Advertisement

ଟ୍ରକ୍‌ରୁ ଡ୍ରାଇଭରଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

କେନ୍ଦୁଝର,୩୧।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ବନାଯୋଡି ଟୋଲପ୍ଲାଜା ନିକଟରେ ରାସ୍ତା କଡରେ ଠିଆ ହୋଇଥିବା ଏକ ଟ୍ରକ୍‌ରୁ ଜଣେ ଡ୍ରାଇଭରର କ୍ଷତାକ୍ତ ମୃତଦେହ ପୋଲିସ ଉଦ୍ଧାର କରିଛି ା ମାଜିଷ୍ଟ୍ରେଟ୍‌ ଉପସ୍ଥିତିରେ ପୋଲିସ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ କରିବାକୁ ଜିଲା ମୁଖ୍ୟ ଡାକ୍ତରଖାନାକୁ ପଠାଯାଇଛି ା ଏ ନେଇ ପୋଲିସ କେସ୍‌ ନମ୍ବର ୪୨୪/୨୦୨୨ରେ ମାମଲା ରୁଜୁ କରି ତଦନ୍ତ କରୁଛି ା ସେ ହେଲେ ମଧ୍ୟପ୍ରଦେଶ ସିଦ୍ଧି ଜିଲାର ବାଲହରା ଅଞ୍ଚଳର ରାମନରେଶ ସାହୁ (୨୮)।
ସୂଚନାଯୋଗ୍ୟ, ସିଜି-୦୪ଏନ୍‌ଏଚ୍‌୪୮୦୦ ନମ୍ବର ୧୪ ଚକିଆ ଟ୍ରକ୍‌ ଲୁହାପଥର ପରିବହନ ପାଇଁ ଏନ୍‌ଏଚ୍‌ ୨୦ରେ ଯୋଡା ଖଣି ଅଞ୍ଚଳକୁ ଯାଉଥିଲା ା ରାତିରେ ଉକ୍ତ ସ୍ଥାନରେ ଟ୍ରକ୍‌ ରଖି ଡ୍ରାଇଭର ଜଣକ ଶୋଇଥିଲେ ା ଏହି ସମୟରେ କେହି ଦୁର୍ବୃତ୍ତ ତାଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି ା ତଦନ୍ତ ପରେ ହତ୍ୟାର କାରଣ ସ୍ପଷ୍ଟ ହେବ ବୋଲି ପୋଲିସ କହିଛି ା


Enter your email to get our daily news in your inbox.

All Right Reserved By Dharitri.Com

ଅଧାପନ୍ତରିଆ ମେହେରୁଣି ପୋଲ: ଆପ୍ରୋଚ୍‌ ବୁଲାଣି ରାସ୍ତା ନେଲାଣି ୨୦ ଜୀବନ

ମନମୁଣ୍ଡା, ୨୫।୭ (ଡି.ଏନ.ଏ) ବହୁ ପୁରାତନ ମେହେରୁଣି ପୋଲ ଦୁର୍ବଳ ହୋଇ ପଡିଥିବାରୁ ମନମୁଣ୍ଡାରେ ଏକ ନୂତନ ପୋଲ ନିର୍ମାଣ କାମ ଆରମ୍ଭ କରାଯାଇଛି ।...

ଖୋଲିଲା ଇଟା, ବାଲି, ସିମେଣ୍ଟ ଦୋକାନ: ସକାଳ ୬ରୁ ସନ୍ଧ୍ୟା ୬ ଯାଏ ରହିବ ଖୋଲା

ଭଦ୍ରକ ଅଫିସ,୨୯ା୪: ଭଦ୍ରକରେ ବୁଧବାରଠାରୁ ଘର ନିିର୍ମାଣ କାମ ଆରମ୍ଭ ହେବ। ରଡ୍‌, ସିମେଣ୍ଟ, ଇଟା, ବାଲି ବିକ୍ରି କରିପାରିବେ ଦୋକାନୀ। ସକାଳ ୬ରୁ ସନ୍ଧ୍ୟା...

ଦୀର୍ଘ ୯ ମାସ ପରେ ଆଜି ଖୋଲିଲା ବାବା ଧବଳେଶ୍ୱରଙ୍କ ମନ୍ଦିର

କଟକ ଅଫିସ,୧୧।୧: ଦୀର୍ଘ ୯ ମାସ ପରେ କୋଭିଡ କଟକଣା ମଧ୍ୟରେ ସୋମବାର ଖୋଲିଛି ପ୍ରଭୁ ଧବଳେଶ୍ୱରଙ୍କ ମନ୍ଦିର। ଆଜି ଶ୍ରଦ୍ଧାଳୁମାନେ ବାବାଙ୍କୁ ଦର୍ଶନ କରି...

ଯୁବକଙ୍କ ଅସ୍ବାଭାବିକ ମୃତ୍ୟୁ

ପାଟଣା,୯।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବଣମହୁଲଡିହା ଗ୍ରାମ ପାତୁ ସାହିର ରୟା ମୁଣ୍ଡା (୧୬) ନାମକ ଜଣେ ଯୁବକଙ୍କର ଶନିବାର ସକାଳୁ ମୃତ୍ୟୁ...

ଶ୍ରୀମନ୍ଦିର ରତ୍ନ ଅଳଙ୍କାର ଯାଞ୍ଚ ଦାବି

ପୁରୀ ଅଫିସ,୩୧ା୧୦: ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଖୋଲି ରତ୍ନ ଅଳଙ୍କାର ଯାଞ୍ଚ ଲାଗି ଦାବି କରିଛନ୍ତି ପୁରୀ ଜିଲା ଭାଜପା ମହିଳା ମୋର୍ଚ୍ଚା ସଭାନେତ୍ରୀ ଜ୍ୟୋତି...

ଦିନରାତି ଜଳୁଛି ଷ୍ଟ୍ରିଟ୍‌ଲାଇଟ୍‌, ବିଦ୍ୟୁତ୍‌ ବିଭାଗର ନଜର ନାହିଁ

କେନ୍ଦୁଝର,୭ା୫(ସ୍ବ.ପ୍ର.): ଅଯଥା ଲାଇଟ୍‌ ନ ଜଳାଇବା ଏବଂ ବିଦ୍ୟୁତ ସଞ୍ଚୟ ଉପରେ ଜନ ସଚେତନତା ସୃଷ୍ଟି କରାଯାଉଛି। କିନ୍ତୁ ଜିଲା ମୁଖ୍ୟାଳୟରେ ଖୋଦ୍‌ ବିଦ୍ୟୁତ୍‌ ବିଭାଗ...

ସରପଞ୍ଚ ପ୍ରାର୍ଥୀ ହେଲେ ଏମ୍‌ବିଏ ଛାତ୍ର

ଉମରକୋଟ, ୨୨।୧(ସ୍ବ.ପ୍ର.): ନବରଙ୍ଗପୁର ଜିଲାରେ ଜଣେ ଏମବିଏ ପଢୁଥିବା ଛାତ୍ର ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ସେ ହେଲେ ଉମରକୋଟ ବ୍ଲକ ରାଜପୁର ପଞ୍ଚାୟତର କ୍ରିଷ୍ଣା ପୂଜାରୀ...

ଗୋଟିଏ ରାତିରେ ୩ ଘରୁ ଚୋରି

ବଇଣ୍ଡା,୧୨।୮(ଡି.ଏନ.ଏ.)-ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ସଙ୍ଗେ ୩ଟି ଘରୁ ଟଙ୍କା, ସୁନା ଗହଣା, ରୂପା ସହ ଆସବାବପତ୍ର...

Advertisement
Archives

Model This Week