ନୂଆଦିଲ୍ଲୀ, ୩ା୬: ଦେଶଦ୍ରୋହ ଉପରେ ଉପନିବେଶୀୟ ଆଇନକୁ ବଜାୟ ରଖିବା ଲାଗି ଭାରତର ନ୍ୟାୟିକ କମିଶନ ସୁପାରିସ କରିଛନ୍ତି। ଦେଶର ଏକତା, ସଂହତିର ସୁରକ୍ଷା ପାଇଁ ଏହି ଆଇନ ବ୍ୟବସ୍ଥାର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିବା ନ୍ୟାୟିକ କମିଶନ କହିଛନ୍ତି। ଆତଙ୍କବାଦ ମାମଲାଗୁଡ଼ିକର ବିଚାର ପାଇଁ ଯଦିଓ କେନ୍ଦ୍ର ଓ ରାଜ୍ୟ ଆଇନ ରହିଛି, ଭାରତର ଏକତା ଓ ସଂହତିର ସୁରକ୍ଷା ପାଇଁ ଆଇପିସିର ଧାରା ୧୨୪ଏ ଏକ ପାରମ୍ପରିକ ଦଣ୍ଡ ବ୍ୟବସ୍ଥା ଭାବେ କାର୍ଯ୍ୟ କରିଥାଏ। ଦେଶକୁ ଭାଗ ଭାଗ କରିବା ପ୍ରବୃତ୍ତିକୁ ତୁରନ୍ତ ଓ ପ୍ରଭାବଶାଳୀ ଭାବେ ଦମନ କରିବା ପାଇଁ ଏହି ଆଇନ ତ୍ୱରିତ୍ ଜାତୀୟ ସ୍ବାର୍ଥ ପାଇଁ ଉଦ୍ଦିଷ୍ଟ। ଉକ୍ତ ଆଇନରେ ସଂଶୋଧନ କରି ଏହାକୁ ଅଧିକ ସ୍ପଷ୍ଟ କରାଯିବା ସହ ଜେଲଦଣ୍ଡ ବ୍ୟବସ୍ଥାକୁ ୩ରୁ ୭ ବର୍ଷକୁ ବୃଦ୍ଧି କରିବାକୁ କମିଶନ ପ୍ରସ୍ତାବ ଦେଇଛନ୍ତି।
୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍ରେ….
ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍ । ୱାର୍ଲ୍ଡ ଚାମ୍ପିୟନଶିପ୍ ଅଫ୍ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…
ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା
ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…
ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…
ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…
ଦୀପ ଜାଳି କ୍ୟାପ୍ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର
ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍ କ୍ୟାପ୍ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…
ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍ ମିସ୍ତ୍ରୀ
ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…
କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ
ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…
ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ
ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…
ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….
ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

