୨୦ ଲକ୍ଷ କୋଟି ଡଲାର ହେବ ଭାରତୀୟ ଅର୍ଥନୀତି

ନୂଆଦିଲ୍ଲୀ,୯।୬: ୨୦୪୦ ମସିହା ସୁଦ୍ଧା ଭାରତୀୟ ଅର୍ଥନୀତି ୨୦ ଲକ୍ଷ କୋଟି ଡଲାରରେ ପହଞ୍ଚିବ ବୋଲି ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା ଭି ଅନନ୍ତ ନଭେଶ୍ୱରନ୍‌ ଆକଳନ କରିଛନ୍ତି। ଆଗାମୀ ୫ ବର୍ଷରେ ଜିଡିପି ବୃଦ୍ଧି ୫ ଲକ୍ଷ କୋଟି ଡଲାର ହେବା ପରେ, ଯଦି ପ୍ରତି ୭ ବର୍ଷରେ ଜିଡିପି ଅଭିବୃଦ୍ଧି ୨ ଗୁଣା ହେବ, ତାହେଲେ ୨ ଦଶକ ମଧ୍ୟରେ ଅର୍ଥନୀତି ୨୦ ଲକ୍ଷ କୋଟି ଡଲାରରେ ପହଞ୍ଚିବ। ଏହି ସମୟରେ ଦେଶର ମୁଣ୍ଡ ପିଛା ଆୟ ୧୫,୦୦୦ ଡଲାରରେ ପହଞ୍ଚିବ। ବର୍ତ୍ତମାନର ଦର ଉପରେ ଭାରତୀୟ ଅର୍ଥନୀତି ୩ ଲକ୍ଷ କୋଟି ଡଲାରରୁ ଊର୍ଦ୍ଧ୍ୱ ରହିଛି। ଆର୍ଥିକ ବର୍ଷ ୨୦୨୬-୨୭ ମଧ୍ୟରେ ଭାରତୀୟ ଅର୍ଥନୀତି ୫ଲକ୍ଷ କୋଟିରୁ ଊର୍ଦ୍ଧ୍ୱରେ ପହଞ୍ଚିବ ବୋଲି ସେ ମତ ବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ! ଇନ୍ଧନ ଦରରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୨।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲ (କ୍ରୁଡ ଅଏଲ) ର ଦର କ୍ରମାଗତ ଭାବେ ବୃଦ୍ଧି ପାଉଛି ଏବଂ ବ୍ରେଣ୍ଟ କ୍ରୁଡ ୯୦ ଡଲାର ପ୍ରତି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରତିମାସରେ କେତେ ଦରମା ମିଳେ? ବଙ୍ଗଳା-ଭତ୍ତା ଛଡା ବେସିକ୍‌ ସାଲାରୀ କେତେ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୧୧।୮: ଆପଣ ଡାକ୍ତର, ଇଞ୍ଜିନିୟର ଏବଂ ସରକାରୀ କର୍ମଚାରୀଙ୍କ ଭଳି ବିଭିନ୍ନ ବୃତ୍ତିଗତଙ୍କ ଦରମା ବିଷୟରେ ଶୁଣିଥିବେ। ଏହି ପରିପ୍ରେକ୍ଷୀରେ, ଭାରତର ପ୍ରଧାନମନ୍ତ୍ରୀଙ୍କ ଦରମା କେତେ…

ବଢ଼ିବ ଡିଜେଲ ଦାମ! ସରକାରଙ୍କ ଏଭଳି ନିଷ୍ପତ୍ତି ପରେ ବଢିଲା…

ନୂଆଦିଲ୍ଲୀ, ୧୧।୮: ଦେଶରେ ପେଟ୍ରୋଲ ପରେ ଡିଜେଲରେ ମଧ୍ୟ ଏଥାନଲ ମିଶାଇବା ଯୋଜନା ଉପରେ ସରକାର ବର୍ତ୍ତମାନ ପାଇଁ ରୋକ ଲଗାଇ ଦେଇଛନ୍ତି। ତେଲ ବିପଣନ କମ୍ପାନୀଗୁଡ଼ିକ…

ସାଧାରଣ ଲୋକଙ୍କ ପାଇଁ ଖୁସିଖବର, କମିଗଲା…

ନୂଆଦିଲ୍ଲୀ,୧୫।୧୨: ନଭେମ୍ୱର ମାସରେ ଭାରତର ପାଇକାରୀ ମୁଦ୍ରାସ୍ଫୀତି ହାର ନକାରାତ୍ମକ ହୋଇଗଲା, ଯାହା ବର୍ଷ ବର୍ଷ ଧରି 0.32% ହ୍ରାସ ପାଇଲା। ଏହି ହ୍ରାସ ମୁଖ୍ୟତଃ ଖାଦ୍ୟ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri