୨୩ରୁ ଖୋଲିବ, ୩ରୁ ସମସ୍ତଙ୍କୁ ଦର୍ଶନ ଅନୁମତି

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ଶେଷ ହେଲା ଭକ୍ତଙ୍କ ଅପେକ୍ଷା। ଆସନ୍ତା ୨୩ ତାରିଖରୁ ଖୋଲିବ ଶ୍ରୀମନ୍ଦିର। ଏହାଛଡ଼ା ପୁରୀରେ ଥିବା ସମସ୍ତ ଧର୍ମାନୁଷ୍ଠାନ ମଧ୍ୟ ଏହି ତାରିଖ ପରଠାରୁ ଖୋଲିବ। ଏନେଇ ଜିଲାପାଳ ବଲଓ୍ବନ୍ତ ସିଂହ ଶୁକ୍ରବାର ସୂଚନା ଦେଇଛନ୍ତି। ଶ୍ରୀମନ୍ଦିର ଖୋଲିବାର ପ୍ରଥମ ଦୁଇ ଦିନ ସେବାୟତଙ୍କ ପରିବାରକୁ ଦର୍ଶନ ସୁଯୋଗ ମିଳିବ। ଏହା ପର ଦୁଇଦିନ ପୁରୀବାସୀଙ୍କୁ ଦର୍ଶନ ଅନୁମତି ମିଳିବ। ସକାଳୁ ସନ୍ଧ୍ୟା ଯାଏ ବିଭିନ୍ନ ଓ୍ବାର୍ଡବାସୀଙ୍କୁ ପର୍ଯ୍ୟାୟକ୍ରମେ ଅନୁମତି ଦିଆଯିବ। ଏଥିପାଇଁ ସମୟ ଆବଣ୍ଟନ କରାଯିବ। ଦର୍ଶନ ପାଇଁ ଆସୁଥିବା ସହରବାସୀ ଆଧାର, ଭୋଟର କାର୍ଡ ଆଣିବେ। ୩ ତାରିଖ ପରେ ସମସ୍ତ ଦର୍ଶନାର୍ଥୀଙ୍କୁ ଦର୍ଶନ ସୁବିଧା ମିଳିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଏଏ, ଏନ୍‌ଆର୍‌ସି, ଏନ୍‌ପିଆର ବିରୋଧରେ ସଚେତନ କରାଇବ ସିପିଏମ୍‌

ଭୁବନେଶ୍ୱର,୨।୨(ବ୍ୟୁରୋ): ସାରା ଦେଶରେ ଜାତୀୟ ଜନସଂଖ୍ୟା ପଞ୍ଜିକା(ଏନ୍‌ପିଆର) ଆଧାରରେ ଜାତୀୟ ନାଗରିକ ପଞ୍ଜିକା(ଏନ୍‌ଆରସି) ପ୍ରସ୍ତୁତ କରାଯିବ। ଏହା ଦେଶକୁ ଧର୍ମଭିତ୍ତିରେ ପୁନର୍ବାର ଭାଗ କରିବା ପାଇଁ...

ଶିଶୁଙ୍କଠାରେ ଦୀର୍ଘମିଆଦୀ କୋଭିଡ୍‌ କମ୍‌ ଦେଖାଯାଏ

ଭୁବନେଶ୍ୱର,୧୭ା୬(ବ୍ୟୁରୋ): କୋଭିଡ୍‌ରୁ ସୁସ୍ଥ ହେବା ପରେ ବି ଆକ୍ରାନ୍ତଙ୍କ ଶରୀରରେ ଅନେକ ଲକ୍ଷଣ ଦେଖାଯାଉଛି। ଅତିଶୀଘ୍ର ଅବଶ ହୋଇପଡ଼ିବା, ରାତିରେ ନିଦ ନ ହେବା, ଭୋକ...

ବେଆଇନ ପଥର ଖଣି ଖନନକୁ ନେଇ ଏନ୍‌ଜିଟି କ୍ଷୁବ୍ଧ

ଭୁବନେଶ୍ୱର,୧୯। ୧୦(ବ୍ୟୁରୋ): ଖୋର୍ଦ୍ଧା ଜିଲାରେ ବେଆଇନ ପଥର ଖନନକୁ ନେଇ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି) କ୍ଷୋଭ ପ୍ରକାଶ କରିଛନ୍ତି। ଜିଲାରେ ବେଆଇନ ଖଣି ଦ୍ୱାରା କେତେ...

୩୧ ପର୍ଯ୍ୟନ୍ତ ବନ୍ଦ ରହିଲା ଡିଏଲ୍‌, ଏଲ୍‌ଏଲ୍‌ ଟେଷ୍ଟ

ଭୁବନେଶ୍ୱର, ୧୮।୩(ବ୍ୟୁରୋ): ଆର୍‌ଟିଓ କାର୍ଯ୍ୟାଳୟରେ ବୁଧବାରଠାରୁ ଡିଏଲ୍‌ ଏବଂ ଏଲ୍‌ଏଲ୍‌ ଟେଷ୍ଟ ବନ୍ଦ ରହିବ। ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଏହାକୁ ବନ୍ଦ ରଖିବା ପାଇଁ...

ରାଜ୍ୟ ବାହାରର ୮ ଶ୍ରମିକଙ୍କୁ କରୋନା

ଭୁବନେଶ୍ୱର, ୨୩।୬(ବ୍ୟୁରୋ): କଟକଣା କୋହଳ ହେବା ପଠାରୁ ରାଜଧାନୀ ଭୁବନେଶ୍ୱରକୁ ବାହାର ରାଜ୍ୟରୁ ଦଳଦଳ ହୋଇ ଶ୍ରମିକ ଆସୁଛନ୍ତି। ସବୁ ନିୟମକୁ ଜଳାଞ୍ଜଳି ଦେଇ ଅମାନିଆ...

ଭାରତରେ ୨୦୨୧ ପଞ୍ଚମ ଉତ୍ତପ୍ତ ବର୍ଷ

ଭୁବନେଶ୍ୱର,୨୦ା୧(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନ ବେଳକୁ ବେଳ ମହାବିପଦର ସଙ୍କେତ ଦେଲାଣି। ଜଙ୍ଗଲ ପୋଡ଼ିଠାରୁ ଆରମ୍ଭ କରି ଶିଳ୍ପ, ଜନବସତି, ଦ୍ରୁତ ସହରୀକରଣ ଓ ବିଭିନ୍ନ ପ୍ରକଳ୍ପ...

ଆଜି ରାଜ୍ୟରେ ୧୦୦ ତଳେ କରୋନା, ଜାଣନ୍ତୁ କେଉଁ ଜିଲାରେ କେତେ କମିଲା

ଭୁବନେଶ୍ୱର,୧।୨(ବ୍ୟୁରୋ): ସୋମବାର ୧୦୦ ତଳେ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ଆଜି ୭୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌...

ଯୁବତୀଙ୍କଠାରେ ସଫଳ କିଡ୍‌ନୀ ପ୍ରତିରୋପଣ

ଭୁବନେଶ୍ୱର, ୧୨।୪(ବ୍ୟୁରୋ):ଅସୁସ୍ଥ ଝିଅକୁ କିଡ୍‌ନୀ ପ୍ରଦାନ କରି ପୁନର୍ଜନ୍ମ ଦେଲା ମା’। ସମ୍‌ ଅଲ୍ଟିମେଟ୍‌ ମେଡିକେୟାରରେ ସଫଳ ଅସ୍ତ୍ରୋପଚାର ପରେ ବର୍ତ୍ତମାନ ଯୁବତୀ ଜଣକ ସୁସ୍ଥ...

Advertisement
Archives

Model This Week