ଚେନ୍ନାଇରେ ମାନୁଫାକ୍‌ଚରିଂ ହେଲା ଆଇଫୋନ

ନୂଆଦିଲ୍ଲୀ,୨୪।୭: ଭାରତ ସରକାରଙ୍କ ଆତ୍ମନିର୍ଭର ଭାରତ କାର୍ଯ୍ୟକ୍ରମ ମାଧ୍ୟମରେ ଆମେରିକାର ପ୍ରମୁଖ ମୋବାଇଲ କମ୍ପାନୀ ଆପଲ ଏହାର ଆଇଫୋନ-୧୧ ମଡେଲର ଉପତ୍ାଦନ ଭାରତରେ ଆରମ୍ଭ କରିଛି। ଏଥି ଲାଗି କମ୍ପାନୀ ଚେନ୍ନାଇ ସହରର ଫକ୍ସକନ ପ୍ଲାଣ୍ଟକୁ ଚୟନ କରିଥିବା ଜଣାପଡିଛି। କମ୍ପାନୀର ଏହି କାରଖାନାରୁ ଆଇଫୋନ ପାଇଁ ଆବଶ୍ୟକ ପ୍ରମୁଖ ସରଞ୍ଜାମ (ଡିଭାଇସ) ଉପତ୍ାଦନ ସହ ଏକ ସ୍ବପ୍ନର କାରଖାନା ଭାରତ ବର୍ଷରେ ନିର୍ମାଣ କରିବା ପାଇଁ ଯୋଜନା ରଖିଛି। କେନ୍ଦ୍ର ବାଣିଜ୍ୟ ମନ୍ତ୍ରୀ ପୀୟୁଷ ଗୋଏଲ ଶୁକ୍ରବାର ଟୁଇଟ ଯୋଗେ ଏ ସମ୍ପର୍କରେ ଘୋଷଣା ମଧ୍ୟ କରିଛନ୍ତି। ସେ ଆହୁରି କହିଛନ୍ତି ଯେ,ଏହା ଫଳରେ ଭାରତର ଆଭିମୁଖ୍ୟ ସଫଳ ହେବା ସହ ଆପଲ ପ୍ରଡକ୍ଟର ଚାହିଦା ଭାରତ ବଜାରରେ ବୃଦ୍ଧି ପାଇବ। ସେହିଭଳି କମ୍ପାନୀ ମଧ୍ୟ ଭାରତରେ ପ୍ରଥମ ଥର ପାଇଁ ଆଇଫୋନ-୧୧ର ଉପତ୍ାଦନ କରିଛି। କମ୍ପାନୀ ପୂର୍ବରୁ ଭାରତରେ ତାର ମଡେଲ ଓ କାରବାର ବିଭିନ୍ନ ସହରରେ କରୁଛି। ଫକ୍ସକନ ଏକ ତାଇଓ୍ବାନ ଭିତ୍ତିକ କମ୍ପାନୀ ହୋଇଥିବା ଏହା ଆପଲର ପ୍ରଡକ୍ଟ ଯୋଗାଣରେ ସହାୟତା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ! ୧ ଜୁଲାଇରୁ ବଦଳିଯିବ ଏହି ସବୁ ନିୟମ; ମହଙ୍ଗା ପଡ଼ିବ ନା ଆଶ୍ୱସ୍ତି ମିଳିବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୬: ପ୍ରତି ମାସର ପହିଲା ତାରିଖ ନିଜ ସହିତ କିଛି ନୂଆ ନିୟମ ନେଇ ଆସିଥାଏ। ଜୁନ ମାସ ଏବେ ଶେଷ ହେବାକୁ ଯାଉଛି ଏବଂ ଜୁଲାଇ…

ବିନା ବ୍ୟାଙ୍କ ଆକାଉଣ୍ଟରେ UPI ପେମେଣ୍ଟ କରିପାରିବେ ପିଲା, ୧୫ହଜାର ଟଙ୍କା ଯାଏ…

ନୂଆଦିଲ୍ଲୀ,୨୬।୬: ଦେଶରେ ଡିଜିଟାଲ ପେମେଣ୍ଟର ସୁବିଧା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ପିଲାମାନେ ବଡ଼ ହେବା ସହିତ ସେମାନଙ୍କର ଖର୍ଚ୍ଚ ମଧ୍ୟ ବଢ଼ିଥାଏ ଏବଂ ସେମାନଙ୍କୁ ପକେଟ…

LPG ଯୋଗାଣ ଉପରେ ଥିବା ସମସ୍ତ କଟକଣା ହଟିଲା, କମର୍ସିଆଲ ଗ୍ରାହକଙ୍କ ପାଇଁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୫।୬: କେନ୍ଦ୍ର ସରକାର ଶିଳ୍ପ ଏବଂ ବାଣିଜ୍ୟିକ ଏଲପିଜି ଗ୍ରାହକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ଘୋଷଣା କରିଛନ୍ତି। ସରକାର ଅଣ-ଘରୋଇ ପ୍ୟାକ ହୋଇଥିବା ଏଲପିଜି ଯୋଗାଣ ଉପରେ…

Oil-LPG Crisis: ତୈଳ ପରିବହନ ଖର୍ଚ୍ଚ ନଅ ଗୁଣ ବୃଦ୍ଧି ପାଇଛି; ଦେଶ ଏକ ନୂତନ ସଙ୍କଟର ସମ୍ମୁଖୀନ ହେଉଛି

ନୂଆଦିଲ୍ଲୀ,୨୫।୬: ଉପସାଗରୀୟ ଅଞ୍ଚଳରେ ଉତ୍ତେଜନା ହ୍ରାସ କରିବାର ରିପୋର୍ଟ ମଧ୍ୟରେ, ଏକ ନୂତନ ସମସ୍ୟା ଦେଖାଦେଇଛି। ଯୁଦ୍ଧବିରତି ପରେ ହର୍ମୁଜ ପ୍ରଣାଳୀ ଦେଇ ଜାହାଜଗୁଡ଼ିକର ଗତି ଦ୍ରୁତ…

Post Office Vs Bank FD: କେଉଁଟିରେ ମିଳୁଛି ଅଧିକ ସୁଧ? ଟଙ୍କା ଲଗାଇବା ପୂର୍ବରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୫।୬: ବିଗତ ଦୁଇ ବର୍ଷ ହେବ ମ୍ୟୁଚୁଆଲ ଫଣ୍ଡ SIP ନିବେଶକମାନଙ୍କୁ ଆଶାନୁରୂପ ରିଟର୍ଣ୍ଣ ଦେଇପାରି ନାହିଁ। ଶେୟାର ବଜାରର କ୍ରମାଗତ ଅସ୍ଥିରତା ଯୋଗୁ ନିବେଶକମାନେ ଏବେ…

ଗ୍ରାହକଙ୍କ ପାଇଁ ଖୁସି ଖବର!ହଜାର ହଜାର ଟଙ୍କା ଶସ୍ତା ହେଲା ସୁନା, କିଣିବା ପୂର୍ବରୁ ଜାଣନ୍ତୁ ରେଟ୍

ନୂଆଦିଲ୍ଲୀ,୨୫।୬: ଗୁରୁବାର ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଏବଂ ରୁପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି। ସୁନା ମୂଲ୍ୟ ପ୍ରାୟ ୧,୪୫୦–୧,୯୦୦…

ରାସନ କାର୍ଡଧାରୀଙ୍କ ପାଇଁ ଖୁସି ଖବର; ଏଣିକି ଲମ୍ୱା ଲାଇନରୁ ମିଳିବ ମୁକ୍ତି, ଏଟିଏମ କାର୍ଡରେ ମିଳିବ……

ନୂଆଦିଲ୍‌ଲୀ,୨୩।୬: ସମଗ୍ର ଦେଶରେ ରାସନ ବ୍ୟବସ୍ଥାର ସୁପରିଚାଳନା ପାଇଁ ସରକାର ବହୁ ପଦକ୍ଷେପ ଗ୍ରହଣ କରୁଛନ୍ତି । ତେବେ ନିକଟରେ ସରକାର କିଛି ଏମିତି ସୁବିଧା ଲାଗୁ…

ଶେୟାର ମାର୍କେଟ୍‌ କ୍ରାଶ୍‌: ୫ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ନୂଆଦିଲ୍ଲୀ,୨୩।୬: ଦକ୍ଷିଣ କୋରିଆ ବଜାରରେ ତୀବ୍ର ହ୍ରାସର ପ୍ରଭାବ ଭାରତୀୟ ଷ୍ଟକ ବଜାରରେ ପଡ଼ିଛି। BSE ସେନସେକ୍ସ ପ୍ରାୟ ୬୦୦-୭୦୦ ପଏଣ୍ଟ ହ୍ରାସ ପାଇଛି। NSE ନିଫ୍ଟି …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri