୩ ଦିନ କାଳିଜାଇ ଦର୍ଶନ ମନା

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): କାଳିଜାଇ ମନ୍ଦିର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ଆଜି ଠାରୁ ଜାନୁୟାରୀ ୨ ପର୍ଯ୍ୟନ୍ତ ପର୍ଯ୍ୟଟକ ଦର୍ଶନ କରିବାକୁ ବାରଣ କରାଯାଇଛି। ସଂକ୍ରମଣ ଆଶଙ୍କା ଯୋଗୁ ସର୍ବସାଧାରଣଙ୍କ ଲାଗି ମନ୍ଦିର ବନ୍ଦ ରଖାଯିବା ନେଇ ନିଷ୍ପତ୍ତି ହୋଇଛି। ଆଜି ସକାଳ ୬ଟାରୁ ଜାନୁୟାରୀ ୨ ସନ୍ଧ୍ୟା ୬ଟା ଯାଏ ମନ୍ଦିର ବନ୍ଦ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

‘ପୁଣି ହସିବ ଓଡ଼ିଶା’ରେ ହେମା ମାଳିନୀଙ୍କ ଓଡ଼ିଶୀନୃତ୍ୟ

ଭୁବନେଶ୍ୱର,୫।୫(ବ୍ୟୁରୋ): କରୋନା ଯୋଦ୍ଧାଙ୍କ ମନୋବଳ ବୃଦ୍ଧି କରିବାକୁ ପ୍ରସ୍ତୁତ ହୋଇଥିବା ‘ପୁଣି ହସିବ ଓଡ଼ିଶା’ ମ୍ୟୁଜିକ୍‌ ଭିଡ଼ିଓ ପୁଣିଥରେ ଭାଇରାଲ ହୋଇଛି। ଏହି ଗୀତର ତାଳେ...

୨୮ନଂ. ଜୋନ୍‌ରେ ଜୋରଦାର ଲଢ଼େଇ

ବିଞ୍ଝାରପୁର,୧୧ା୨(ଡି.ଏନ.ଏ.): ଯାଜପୁର ଜିଲା ପରିଷଦ ଅଧୀନ ବିଞ୍ଝାରପୁର ବ୍ଲକର ୨୮ ନଂ. ଜୋନରେ ବିଜେଡି, ଭାଜପା ଓ କଂଗ୍ରେସ ୩ ପ୍ରମୁଖ ଦଳ ମଧ୍ୟରେ ଜୋରଦାର...

‘ଅମ୍ଫନ୍‌’ରେ ୧୦ ଜିଲା ପ୍ରଭାବିତ: ପ୍ରାଥମିକ ରିପୋର୍ଟରେ ଜୀବନହାନୀ ନେଇ ନାହିଁ ସୂଚନା

ଭୁବନେଶ୍ୱର,୨୩।୫(ବ୍ୟୁରୋ): ବାତ୍ୟା ‘ଅମ୍ଫନ୍‌’ କ୍ଷୟକ୍ଷତି ନେଇ ରାଜ୍ୟ ସରକାର ପ୍ରାଥମିକ ରିପୋର୍ଟ ଦେଇଛନ୍ତି। ବାତ୍ୟା ‘ଅମ୍ଫନ୍‌’ରେ ରାଜ୍ୟର ୧୦ ଜିଲା ପ୍ରଭାବିତ ହୋଇଛି। ପ୍ରାଥମିକ ରିପୋର୍ଟ...

ବାହାର ଶ୍ରମିକଙ୍କୁ ରାଜଧାନୀ ମନା

ଭୁବନେଶ୍ୱର,୩।୭(ବ୍ୟୁରୋ)-ରାଜ୍ୟରେ କରୋନା ସଂକ୍ରମଣ ରୋକିବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଶୁକ୍ରବାର ପଦକ୍ଷେପ ନିଆଯାଇଛି। ସମସ୍ତ ସରକାରୀ ଓ ଘରୋଇ କଣ୍ଟ୍ରାକ୍ଟରଙ୍କୁ ବାହାର...

୧୬ ନଂ ଜାତୀୟ ରାଜପଥରେ ଲାଗିବ ସିସିଟିଭି: ଖୋର୍ଦ୍ଧା ରାମେଶ୍ୱରଠାରୁ ପାଣିକୋଇଲି ପର୍ଯ୍ୟନ୍ତ ଅମାନିଆଙ୍କୁ ଜଗିବ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ଖୋର୍ଦ୍ଧା ରାମେଶ୍ୱରଠାରୁ ପାଣିକୋଇଲି ପର୍ଯ୍ୟନ୍ତ ୧୬ ନଂ ଜାତୀୟ ରାଜପଥରେ ଅତ୍ୟାଧୁନିକ ଟ୍ରାଫିକ ନିୟନ୍ତ୍ରଣ ବ୍ୟବସ୍ଥା ହେବ। ଏହି ଜାତୀୟ ରାଜପଥରେ ସିସିଟିଭି କ୍ୟାମେରା...

ପାଠ୍ୟକ୍ରମରେ ସାମିଲ ହେବ କଠିନ ବର୍ଜ୍ୟ ପରିଚାଳନା

ଭୁବନେଶ୍ୱର,୬।୯(ବ୍ୟୁରୋ) : ପ୍ରତି ୱାର୍ଡ, ବାସଗୃହରୁ କଠିନ ବର୍ଜ୍ୟବସ୍ତୁ ପରିଚାଳନା ସମ୍ପର୍କିତ ସଚେତନତା ସୃଷ୍ଟି ସହ ନିୟମ କଡ଼ାକଡ଼ି ଭାବେ ଲାଗୁ କରିବାକୁ ମୁଖ୍ୟ ଶାସନ...

ଦାଦନ ଶ୍ରମିକଙ୍କ ଉପରେ ପ୍ରାର୍ଥୀଙ୍କ ଆଖି

କେନ୍ଦ୍ରାପଡ଼ା ଅଫିସ,୩୧ା୧: କେନ୍ଦ୍ରାପଡ଼ା ଜିଲାର ଦାଦନ ସମସ୍ୟାରେ ପୀଡିତ ଶ୍ରମିକଙ୍କ ଉପରେ ପଞ୍ଚାୟତ ନିର୍ବାଚନର ପ୍ରର୍ଥୀଙ୍କ ଆଖି ପଡିଛି। ଏଥିପାଇଁ ପରିବାର ଓ ଦଳୀୟ କର୍ମୀଙ୍କ...

ଅଭିଜ୍ଞଙ୍କ ଭିତରେ ଅନେକ ନୂଆ ମୁହଁ

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ବିଜେଡି ୧୧୨ ବିଧାନସଭା ଆସନରେ ବିଜୟୀ ହୋଇ ପଞ୍ଚମଥର ଲାଗି ରାଜ୍ୟରେ ସରକାର ଗଠନ କରିଛି। ରାଜ୍ୟପାଳ ଗଣେଶୀ ଲାଲ୍‌ଙ୍କ...

Advertisement
Archives

Model This Week