ସାଣ୍ଟିଆଗୋ, ୨୩ା୧ (ପି.ଟି.)- ଭାରତର ଜୁନିୟର ମହିଳା ହକି ଦଳ ଚିଲିର ସିନିୟର ଦଳ ବିପକ୍ଷ ମ୍ୟାଚ୍ ୨-୨ରେ ଡ୍ର’ ରଖିଛନ୍ତି। ପ୍ରିନ୍ସ ଅଫ୍ ଓ୍ବେଲ୍ସ କଣ୍ଟ୍ରି କ୍ଲବଠାରେ ଅନୁଷ୍ଠିତ ଏହି ମ୍ୟାଚରେ ଭାରତ ତରଫରୁ ଦୀପିକା(୪୦ତମ ମିନିଟ୍) ଓ ଗଗନଦୀପ କୌର (୫୫ତମ) ଗୋଟିଏ ଲେଖାଏ ଗୋଲ ସ୍କୋର କରିଥିଲେ। ବିପକ୍ଷ ଦଳର ମାରିଆନା ଡେଲ୍ ଜେସସ ଲାଗୋସ୍ (୨୧ତମ) ଓ ଫର୍ନାଣ୍ଡା ଭିଲାଗ୍ରାନ୍ (୫୧ତମ) ଗୋଲ ଦେଇଥିଲେ। ଟୁର୍ରେ ଥିବା ଭାରତୀୟ ଦଳର ଏହା ଥିଲା ଚତୁର୍ଥ ମ୍ୟାଚ। କ୍ରମାଗତ ୩ ବିଜୟ ପରେ ଦଳର ଏହା ପ୍ରଥମ ଡ୍ର ମ୍ୟାଚ ଥିଲା। ଭାରତୀୟ ଜୁନିୟର ଦଳ ଚିଲିର ସିନିୟର ଦଳ ବିପକ୍ଷରେ ପୁଣି ପଛକୁ ପଛ ଦୁଇଟି ମ୍ୟାଚ ଶନି ଓ ରବିବାର ଖେଳିବ।
ରୋହିତ,ସେହ୍ବାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା
ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…
୨୭ ସେପ୍ଟେମ୍ବର କ୍ରିକେଟର ଐତିହାସିକ ଦିନ: ଗୋଟିଏ ଦିନରେ ଦେଖିବାକୁ ମିଳିଲା ୬ ଶତକ, ତାଲିକାରେ ଦେଖନ୍ତୁ ଅଛନ୍ତି କିଏ…
ନୂଆଦିଲ୍ଲୀ,୨୯।୯: ୨୭ ସେପ୍ଟେମ୍ବର ରବିବାର ଦିନିକିଆ କ୍ରିକେଟ ପାଇଁ ଏକ ଐତିହାସିକ ଦିନ ହୋଇଛି। ଗୋଟିଏ ଦିନରେ ଖେଳାଯାଇଥିବା ୩ଟି ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚରେ ମୋଟ ୬ଟି…
ଏହିଦିନ ଭାରତ-ପାକିସ୍ତାନ ସେମିଫାଇନାଲ ମୁକାବିଲା: କେବେ, କେଉଁଠି ଦେଖିବେ ମ୍ୟାଚ ଜାଣନ୍ତୁ…
ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସରେ ଏବେ ଭାରତ ଓ ପାକିସ୍ତାନର ହକି ଟିମ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଉଭୟ ଦଳ ମଧ୍ୟରେ ଏହି ମୁକାବିଲା ସିଧାସଳଖ ଫାଇନାଲ ଟିକେଟ…
ମହିଳା ୨୫ ମି. ପିସ୍ତଲରେ ଇଶାଙ୍କୁ ରୌପ୍ୟ, ନିରାଶ କଲେ ମନୁ
ନାଗୋୟା,୨୮ା୯: ଭାରତୀୟ ଶୁଟର ଇଶା ସିଂ ମହିଳା ୨୫ ମି. ପିସ୍ତଲ ବ୍ୟକ୍ତିଗତ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛନ୍ତି। ଚଳିତ ଏସିଆନ ଗେମ୍ସରେ ଶୁଟିଂ ପ୍ରତିଯୋଗିତାରେ ଏହା…
ଟ୍ରକ୍ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ
ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…
RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ
ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍ ଦେବାଙ୍କ…
କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍ରେ ତାଙ୍କ…
ବିଶ୍ୱକପରେ ସବୁଠୁ ଅଧିକ ଛକା ଏହି ଖେଳାଳିଙ୍କ ନାଁରେ, ଜାଣନ୍ତୁ ଟପ୍ ୫ରେ କିଏ କିଏ…
ନୂଆଦିଲ୍ଲୀ,୨୮।୯: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ବିଶ୍ୱର ବିଭିନ୍ନ କ୍ରିକେଟ ଦଳ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଭାରତୀୟ ଦଳ ମଧ୍ୟ ଏକ ଶକ୍ତିଶାଳୀ ଟିମ ଗଠନ…

