Posted inଖେଳ

ଇଂଲଣ୍ଡ ବିପକ୍ଷ ଟେଷ୍ଟ ପାଇଁ ଭାରତୀୟ ଦଳକୁ ଫେରିବେ କୋହଲି

ସିଡ୍‌ନୀ, ୧୮ା୧ (ପି.ଟି.)- ଇଂଲଣ୍ଡ ବିପକ୍ଷ ପ୍ରଥମ ଦୁଇ କ୍ରିକେଟ ଟେଷ୍ଟ ପାଇଁ ଖେଳାଳି ଚୟନ ମଙ୍ଗଳବାର ସନ୍ଧ୍ୟାରେ ହେବ। ପିତୃତ୍ୱ ଛୁଟି ଶେଷ ହୋଇଥିବାରୁ ଅଧିନାୟକ ବିରାଟ କୋହଲି ଦଳକୁ ଫେରିବେ। ସିନିୟର ପେସ୍‌ ବୋଲର ଈଶାନ୍ତ ଶର୍ମା ଇଞ୍ଜୁରୀ ସମସ୍ୟାରୁ ମୁକ୍ତି ପାଇଛନ୍ତି। ଯଶପ୍ରୀତ ବୁମ୍‌ରା ଓ ରବିଚନ୍ଦ୍ରନ ଅଶ୍ୱିନ ଯଥାକ୍ରମେ ତଳିପେଟ ଓ ପିଠିରେ ଯନ୍ତ୍ରଣା ପାଇଁ ବ୍ରିସ୍‌ବେନ ଟେଷ୍ଟ ଖେଳି ପାରି ନ ଥିଲେ। ଫେବୃୟାରୀ ୫ରୁ ଚେନ୍ନାଇଠାରେ ଆରମ୍ଭ ହେବାକୁଥିବା ୪ ମ୍ୟାଚ ବିଶିଷ୍ଟ ସିରିଜ ଚୟନ ପାଇଁ ଉପଲବ୍ଧ ହେବେ ବୋଲି ଆଶା କରାଯାଏ। ତେବେ ଆଘାତପ୍ରାପ୍ତ ହୋଇଥିବା ମହମ୍ମଦ ଶାମି, ରବୀନ୍ଦ୍ର ଜାଡେଜା, ଉମେଶ ଯାଦବ ଓ ହନୁମା ବିହାରୀ ସିଲେକ୍ସନ ପାଇଁ ଉପଲବ୍ଧ ହେବେ ନାହିଁ। ଚେତନ ଶର୍ମାଙ୍କ ନେତୃତ୍ୱରେ ଗଠିତ ନୂଆ ସିଲେକ୍ସନ କମିଟି ଭାରତୀୟ ଦଳରେ ବିଶେଷ ଆଶ୍ଚର୍ଯ୍ୟଜନକ ପରିବର୍ତ୍ତନ କରିବେ ନାହିଁ ବୋଲି ଆଶା କରାଯାଉଛି। କାରଣ ବର୍ତ୍ତମାନ ଅଷ୍ଟ୍ରେଲିଆରେ ଥିବା ଅଧିକାଂଶ ଫିଟ୍‌ ଓ ଉପଲବ୍ଧ ଖେଳାଳି ଦଳରେ ସ୍ଥାନ ପାଇବା ସ୍ବାଭାବିକ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇପିଏଲ୍‌ ଇତିହାସରେ ପ୍ରଥମଥର ଲାଗି ଗୋଟିଏ ଦିନରେ ୩ ସୁପର୍‌ ଓଭର

ଦୁବାଇ, ୧୯।୧୦: ବିଶ୍ୱର ସବୁଠାରୁ ବ୍ୟୟବହୁଳ କ୍ରିକେଟ୍‌ ଲିଗ୍‌ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୩ ବର୍ଷର ଇତିହାସରେ ‘ସୁପର୍‌ ସନ୍‌ଡେ’ ପ୍ରଥମଥର ‘ଫନ୍‌ ଡେ’...

ବିବାହ ବନ୍ଧନରେ ଆଉ ଜଣେ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୨।୧୨: ବିବାହ ବନ୍ଧନରେ ଆଉ ଜଣେ କ୍ରିକେଟର। ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ ୨୦୨୦ରେ ବୋଲିଂ କରି ବାହାବା ସାଉଁଟିଥିବା ମିଷ୍ଟ୍ରି ସ୍ପିନର ବରୁଣ ଚକ୍ରବର୍ତ୍ତୀ ନିଜ...

