ଯାଞ୍ଚ କଡ଼ାକଡ଼ି: ଅମାନିଆ ଗଣିଲେ ତଣ୍ଡ

ପଦ୍ମପୁର,୧୩।୫(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଆଦର୍ଶ ଥାନା ପୋଲିସ ପକ୍ଷରୁ ପଦ୍ମପୁର ଭେଉରିଆ ଛକଠାରେ ଯାଞ୍ଚକୁ କଡ଼ାକଡ଼ି କରାଯାଇଛି। କୋଭିଡ୍‌ ନିୟମ ଉଲ୍ଲଂଘନ କରିଥିବା ଅମାନିଆଙ୍କଠାରୁ ୧୧ହଜାର ୯୦୦ ଟଙ୍କା ଆଦାୟ କରାଯିବା ସହିତ ଅନେକ ଅମାନିଆଙ୍କ ବାଇକ୍‌ ଥାନାରେ ରଖାଯାଇଛି। ସହରରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ସରକାର ନାଇଟ୍‌ କର୍ଫ୍ୟୁ ଲାଗୁ କରିଛନ୍ତି। ଏହା ସତ୍ତ୍ୱେ କିଛି ଅମାନିଆ ନିୟମ ଭଙ୍ଗ କରି ଏଣେତେଣେ ବୁଲୁଛନ୍ତି। ତେଣୁ ବରଗଡ଼ ଜିଲା ଆରକ୍ଷୀ ଅଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ଉପଜିଲାପାଳ ତ୍ରିଲୋଚନ ପାତ୍ରଙ୍କ ଉପସ୍ଥିତିରେ ଏସ୍‌ଆଇ ପ୍ରତିମା ଡୁଙ୍ଗଡୁଙ୍ଗ,ଏଏସ୍‌ଆଇ ଏନ୍‌ ଠାକୁର ଜରିମାନା ଆଦାୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri