Posted inଖେଳ

ଇଂଲଣ୍ଡ ବିପକ୍ଷ ପ୍ରଥମ ଦିନିକିଆ ପାଇଁ ଆୟର୍ଲାଣ୍ଡ ଦଳ

ସାଉଥାମ୍ପଟନ, ୨୯ା୭ (ପି.ଟି.)- ଗୁରୁବାର ଏଜାସ ବାଓଲଠାରେ ଆୟର୍ଲାଣ୍ଡ-ଇଂଲଣ୍ଡ ୩ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ ସିରିଜ ଆରମ୍ଭ ହେବ। ଓପନିଂ ମ୍ୟାଚ ପାଇଁ ଆୟର୍ଲାଣ୍ଡ ୧୪ ଜଣିଆ ଦଳ ଘୋଷଣା କରିଛି। ଅଲରାଉଣ୍ଡର କର୍ଟିସ କାମ୍ଫରଙ୍କୁ ଦଳରେ ସାମିଲ କରାଯାଇଛି। ଚୁଡ଼ାନ୍ତ ଦଳରେ ସ୍ଥାନ ପାଇଲେ ଏହା ତାଙ୍କର ପ୍ରଥମ ଅନ୍ତର୍ଜାତୀୟ ପଦାର୍ପଣ ହେବ। ଆଣ୍ଡ୍ର୍ୟୁ ବାଲ୍‌ବିର୍ନେ ଦଳର ଅଧିନାୟକତ୍ୱ କରିବେ। ପଲ୍‌ ଷ୍ଟର୍ଲିଂ ତାଙ୍କ ଡେପୁଟି ଭାବେ କାର୍ଯ୍ୟକରିବେ। ୨୧ବର୍ଷୀୟ କାମ୍ଫର ହେଉଛନ୍ତି ଜଣେ ଦକ୍ଷିଣ ଆଫ୍ରିକା ଜନ୍ମିତ କ୍ରିକେଟର। କୋଭିଡ୍‌-୧୯ ପୂର୍ବରୁ ଫେବୃୟାରୀରେ ନାମ୍ବିଆ ବିପକ୍ଷ ଏକ ଟି୨୦ ସିରିଜରେ ସେ ଆୟର୍ଲାଣ୍ଡ ତରଫରୁ ଖେଳି ଦୁଇଟି ଅର୍ଦ୍ଧଶତକ ହାସଲ କରିଥିଲେ। ଆୟର୍ଲାଣ୍ଡ ତରଫରୁ ୨୦ ଅନ୍ତର୍ଜାତୀୟ ଟି୨୦ ଖେଳିଥିବା ମିଡଲ ଅର୍ଡର ବ୍ୟାଟ୍ସମ୍ୟାନ ହ୍ୟାରି ଟେକ୍ଟର ଅନ୍ତର୍ଜାତୀୟ ଦିନିକିଆ ପଦାର୍ପଣ କରିବା ଲାଗି ଆଶା ବାନ୍ଧିଛନ୍ତି।
ପ୍ରଥମ ଦିନିକିଆ ପାଇଁ ଆୟର୍ଲାଣ୍ଡ ଦଳ: ଆଣ୍ଡ୍ର୍ୟୁ ବାଲ୍‌ବିର୍ନେ (ଅଧିନାୟକ), କର୍ଟିସ କାମ୍ଫର, ଗ୍ୟାରେଥ ଡିଲାନି, ଜୋଶ ଲିଟଲ, ଆଣ୍ଡ୍ର୍ୟୁ ମ୍ୟାକ୍‌ବିର୍ନେ ବ୍ୟାରି ମ୍ୟାକାର୍ଥତ୍, କେଭିନ୍‌ ଓ’ବ୍ରିଏନ୍‌, ଓ୍ବିଲିୟମ ପୋଟରଫିଲ୍ଡ, ବଏଡ୍‌ ରାଙ୍କିନ୍‌, ସିମି ସିଂ, ପଲ୍‌ ଷ୍ଟିର୍ଲିଂ, ହ୍ୟାରି ଟେକ୍ଟର, ଲୋରକାନ ଟକର, କ୍ରେଗ୍‌ ୟଙ୍ଗ।
ରିଜର୍ଭ ଖେଳାଳି: ମାର୍କ ଆଡେର, ପିଟର ଚେଜ୍‌, ଜର୍ଜ ଡକ୍ରେଲ୍‌, ଜେ.ଜେ. ଗ୍ୟାରେଥ୍‌ ଟାଇରନ କେନ୍‌, ଜେମ୍ସ ମ୍ୟାକୋଲମ୍‌, ଷ୍ଟୁଆର୍ଟ ଥମ୍ପସନ, ଗ୍ୟାରି ଓ୍ବିଲସନ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

ଫିଫା ବିଶ୍ୱକପ୍‌ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…

ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri