Posted inଖେଳ

ବିବାହ କରିବାକୁ ଯାଉଛନ୍ତି ଏହି ଭାରତୀୟ କ୍ରିକେଟର୍‌

ଭାରତୀୟ ଦ୍ରୁତ ବୋଲର ଜସପ୍ରୀତ ବୁମ୍‌ରା ଖୁବ୍‌ଶୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ଏହି କାରଣରୁ ସେ ଇଂଲଣ୍ଡ ବିପକ୍ଷ ଶେଷ ଟେଷ୍ଟ ନ ଖେଳିବାକୁ ନିଷ୍ପତ୍ତି ନେଇଛନ୍ତି। ତାଙ୍କୁ ପୂର୍ବରୁ ଟି -୨୦ ସିରିଜରୁ ବିଶ୍ରାମ ଦିଆଯାଇଛି। ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜରେ ମଧ୍ୟ ସେ ଖେଳିବେ ନାହିଁ। ବୁମରା ବିବାହ କରିବାକୁ ଯାଉଛନ୍ତି। ଏଭଳି ପରିସ୍ଥିତିରେ ସେ ବିବାହ ସହ ଜଡିତ ପ୍ରସ୍ତୁତି ପାଇଁ ଛୁଟି ନେଇଛନ୍ତି। ସେ ଗୋଆର ଏକ ସ୍ପୋର୍ଟସ ଆଙ୍କର୍‌ ସହିତ ବିବାହ କରିବାକୁ ଯାଉଛନ୍ତି। ତେବେ ବିବାହ କେବେ ଓ କେଉଁଠାରେ ହେବ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଏହି ବିବାହ କେବଳ ଅହମ୍ମଦାବାଦରେ ହେବ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ରଗତି ଜିତିଲା ଓସ୍କାର କପ୍‌

ଭୁବନେଶ୍ୱର, ୧ା୧(କ୍ରୀଡ଼ା ପ୍ରତିନିଧି)-ନିରୋଜ ମେମୋରିଆଲ ଓସ୍କାର କପ୍‌ କ୍ରିକେଟ ଟୁର୍ନାମେଣ୍ଟର ୧୧ତମ ସଂସ୍କରଣ ମଙ୍ଗଳବାର ଶେଷ ହୋଇଛି। ଫାଇନାଲରେ ସହିଦ ସ୍ପୋର୍ଟିଂକୁ ୧୩ ରନରେ ହରାଇ...

ଏଫଆଇଏଚ୍‌ ଅଲିମ୍ପିକ୍‌ କ୍ୱାଲିଫାୟର୍ସ ହକି: କଳିଙ୍ଗ ଉପରେ ନଜର କେନ୍ଦ୍ରିଭୂତ

ଭୁବନେଶ୍ୱର, ୩୦।୧୦(କ୍ରୀଡ଼ା ପ୍ରତିନିଧି)-ନଭେମ୍ବର ୧ ଓ ୨ ତାରିଖରେ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଏଫଆଇଏଚ୍‌ ଅଲିମ୍ପିକ୍‌ କ୍ୱାଲିଫାୟର୍ସ ହକି ମ୍ୟାଚ ଅନୁଷ୍ଠିତ ହେବ। ପୁରୁଷ ବିଭାଗରେ...

ଗ୍ରୀନ୍‌ଙ୍କ ଶତକ: ଅଷ୍ଟ୍ରେଲିଆ ‘ଏ’ ଅଗ୍ରଣୀ

ସିଡ୍‌ନୀ, ୮।୧୨-କାମେରନ ଗ୍ରୀନ୍‌ଙ୍କ ଅପରାଜିତ ଶତକ ସହାୟତାରେ ଅଷ୍ଟ୍ରେଲିଆ ‘ଏ’ ଏଠାରେ ଚାଲିଥିବା ଭାରତ ‘ଏ’ ବିପକ୍ଷ ଓ୍ବାର୍ମଅପ୍‌ ମ୍ୟାଚରେ ୩୯ ରନରେ ଅଗ୍ରଣୀଲାଭ କରିଛି।...