ପାଓ୍ବର ପ୍ଲେ’ରେ ୫୩ ରନ୍‌

ଦୁବାଇ,୩।୧୧: ଚଳିତ ଟି୨୦ ବିଶ୍ୱକପ୍‌ରେ ବୁଧବାର ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଭାରତକୁ ଜବରଦସ୍ତ ପ୍ଲାଟଫର୍ମ ଦେଇଛନ୍ତି ରୋହିତ ଶର୍ମା ଓ ଲୋକେଶ ରାହୁଲଙ୍କ ଓପନିଂ ଯୋଡ଼ି।...

କୋଭିଡ-୧୯: ମହିଳା ଦିନିକିଆ, ପୁରୁଷ ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ କ୍ୱାଲିଫାୟର୍ସ ଘୁଞ୍ଚିଲା

ଦୁବାଇ,୧୨।୫ (ପି.ଟି.): କୋଭିଡ-୧୯ ମହାମାରୀ ପାଇଁ ଆଉ ଦୁଇଟି ବଡ଼ ଇଭେଣ୍ଟକୁ ଘୁଞ୍ଚାଇବାକୁ ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ (ଆଇସିସି) ନିଷ୍ପତ୍ତି ନେଇଛି। ୨୦୨୧ ମହିଳା ବିଶ୍ୱକପ୍‌...

ଦ୍ୱିତୀୟ ରାଉଣ୍ଡରେ ନାଗଲ

ନୂଆଦିଲ୍ଲୀ,୨୧।୮(ପିଟି): ଯୁବ ଭାରତୀୟ ଟେନିସ ଖେଳାଳି ସୁମିତ ନାଗଲ ଚଳିତ ବର୍ଷର ଅନ୍ତିମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ୟୁଏସ୍‌ ଓପନର କ୍ୱାଲିଫାୟର୍ସର ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି।...

ଜାତୀୟ ସିନିୟର ଭଲିବଲ୍‌ ଚାମ୍ପିୟନଶିପ୍‌: କେରଳ-ରେଲଓ୍ବେ ମହିଳା ଫାଇନାଲ

ଭୁବନେଶ୍ୱର,୧୧।୩ (କ୍ରୀଡ଼ା ପ୍ରତିନିଧି)- କିଟ୍‌ର ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମରେ ଚାଲିଥିବା ୬୯ତମ ଜାତୀୟ ସିନିୟର ଭଲିବଲ୍‌ ଚାମ୍ପିୟନଶିପ୍‌ର ମହିଳା ବିଭାଗ ଫାଇନାଲରେ କେରଳ ଓ...

କାତାରକୁ ଫିଫା ବିଶ୍ୱକପ୍‌ ଆୟୋଜନ ଅଧିକାର ପଛରେ ପୂର୍ବତନ ସିଆଇଏ ଏଜେଣ୍ଟ

ଓ୍ବାଶିଂଟନ,୨୩।୧୧: ସିଆଇଏର ଜଣେ ପୂର୍ବତନ ଅଧିକାରୀ ବର୍ଷ ବର୍ଷ ଧରି ୨୦୨୨ ଫୁଟ୍‌ବଲ ବିଶ୍ୱକପ୍‌ ଆୟୋଜକ କାତାର ପାଇଁ କାର୍ଯ୍ୟ କରୁଥିବା ତଦନ୍ତରୁ ଜଣାପଡ଼ିଛି। ଫୁଟ୍‌ବଲ...

‘କୋହଲିଙ୍କ ପ୍ରକୃତ ରୂପ ମୁଁ ଜାଣିଛି’

ନିକଟରେ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କର ଏକ ଭିନ୍ନ ଶୈଳୀ ଦେଖିବାକୁ ମିଳିଛି। ସେ ତାଙ୍କ କ୍ରିକେଟର ସ୍ବାମୀଙ୍କ ପାଇଁ ଫଟୋଗ୍ରାଫର ସାଜିଛନ୍ତି। ଅନୁଷ୍କାଙ୍କ ଏହି ଲୁକ...

Advertisement
Archives

Model This Week