ନାବାଳିକା ଅପହରଣ , ଉଦ୍ଧାର କଲା ପୋଲିସ

ଗଞ୍ଜାମ,୧୬।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହୁମା ହାଟରୁ ଜଣେ ନାବାଳିକାଙ୍କୁ ଅପହରଣ କରିନେଇଥିଲେ। ଏ ନେଇ ନାବାଳିକାଙ୍କ ମା’-ବାପା ରମ୍ଭା ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ପରେ ରମ୍ଭା ପୋଲିସ ଖୋଜାଖୋଜି କରିବା ପରେ ସେହି ଦିନ ହିଁ ହୁମା ଅଞ୍ଚଳରୁ ଉକ୍ତ ନାବାଳିକାଙ୍କୁ ଉଦ୍ଧାର କରି ତାଙ୍କ ମା’-ବାପାଙ୍କୁ ହସ୍ତାନ୍ତର କରାଯାଇଥିବା ରମ୍ଭା ଥାନା ଆଇଆଇସି ଦୀପ୍ତିରଞ୍ଜନ ବେହେରା ସୂଚନା ଦେଇଛନ୍ତି। ସେ ଅପହରଣ ନ ହୋଇ ଭୁଲରେ ବାଟବଣା ହୋଇଯାଇଥିବା ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୨ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର

ସଜନାଗଡ଼,୧୮।୯(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି କୁଲଡ଼ିହା ଅଭୟାରଣ୍ୟ ପାଦଦେଶରେ ଅବସ୍ଥିତ କାଣ୍ଡଗରଡ଼ିହି ପଞ୍ଚାୟତ ଶିକିରିଆ ଗ୍ରାମରୁ ବୁଧବାର ୧୨ ଫୁଟ୍‌ ଲମ୍ବର ଏକ ଅଜଗର ସାପ...

ରାଇବଣିଆରେ ଗୋଠଖଣ୍ଡିଆ ୩ ହାତୀ

ଜଳେଶ୍ୱର, ୧୬।୧(ଡି.ଏନ.ଏ.)  ବାଲେଶ୍ୱର ଜିଲା ରାଇବଣିଆ ଅଞ୍ଚଳରେ ଗତ କିଛିଦିନ ହେଲା ଝାଡଖଣ୍ଡୀ ହାତୀପଲ ଆତଙ୍କ ଖେଳାଇ ଚାଲିଛନ୍ତି। ଶନିବାର ଭୋର ସମୟରେ ଗୋଟିଏ ଦନ୍ତା ହାଣ୍ଡିଆ...

ହାସ୍ୟ ଅଭିନେତା ଶିବୁ ଦାଦାଙ୍କ ପରଲୋକ

ଯାଜପୁର ଟାଉନ,୬ା୧ (ଡି.ଏନ.ଏ.): ଯାଜପୁର ଜିଲାର ଜଣେ ଜଣାଶୁଣା ହାସ୍ୟ ଅଭିନେତା ଦେବାଶିଷ ବୋଷ ଓରଫ ଶିବୁଦାଦାଙ୍କ ମଙ୍ଗଳବାର ପରଲୋକ ହୋଇଯାଇଛି ା ତାଙ୍କୁ ୪୨...

ସ୍କୁଲ ବନ୍ଦ ପରେ ପିଲାଙ୍କୁ ମିଳୁନି ଯାତାୟାତ ଖର୍ଚ୍ଚ

ନବରଙ୍ଗପୁର,୧୦।୩(ବି.ପ୍ର.): ୨୦ରୁ କମ୍‌ ଛାତ୍ରୀଛାତ୍ର ଥିବା ବିଦ୍ୟାଳୟକୁ ବନ୍ଦ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଲେ। ନବରଙ୍ଗପୁର ଜିଲାରେ ୨୦୧୯-୨୦ ଶିକ୍ଷାବର୍ଷ ପରେ ଜିଲାର ୧୧୦...

ନିର୍ବାଚନୀ ହିଂସାକୁ ନେଇ ଗ୍ରାମରୁ ୧୯ ପରିବାର ବାସନ୍ଦ: ନ୍ୟାୟ ପାଇଁ ଦ୍ୱିତୀୟ ଦିନରେ ଧାରଣା

କୃଷ୍ଣପ୍ରସାଦ,୭।୨(ଡି.ଏନ୍‌.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କୁରୁପାଳ ଗାଁରେ ନିର୍ବାଚନୀ ହିଂସା ଯୋଗୁ ୧୯ ପରିବାରଙ୍କୁ ଗ୍ରାମରୁ ବାସନ୍ଦ କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ...

କିଡ୍‌ନୀ ରୋଗ୍‌ରେ ପୀଡ଼ିତ ଧୁବଲ: ଟଁକା ଅଭାବୁ ଅଟ୍‌କିଛେ ଚିକିଛା

ଲୋଇସିଂହା, ୨୫।୧୨ (ଡି.ଏନ୍‌.ଏ.)-  ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗଁା(ଖ) ପଁଚେତ୍‌ ସାନଟିକା ଗଁାର ଧୁବଲ ପଧାନ(୪୫)। ଦୁଇ ବଛର ହେଲା କିଡ୍‌ନୀ ରୋଗ୍‌ରେ ପୀଡ଼ିତ...

ଅଳକାଙ୍କୁ ଜିତାଇବା ପାଇଁ ସଂକଳ୍ପ

ବ୍ରଜରାଜନଗର,୧୮ା୫(ଡି.ଏନ.ଏ.): ବ୍ରଜରାଜନଗର ଉପର୍ନିବାଚନ ପାଖେଇ ଆସୁଥିବାବେଳେ ବିଜେଡି ପକ୍ଷରୁ ସ୍ଥାନୀୟ ମାହେଶ୍ୱରୀ ଭବନଠାରେ ମଙ୍ଗଳବାର ଏକ ନିର୍ବାଚନୀସଭା ଅନୁଷ୍ଠିତ ହୋଇଥିଲା। ଦଳର ନଗର ସଭାପତି ରାଧାକାନ୍ତ...

ବିଶ୍ବସ୍ତରୀୟ ହେବ ପୁରୀ ଷ୍ଟେଶନ: ରଥଯାତ୍ରା ଲାଗି ଚାଲିବ ୨୦୫ ସ୍ବତନ୍ତ୍ର ଟ୍ରେନ

ପୁରୀ ଅଫିସ,୨୧। ୬: ରେଳ ମନ୍ତ୍ରୀ ଅଶ୍ୱିନ ବୈଷ୍ଣବ ପୁରୀ ବିଶ୍ବସ୍ତରୀୟ ଷ୍ଟେଶନକୁ ନେଇ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ୩୬୪ କୋଟି ଟଙ୍କାର...

Advertisement
Archives

Model This Week