ବ୍ଲିଜ୍‌ ପ୍ରତିଯୋଗିତା: ହମ୍ପିଙ୍କୁ ଦ୍ୱାଦଶ ସ୍ଥାନ

ମସ୍କୋ, ୩୧ା୧୨ (ପି.ଟି.)-ଗତ ତିନୋଟି ରାଉଣ୍ଡରେ ହ୍ୟାଟ୍ରିକ୍‌ ପରାଜୟ ଦ୍ୱାରା ଭାରତୀୟ ଗ୍ରାଣ୍ଡମାଷ୍ଟର କୋନେରୁ ହମ୍ପି ଏଠାରେ ଚାଲିଥିବା ମହିଳା ଓ୍ବାଲର୍‌ଡ ରାପିଡ୍‌ ଏବଂ ବ୍ଲିଜ୍‌...

ସେରେନା @ ୩୮

ଲସ୍‌ ଏଞ୍ଜେଲ୍ସ,୨୬।୯: ଟେନିସ ଇତିହାସର ସବୁଠୁ ସଫଳତମ ମହିଳା ଖେଳାଳି ସେରେନା ଓ୍ବିଲିୟମ୍ସ ଗୁରୁବାର ୩୮ ବର୍ଷରେ ପାଦ ଦେଇଛନ୍ତି। ଆମେରିକାନ ଆଥ୍‌ଲେଟ୍‌ ୧୭ ବର୍ଷ...

ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟ୍‌କା; ଏହି କାରଣ ଲାଗି ଆଇପିଏଲ୍‌ରୁ ଓହରିଗଲେ ଅମିତ୍‌ ମିଶ୍ରା

ଦୁବାଇ, ୫।୧୦: ଆଇପିଏଲ୍‌ ତ୍ରୟୋଦଶ ସଂସ୍କରଣ ଆରମ୍ଭ ହେବାକୁ ଇତିମଧ୍ୟରେ ୧୫ ଦିନ ବିତି ସାରିଥିବାବେଳେ ଟୁର୍ନାମେଣ୍ଟ ଏବେ ରୋମାଞ୍ଚକ ମୋଡ଼ରେ ପହଞ୍ଚିଛି। ତେବେ ଏଭଳି...

ଦୃଷ୍ଟିହୀନ କ୍ରିକେଟ, ଭାରତ ସିରିଜ ବିଜୟୀଅଜୟଙ୍କ ଦ୍ୱିଶତକ, ଦୁର୍ଗାଙ୍କ ଶତକ

ଭୁବନେଶ୍ୱର, ୨୩।୭(କ୍ରୀଡ଼ା ପ୍ରତିନିଧି)- କାରିବିୟନ ଗସ୍ତରେ ଥିବା ଭାରତୀୟ ଦୃଷ୍ଟିହୀନ କ୍ରିକେଟ ଦଳ ବିଜୟ ସହ ଏହାର ଅଭିଯାନ ଆରମ୍ଭ କରିଛି। ଅଧିନାୟକ ଅଜୟ ରେଡ୍ଡୀଙ୍କ...

ଅର୍ଜୁନ ପୁରସ୍କାର ବିଜେତା ମାଇକେଲଙ୍କ କ୍ଷୋଭ

ରାଉରକେଲା ଅଫିସ,୧୫ା୩: ୧୯୭୫ ମାର୍ଚ୍ଚ ୧୫। ସେଦିନ ମାଲେସିଆର କ୍ୱାଲାଲମ୍ପୁରଠାରେ ଆୟୋଜିତ ବିଶ୍ୱ କପ୍‌ ହକିରେ ପାକିସ୍ଥାନକୁ ଭାରତ ୨-୧ ଗୋଲରେ ପରାସ୍ତ କରି ନୂଆ...

Advertisement


Archives

Model This Week

Why Dharitri