ଆତଙ୍କ ଖେଳାଇଲେ ଝାଡ଼ଖଣ୍ଡୀ ହାତୀ

ରାଇବଣିଆ/ଜଳେଶ୍ୱର,୯।୪(ଡି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ୍‌ ଶ୍ୟାମନଗର ପଞ୍ଚାୟତରେ ଶୁକ୍ରବାର ରାତିରେ ପଶ୍ଚିମବଙ୍ଗ ସୀମା ପଟୁ ୩୦ରୁ ଊଦ୍ଧର୍‌ବ ଝାଡ଼ଖଣ୍ଡୀ ହାତୀ ପଶି ପାଖପାଖି ୧୦୦ ଏକରରୁ ଊଦ୍ଧର୍‌ବ ଧାନ ଚାଷ ମାଡ଼ି ଦଳି ନଷ୍ଟ କରିଦେଇଛନ୍ତି। ରାଇବଣିଆ ଫରେଷ୍ଟ ରେଞ୍ଜ ଅଧିକାରୀମାନେ ହାତୀ ଘଉଡ଼ାଇବା ପରିବର୍ତ୍ତେ ବାଣ ନାହିଁ କହି ଚୁପ୍‌ ରହିଥିଲେ। ଏହାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ପରେ ବନ ବିଭାଗ କର୍ମଚାରୀ ଏବଂ ଗ୍ରାମବାସୀଙ୍କ ମିଳିତ ଉଦ୍ୟମରେ ହାତୀକୁ ଘଉଡ଼ାଇବା ପାଇଁ ସକ୍ଷମ ହୋଇଥିଲେ। ସୁବଳ ମହାନ୍ତ, ଶରତ ସାସମଲ୍‌, ଗିରିଜା ଶଙ୍କର ସାସମଲ୍‌, ହରିଶ ଚନ୍ଦ୍ର ସାମଲ, ଶୀତଳ ସାସମଲ୍‌, ମେଘନାଥ ମହାନ୍ତ, ତପନ ମହାନ୍ତ, ସୁରେନ୍ଦ୍ର ମହାନ୍ତ, କ୍ଷିତୀଶ ମହାନ୍ତ, ହରିଶ୍‌ ଚନ୍ଦ୍ର ସାସମଲ୍‌, ମହେନ୍ଦ୍ର ମହାନ୍ତ, ଦନାର୍ଦ୍ଦନ ମହାନ୍ତ ପ୍ରମୁଖ ଚାଷୀଙ୍କ କ୍ଷତି ଘଟିଥିବା ଅଭିଯୋଗ ହୋଇଛି। ତୁରନ୍ତ କ୍ଷୟକ୍ଷତି ଆକଳନ କରି କ୍ଷତିପୂରଣ ପ୍ରଦାନ କରିବାକୁ କ୍ଷତିଗ୍ରସ୍ତ ଚାଷୀମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୩(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

ଖୁସି ଖବର… ୭ବର୍ଷ ପରେ ଭାରତ ଆସୁଛି ବିଶ୍ୱର ସବୁଠୁ ଶସ୍ତା ତେଲ

ନୂଆଦିଲ୍ଲୀ,୧।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଏବଂ ଏହାର ଫଳସ୍ୱରୂପ ଅନ୍ତର୍ଜାତୀୟ ଅଶୋଧିତ ତୈଳ ମୂଲ୍ୟରେ ବୃଦ୍ଧି ମଧ୍ୟରେ, ଭାରତକୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତିର ଖବର ମିଳିଛି। ପ୍ରାୟ ସାତ…

ଉତ୍କଳ ଦିବସରେ ମହାପୁରୁଷଙ୍କୁ ପୁଷ୍ପମାଲ୍ୟ : ମନେ ପକାଇଲେ ନେତା ଓ ପ୍ରଶାସନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ): ସମଗ୍ର ରାଜ୍ୟରେ ଏପ୍ରିଲ ୧ରେ ଉତ୍କଳ ଦିବସ ପାଳନ କରାଯାଇଥିବା ବେଳେ ଗଞ୍ଜାମ ସହରରେ ମଧ୍ୟ ତାହା ପାଳନ ହୋଇଛି । ବିଡ଼ିଓ ଅଚ୍ୟୁତାନନ୍ଦ…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଏତିକି ଯାଏ ବଢିଲା ଧାନକିଣା ଅବଧି

ଭୁବନେଶ୍ୱର,୧।୪: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇ କହିଛନ୍ତି, ଯେପରି…

ବ୍ରାହ୍ମଣୀଗାଁରେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…

ଦାରିଙ୍ଗବାଡ଼ି,୧ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍‌ଏନ୍‌ଏଲ ନେଟ୍‌ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri