ଧର୍ମଘଟରେ ସାମିଲ ହେଲେ ବୀମା କର୍ମଚାରୀ ସଂଘ

ଝାରସୁଗୁଡ଼ା ଅଫିସ,୨୮।୩: କେନ୍ଦ୍ର ସରକାରଙ୍କ ଜନମାରଣ ନୀତି ପ୍ରତିବାଦରେ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ପକ୍ଷରୁ ଦୁଇ ଦିନିଆ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହି ପ୍ରରିପ୍ରେକ୍ଷୀରେ ଝାରସୁଗୁଡା ବେହେରାମାଳସ୍ଥିତ ଏଲ୍‌ଆଇସି କାର୍ଯ୍ୟାଳୟରେ ସୋମବାର ବୀମା କର୍ମଚାରୀ ସଂଘ ଧରଣା ଦେଇଛନ୍ତି। ବୀମା ଓ ବ୍ୟାଙ୍କ କ୍ଷେତ୍ରରେ ଘରୋଇକରଣକୁ ବିରୋଧ, ବୀମାରେ ଆଇପିଓ ଆଣିବାକୁ ବିରୋଧ, ବେଲଗାମ ଦରଦାମ ବୃଦ୍ଧି, ବେକାରୀ ସମସ୍ୟା ସହିିତ ଅନ୍ୟାନ୍ୟ ୮ଟି ଦାବିି ନେଇ ସର୍ବ ଭାରତୀୟସ୍ତରରେ ୧୦୨ଟି ଫେଡରେଶନ ଓ ଆସୋସିଏଶନ ଦାବିକୁ ସମର୍ଥନ ଜଣାଇଛନ୍ତି। ଅରୁନ ଚଇନିି, ବେଦବ୍ୟାସ ଭୋଇ, ରତ୍ନାକର ପ୍ରଧାନ, ନବୀନ ସିହ୍ନା ପ୍ରମୁଖ ଏହି ଆନ୍ଦୋଳନରେ ସାମିଲଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ଦେଉଛି ଦାନା

ଜାମଟିକ୍ରା,୨୨।୩: ନାଁ ତାଙ୍କର ପରମାନନ୍ଦ ନାୟକ । ବୟସ ପାଖାପାଖି ୬୦ ହେବ। ସେ ବଲାଙ୍ଗୀର ଜିଲା ଟିଟିଲାଗଡ ଘୁଡାର ଗାଁର ମୂଳବାସିନ୍ଦା। ପରମାନନ୍ଦ ଅତାବିରା...

୮ ଦିନରେ ୩୭୧୩୨୨ ଲୋକଙ୍କ ସ୍ବାସ୍ଥ୍ୟ ଯାଞ୍ଚ

ବ୍ରହ୍ମପୁର ଅଫିସ,୫ା୭- ବ୍ରହ୍ମପୁରରେ କରୋନା ସ୍ଥିତି ସଙ୍ଗିନ ହେଉଛି। ଏହାକୁ ପ୍ରତିହତ କରିବାକୁ ନେଇ ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଆରମ୍ଭ ହୋଇଥିବା ମିଶନ ଜିରୋ...

ଗୁପ୍ତ ଟେଣ୍ଡରରେ ଲକ୍ଷାଧିକ ଟଙ୍କା ଲୁଟ୍‌

ଚଣ୍ଡିଖୋଲ,୩୧ା୩(ଡି.ଏନ.ଏ.): ପୂର୍ତ୍ତ ବିଭାଗ ଅଧୀନରେ ହେଉଥିବା କାର୍ଯ୍ୟରେ ଅନିୟମିତତାର ସୀମା ଟପି ଗଲାଣି। ଏଭଳି ସ୍ଥିତି ବଡଚଣା ସବ୍‌ଡିଭିଜନରେ ଚର୍ଚ୍ଚାର ବିଷୟ ହୋଇଛି। ଚାରାଟିଆ ପୂର୍ତ୍ତ...

ଦରମା ନ ଦେଇ ଛଟେଇ

ଅନୁଗୋଳ ଅଫିସ,୧୭ା୫ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟ କରୁଥିବା ହେଲ୍ପଡେସ୍କ ମ୍ୟାନେଜର ଓ ଭଲ୍ୟୁଣ୍ଟରମାନଙ୍କୁ ଚାକିରିରୁ ଛଟେଇ କରାଯାଇଛି। ଏପରି କି ୭ମାସ...

ରେଙ୍ଗାଲି କେନାଲ ନିର୍ମାଣ ପାଇଁ ଘର ଉଚ୍ଛେଦ

କାଳିଆପାଣି,୨୭ା୪(ଡି.ଏନ.ଏ.): ରେଙ୍ଗାଲି କେନାଲ ନିର୍ମାଣରେ ସମସ୍ୟା ଉପୁଯାଉଥିବା ଜଣେ ବ୍ୟକ୍ତିଙ୍କ ଘରକୁ ଜିଲା ପ୍ରଶାସନ ବୁଲଡୋଜର ଲଗାଇ ବୁଧବାର ଭାଙ୍ଗିଦେଇଛି। କାଳିଆପାଣି ଥାନା ଅଧିକାରୀ ସୁଶାନ୍ତ...

ଭୋଟ ବର୍ଜନ କରିବେ ନଦୀ କୂଳିଆ ଗ୍ରାମବାସୀ

ପାପଡ଼ାହାଣ୍ଡି,୨୦ା୧୦(ଡି.ଏନ୍‌.ଏ.): ପ୍ରତ୍ୟେକ ବର୍ଷ ନିର୍ବାଚନ ଆସିଲେ ନଦୀରେ ପୋଲଟିଏ ହେବା ଲାଗି ଗ୍ରାମବାସୀଙ୍କୁ ପ୍ରତିଶ୍ରୁତି ମିଳେ। ନିର୍ବାଚନ ସରିଗଲେ ଗାଁରେ ଆଉ କାହାର ପାଦ ପଡ଼େନାହିଁ।...

ଛେଳି ଗିଳିବାକୁ ଆସି ଜାଲରେ ଫସିଲା ଅଜଗର

ଉଦଳା,୧୨ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଉଦଳା ବନାଞ୍ଚଳ ଅଧୀନ ଚନ୍ଦ୍ରପୁର ଗ୍ରାମରୁ ଶୁକ୍ରବାର ଏକ ସାଢେ ୮ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର ହୋଇଛି। ଗ୍ରାମରେ ଥିବା...

ଆନ୍ତର୍ଜାତିକ ମହିଳା ଦିବସ ଆଜି: ସୁପର ମଡେଲ ଆଶାରେ ସ୍ବୀକୃତି

ଖଇରା, ୮।୩(ଉତ୍କଳବନ୍ଧୁ ପଣ୍ଡା)-ବାଲେଶ୍ୱର ଜିଲା ଖଇରା ଅଞ୍ଚଳର ଗଁ। ମାଟିର ଝିଅ ସ୍ବୀକୃତି ମଡେଲିଂ ଦୁନିଆର ଆକର୍ଷଣରେ ଏବେ ବାନ୍ଧି ହୋଇପଡିଛନ୍ତି। ର଼୍ୟାମ୍ପ ଓ୍ବାକ ଓ...

Advertisement
Archives

Model This Week