସ ସହିତ ଜଡିତ। ତାଙ୍କ ନେତୃତ୍ୱରେ ଦିଲ୍ଲୀର ଦଳ ଗତ ତିନିବର୍ଷ ଧରି ପ୍ଲେ ଅଫରେ ସ୍ଥାନ ପାଇଛି। ଏହା ବ୍ୟତୀତ ଦିଲ୍ଲୀ ଦଳ ମଧ୍ୟ ଆଇପିଏଲ ୨୦୨୦ ରନର୍‌ ଅପ ହୋଇଥିଲା।
ପଣ୍ଟିଂଙ୍କ ମନା କରିବାର କାରଣ ଜଣା ପଡିନାହିଁ। ଏବେ ରବି ଶାସ୍ତ୍ରୀଙ୍କ ପରେ ରାହୁଲ ଦ୍ରାବିଡ ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ହେବେ ବୋଲି କୁହାଯାଉଛି। ୧୯୯୫ ରେ ପଣ୍ଟିଂ ଏବଂ ୧୯୯୬ରେ ଦ୍ରାବିଡ ଡେବ୍ୟୁ କରିଥିଲେ ଏବଂ ଉଭୟ ଖେଳାଳି ୨୦୧୨ ରେ ଅବସର ନେଇଥିଲେ। ଉଭୟ ନିଜ ସମୟର ମହାନ ଖେଳାଳି ଥିଲେ। ପଣ୍ଟିଂ ୭୧ ଶତକ ସହିତ ଆନ୍ତର୍ଜାତୀୟ କ୍ରିକେଟରେ ୨୭,୪୮୩ ରନ ସଂଗ୍ରହ କରିଥିବାବେଳେ ଦ୍ରାବିଡ ୪୮ ଶତକ ସହାୟତାରେ ୨୪ ହଜାରରୁ ଅଧିକ ରନ ସଂଗ୍ରହ କରିଛନ୍ତି।
ଦ୍ରାବିଡ ପ୍ରଥମେ ଟିମ ଇଣ୍ଡିଆର ମୁଖ୍ୟ କୋଚ ହେବାକୁ ପ୍ରସ୍ତୁତ ନ ଥିଲେ କିନ୍ତୁ ବିସିସିଆଇରୁ ଜିଦ କରିବାରୁ ସେ ଏଥିରେ ରାଜି ହୋଇଥିଲେ। ୪୮ ବର୍ଷୀୟ ଦ୍ରାବିଡ଼, ଭାରତର ଅନ୍ୟତମ ଶ୍ରେଷ୍ଠ ଖେଳାଳି, ଗତ ୬ ବର୍ଷ ଧରି ଇଣ୍ଡିଆ ଏ ଏବଂ ଅଣ୍ଡର-୧୯ ଦଳର ଦାୟିତ୍ୱରେ ଅଛନ୍ତି। ସେ ବର୍ତ୍ତମାନ ବେଙ୍ଗାଲୁରୁର ନ୍ୟାସନାଲ କ୍ରିକେଟ ଏକାଡେମୀ (ଏନସିଏ) ର ମୁଖ୍ୟ ଅଟନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Video: ମେଟ୍ରୋରେ ଯାତ୍ରା କଲେ ପ୍ରଧାନମନ୍ତ୍ରୀ ମୋଦି, ପିଲାମାନଙ୍କ ସହିତ ଆଲୋଚନା ସମୟରେ ତାଙ୍କ ସଂସଦୀୟ କ୍ଷେତ୍ର କାଶୀକୁ ମନେ ପକାଇଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୬।୯: ଦିଲ୍ଲୀ ମେଟ୍ରୋରେ ଯାତ୍ରା କରୁଥିବା ଯାତ୍ରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ, ଶନିବାର (ସେପ୍ଟେମ୍ବର 5, 2026) ସାରେ, ସେମାନଙ୍କ ସହିତ ଯାତ୍ରା କରୁଥିବା ଦେଖି ଖୁସିରେ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

୨୦୨୭ ଯାଏ ୩ ରାଶିଙ୍କୁ କଲବଲ କରିବେ ଶନି, ଛୋଟ ଛୋଟ ଭୁଲ ପଡିବ ଭାରି!

ବର୍ତ୍ତମାନ ସମୟରେ ଶନିଦେବ ମୀନ ରାଶିରେ ଅବସ୍ଥାନ କରୁଛନ୍ତି ଏବଂ ତାଙ୍କ ଗୋଚରର ପ୍ରଭାବ କିଛି ରାଶି ଉପରେ ବିଶେଷ ଭାବରେ ଦେଖିବାକୁ ମିଳୁଛି। ସାଢ଼େସାତୀ ଓ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

ଦୀପାବଳି ପାଇଁ ଏବେଠୁ ବୁକ୍‌ ହୋଇଗଲା ସବୁ ଟ୍ରେନ ଟିକେଟ୍‌! କିଛି ସମୟରେ…

ନୂଆଦିଲ୍‌ଲୀ,୬।୯: ଦୀପାବଳିରେ ଘରକୁ ଯିବା ପାଇଁ ପ୍ରସ୍ତୁତ ହେଉଥିବା ରେଳ ଯାତ୍ରୀମାନଙ୍କ ପାଇଁ ରିଜର୍ଭେସନ ୱିଣ୍ଡୋ ଖୋଲିଯାଇଛି। ନଭେମ୍ୱର ୮ ତାରିଖ ଦୀପାବଳିକୁ ଦୃଷ୍ଟିରେ ରଖି ଯାତ୍ରୀମାନେ…

କାର- ଅଟୋ ମୁହାଁମୁହିଁ ଧକ୍କା: ୨ ଜଣ ଗୁରୁତର

ଧାମନଗର, ୬/୯ (ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ଧାମନଗର ଛକ ଫ୍ଲାଏଓଭର ବ୍ରିଜ୍‌ ନିକଟରେ ରବିବାର ସକାଳ ପ୍ରାୟ…

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri