ହଟିବ ବ୍ରହ୍ମାଣ୍ଡ ସୃଷ୍ଟିର ରହସ୍ୟ

ଓ୍ବାଶିଂଟନ,୨୫ା୧୨:ବ୍ରହ୍ମାଣ୍ଡ ସୃଷ୍ଟିର ରହସ୍ୟ ଉପରୁ ପରଦା ହଟାଇବା ପାଇଁ ବୈଜ୍ଞାନିକମାନେ ଆଉ ଏକ ଐତିହାସିକ ପଦକ୍ଷେପ ନେଇଛନ୍ତି। ବିଶ୍ୱର ସବୁଠୁ ଶକ୍ତିଶାଳୀ ଏବଂ ବୃହତ୍ତମ ସ୍ପେସ୍‌ ଟେଲିସ୍କୋପ୍‌ ଜେମ୍ସ ଓ୍ବେବ୍‌କୁ ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସା ଶନିବାର ଭାରତୀୟ ସମୟ ସନ୍ଧ୍ୟା ପ୍ରାୟ ୫ଟା ୫୦ରେ ୟୁରୋପୀୟ ଆରିଏନ୍‌-୫ ରକେଟ ମାଧ୍ୟମରେ ପ୍ରେରଣ କରିଛି। ଫ୍ରେଞ୍ଚ ଗୁଇନାର ଲଞ୍ଚ୍‌ ବେସରୁ ଏହି ଟେଲିସ୍କୋପ୍‌ର ଉତ୍‌କ୍ଷେପଣ କରାଯାଇଛି। ନାସା, ୟୁରୋପୀୟ ସ୍ପେସ୍‌ ଏଜେନ୍ସି ଏବଂ କାନାଡା ସ୍ପେସ୍‌ ଏଜେନ୍ସି ଦ୍ୱାରା ଜେମ୍ସ ଓ୍ବେବ୍‌ ପ୍ରସ୍ତୁତ ହୋଇଛି। ୧୯୯୦ରେ ପଠାଯାଇଥିବା ହବଲ୍‌ ଟେଲିସ୍କୋପ ଅପେକ୍ଷା ଏହା ଶହେ ଗୁଣ ଅଧିକ ଶକ୍ତିଶାଳୀ। ଏହା ମାଧ୍ୟମରେ ବ୍ରହ୍ମାଣ୍ଡର ପ୍ରାରମ୍ଭିକ ଅବସ୍ଥାରେ କିପରି ଗାଲାକ୍ସି, ସୌରମଣ୍ଡଳ ଏବଂ ଗ୍ରହଗୁଡିକ ସୃଷ୍ଟିହେଲେ ସେ ବିଷୟରେ ତଥ୍ୟ ଯୋଗାଇବ। ଏହି ଟେଲିସ୍କୋପ୍‌ ୟୁନିଭର୍ସ ସୃଷ୍ଟିର ରହସ୍ୟ ଉନ୍ମୋଚନ ସହ ଏଲିଅନମାନଙ୍କ ଉପସ୍ଥିତି ମଧ୍ୟ ଚିହ୍ନଟ କରିବ। ଏହା ମାଧ୍ୟମରେ ବୈଜ୍ଞାନିକମାନେ ବ୍ରହ୍ମାଣ୍ଡର ଅନେକ ରହସ୍ୟ ଉପରୁ ପରଦା ହଟାଇ ପାରିବେ ବୋଲି ଆଶା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କୁ ଦେଖାକରିବାକୁ ଆସିଥିଲେ, ହଠାତ୍‌ ମା’ ଆସିଯିବାରୁ…

ଭୁବନେଶ୍ୱର,୧୩।୭: ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଜଳବାୟୁ ଟାୱାର ତଳୁ ଛାତ୍ରଙ୍କ ମୃତଦେହ ମିଳିବା ଘଟଣାରେ ଏକ ବଡ଼ ଖୁଲାସା ହୋଇଛି। ପ୍ରେମିକାକୁ ଦେଖା କରିବାକୁ ଆସିଥିଲା ବେଳେ ୧୦ମ…

ରଥଯାତ୍ରା ପାଇଁ ପ୍ରଶାସନ ସଜାଗ, ଏହି ସବୁ ଦିଗରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦେଲେ ତହସିଲଦାର

ପୁରୁଷୋତ୍ତମପୁର,୧୩।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ପ୍ରଶାସନ ପକ୍ଷରୁ ରଥଯାତ୍ରାର ସୁପରିଚାଳନାକୁ ନେଇ ଏକ ପ୍ରସ୍ତୁତି ବୈଠକ ସୋମବାର ତହସିଲଦାର ବିନୋଦ କୁମାର ବେହେରାଙ୍କ ତତ୍ତ୍ୱାବଧାନରେ…

ଆପାର୍ଟମେଣ୍ଟ ତଳୁ ମିଳିଲା ମୃତଦେହ

ଭୁବନେଶ୍ୱର,୧୩।୭: ଭୁବନେଶ୍ବର ନୀଳାଦ୍ରି ବିହାର ଅଞ୍ଚଳରେ ଥିବା ଏକ ଆପାର୍ଟମେଣ୍ଟ ତଳୁ ଜଣେ ବ୍ୟକ୍ତିଙ୍କ ମୃତଦେହ ସୋମବାର ପୋଲିସ ଉଦ୍ଧାର କରିଛି। ମୃତକଙ୍କ ପରିଚୟ ଜଣାପଡି ନାହିଁ।…

ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ବଡ଼ ପରିବର୍ତ୍ତନ! ମାତ୍ର ୬୭୩ ଟଙ୍କାରେ ମିଳିବ ଗ୍ୟାସ, ଜାଣନ୍ତୁ କେମିତି କରିବେ ବୁକିଂ

ନୂଆଦିଲ୍ଲୀ, ୧୩।୭: ଯଦି ଆପଣ ଛାତ୍ରୀଛାତ୍ର, ଭଡ଼ା ଘରେ ରହୁଛନ୍ତି କିମ୍ବା ଆପଣଙ୍କର କୌଣସି ଛୋଟ କ୍ୟାଫେ ବା ଷ୍ଟଲ ରହିଛି, ତେବେ ଆପଣଙ୍କ ପାଇଁ ଏକ…

ଛେଳି ଚରାଇବାକୁ ଯାଇଥିଲେ ଫଗନୁ: ପଛପଟୁ ଆକ୍ରମଣ କଲା ଭାଲୁ: ଆଉ ତା’ପରେ ଘଟିଲା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଝରିଗାଁ, ୧୩।୭(କିଶୋର ଚନ୍ଦ୍ର ମଣ୍ଡଳ): ଜଙ୍ଗଲ ନଷ୍ଟ, ହିଂସ୍ରଜନ୍ତୁ ଏବେ ଗାଁ ମୁହାଁ। ଖାଦ୍ୟ ଅନ୍ବେଷଣରେ ଥିବା ମାଇ ଭାଲୁ ଏବେ ରକ୍ତମୁଖା l ଏହା ଦେଖିବାକୁ…

ଲୋକଙ୍କ ସମସ୍ୟା ପଚାରି ବୁଝିଲେ ଏମ୍‌ପି: ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୧୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଲବିକା ଦେବୀ କେସିଙ୍ଗା ବ୍ଳକର ବିଭିନ୍ନ ଗ୍ରାମ ସୋମବାର ପରିଦର୍ଶନ କରିଥିଲେ। ଏହି ବ୍ଲକର ବୋରିଆ ଓ ଉତ୍କେଳା, ଆଦି ଗ୍ରାମ…

କଳାହାଣ୍ଡିରେ ପୁଣି କୁମ୍ଭୀର ଆତଙ୍କ ଭାଲୁ ବୁଟୁରା ନାଳରେ କୁମ୍ଭୀର

ଭବାନୀପାଟଣା,୧୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ହାତୀନଦୀର ପିଲାସ ଗାଁ ଘାଟ ନିକଟରେ ଗତ କିଛି ଦିନ ତଳେ ଏକ କୁମ୍ଭୀର ଦେଖିବାକୁ ମିଳିଥିବାବେଳେ…

ICC ପ୍ଲେୟାର ଅଫ ଦ ମନ୍ଥ ପାଇଁ ମନୋନୀତ ହେଲେ ୨ ଭାରତୀୟ ଖେଳାଳି, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ, ୧୩।୭: ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ICC) ପକ୍ଷରୁ ଜୁନ ମାସ ପାଇଁ ‘ପ୍ଲେୟାର ଅଫ ଦ ମନ୍ଥ’ (Player of the Month) ମନୋନୟନ ତାଲିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri