ଆଇଟି ରିଟର୍ନ ଫାଇଲିଂ ସୀମା ନଭେମ୍ବର ୩୦ ଯାଏ ବୃଦ୍ଧି

ନୂଆଦିଲ୍ଲୀ,୫।୭:  ୨୦୧୯-୨୦ ଲାଗି ଆୟକର ରିଟର୍ନ (ଆଇଟିଆର୍‌) ଫାଇଲିଂ କରିବାର ଶେଷ ତାରିଖ ଚଳିତ ବର୍ଷ ନଭେମ୍ବର ୩୦ ଯାଏ ବୃଦ୍ଧି କରାଯାଇଛି। ବର୍ତ୍ତମାନ ବଜାରର ସ୍ଥିତି ଠିକ୍‌ ନ ଥିବାରୁ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ଏହାଦ୍ୱାରା ଟିକସଦାତା ଠିକ୍‌ ଭାବେ ଯୋଜନା କରିବାକୁ ସକ୍ଷମ ହେବେ ବୋଲି ଆୟକର ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତ ମାସରେ ସରକାର ଆଧାରକୁ ପାନ୍‌ ସହ ସଂଯୋଗ କରାଇବାର ଅବଧିକୁ ଆସନ୍ତା ବର୍ଷ ମାର୍ଚ୍ଚ ଶେଷ ଯାଏ ବଢ଼ାଇଛନ୍ତି। କ୍ଷୁଦ୍ର ଟିକସଦାତାଙ୍କୁ ଆଶ୍ୱସ୍ତି ଦେବା ଲାଗି ସରକାର ପଦକ୍ଷେପ ମଧ୍ୟ ଗ୍ରହଣ କରିଛନ୍ତି। ସେଲ୍ପ ଆସେସ୍‌ମେଣ୍ଟ ଟାକ୍ସ ସହ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଟିକସ ଦେୟର ପେମେଣ୍ଟକୁ ମଧ୍ୟ ନଭେମ୍ବର ଶେଷ ଯାଏ ବଢ଼ାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯଶ୍‌ପ୍ରୀତ୍‌ ବୁମ୍‌ରା ପରଫର୍‌ମ୍ୟାକ୍ସ ଆକ୍ଟିଭ୍‌ଓୟାରର ବ୍ରାଣ୍ଡ୍‌ ଆମ୍ବାସାଡର

ମୁମ୍ବାଇ,୬।୯: ରିଲାଏନ୍ସ ରିଟେଲ୍‌ର ଫ୍ୟାଶନ ଓ ଲାଇଫ୍‌ଷ୍ଟାଇଲ୍‌ ପୋର୍ଟଫୋଲିଓର ସ୍ପୋର୍ଟସ୍‌ ବ୍ରାଣ୍ଡ୍‌ ପରଫର୍‌ମ୍ୟାକ୍ସ ଆକ୍ଟିଭ୍‌ଓୟାର ପକ୍ଷରୁ ଭାରତୀୟ କ୍ରିକେଟର ଯଶ୍‌ପ୍ରୀତ୍‌ ବୁମ୍‌ରାଙ୍କୁ ବ୍ରାଣ୍ଡ୍‌ ଆମ୍ବାସାଡର ଭାବେ...

ଆମେରିକା ଭାରତର ଶୀର୍ଷ ବାଣିଜ୍ୟ ଅଂଶୀଦାର

ନୂଆଦିଲ୍ଲୀ, ୨୪-୨: ଚାଇନାକୁ ଟପି ଆମେରିକା ଭାରତର ଶୀର୍ଷ ବାଣିଜ୍ୟ ଅଂଶୀଦାର ହୋଇ ପାରିଛି। ଏହା ଦ୍ୱାରା ଦୁଇ ଦେଶ ମଧ୍ୟରେ ବୃହତ୍‌ ଅର୍ଥନୈତିକ ସମ୍ପର୍କ...

ଜିଡିପି ଆକଳନ କମାଇଲା ମୁଡିଜ୍‌

ନୂଆଦିଲ୍ଲୀ,୧୨ା୧୧: ସାରା ବିଶ୍ୱ ସମେତ ଭାରତ ମଧ୍ୟ ମାନ୍ଦାବସ୍ଥା ସାଙ୍ଗକୁ ଅନ୍ତଃରାଷ୍ଟ୍ରୀୟ ସମସ୍ୟାର ସମ୍ମୁଖୀନ ହେଉଛି। ଏପରିକି ଗତ କିଛି ମାସ ହେବ ଭାରତର ଭୌଗୋଳିକ...

ଆଦାନୀ ଧନୀ ଏନ୍‌ଆର୍‌ଆଇ

ନୂଆଦିଲ୍ଲୀ,୨୪ା୯: ବିଶ୍ୱର ତୃତୀୟ ସର୍ବାଧିକ ଧନୀ ଶିଳ୍ପପତି ଗୌତମ ଆଦାନୀଙ୍କ ବଡ଼ଭାଇ ବିନୋଦ ଶାନ୍ତିଲାଲ୍‌ ଆଦାନୀ ସବୁଠୁ ଧନୀ ପ୍ରବାସୀ ଭାରତୀୟ (ଏନ୍‌ଆର୍‌ଆଇ) ପରିଚୟ ହାସଲ...

ଶିଳ୍ପ ଜଗତର ଆଶା;୨୦୨୦ରେ ଅର୍ଥ ବ୍ୟବସ୍ଥାରେ ଆସିପାରେ ସୁଧାର

ନୂଆଦିଲ୍ଲୀ,୩୦-୧୨: ୨୦୨୦ରେ ଦେଶର ଅର୍ଥ ବ୍ୟବସ୍ଥାରେ ସୁଧାର ଆସିପାରେ। ସରକାର ଏବଂ ରିଜର୍ଭ ବ୍ୟାଙ୍କ ଗ୍ରହଣ କରିଥିବା ପଦକ୍ଷେପ ସହ ବିଶ୍ୱ ସ୍ତରର ବାଣିଜ୍ୟ ସମସ୍ୟା...

ଭାରତରେ ପୁଣିଥରେ ଡାଉନଲୋଡ୍‌ କରିହେବ ଭିଏଲ୍‌ସି ମିଡିଆ ପ୍ଲେୟାର

ନୂଆଦିଲ୍ଲୀ,୧୪।୧୧: ନିକଟରେ ମଲ୍ଟିମିଡିଆ ପ୍ଲେୟାର ଭିଏଲ୍‌ସି ଉପରେ ଭାରତ ସରକାର ପ୍ରତିବନ୍ଧ ଲଗାଇଥିଲେ। ଏବେ ଏହି ଆଦେଶ ହଟିଛି। ଫଳରେ ବ୍ୟବହାରକାରୀମାନେ ଭାରତରେ ଏହାକୁ ଡାଉନଲୋଡ...

ଏଫ୍‌ପିଆଇଙ୍କ ପୁଞ୍ଜି ପ୍ରତ୍ୟାହାର ଧାରା ଜାରି

ନୂଆଦିଲ୍ଲୀ,୧୫-୭: ଜୁଲାଇରେ ବିଦେଶୀ ନିବେଶକମାନେ ପୁଞ୍ଜି ପ୍ରତ୍ୟାହାର ଧାରା ଜାରି ରଖିଥିବା ବେଳେ ବର୍ତ୍ତମାନ ସୁଦ୍ଧା ୪୯୫୩ କୋଟି ଟଙ୍କା ଉଠାଇ ନେଇଛନ୍ତି। ଚଳିତ ମାସ...

ଗାଁରେ ଉଦ୍ୟୋଗ ବସାଇବେ ବଡ଼ କମ୍ପାନୀ

ନୂଆଦିଲ୍ଲୀ,୫।୬: ବର୍ତ୍ତମାନ ସାଧାରଣରେ ବିଶ୍ୱାସ ରହିଛି ଯେ ବଡ଼ କମ୍ପାନୀରେ କାମ କରିବା ଲାଗି କେବଳ ବଡ଼ ବଡ଼ ସହରକୁ ଯିବାକୁ ପଡିବ। ଆଗକୁ ଗାଁରେ...

Advertisement
Archives

Model This Week