କନ୍ଧମାଳ କରୋନା ମୁକ୍ତ ଘୋଷଣା ୧୨ ଘଣ୍ଟା ପୂରିଲାନି ପୁଣି ୮ ଆକ୍ରାନ୍ତ

ଫୁଲବାଣୀ ଅଫିସ, ୫ା୭- କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ କରୋନା ମୁକ୍ତ ଜିଲା ଘୋଷଣା ହେବାର ମାତ୍ର ୧୨ ଘଣ୍ଟା ପୂରିଲା ନାହିଁ। ଜିଲାରେ ପୁଣି ଚିହ୍ନଟ ହେଲେ ୮ ଜଣ। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୬ରେ ପହଞ୍ଚିଛି। ନୂତନ ଚିହ୍ନଟଙ୍କ ମଧ୍ୟରେ ୬ ଜଣ ପୁରୁଷ ଓ ୨ମହିଳା ଅଛନ୍ତି। ଏମାନଙ୍କଠାରେ କରୋନା ସଂକ୍ରମଣ ଲକ୍ଷଣ ଦେଖାଯିବା ପରେ ସମସ୍ତଙ୍କୁ ବାଲିଗୁଡା ବ୍ଲକର ଏକ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ରଖାଯାଇଥିଲା। ଜିଲାରେ ଆକ୍ରାନ୍ତଙ୍କ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୧୭୮ ସୁସ୍ଥ ହୋଇ ଘରକୁ ଫେରଛନ୍ତିି। ସମସ୍ତେ କୋଭିଡ୍‌-୧୯ ନିୟମ କଡାକଡି ଭାବେ ପାଳନ କରିବାକୁ ଜିଲା ପ୍ରଶାସନ ପକ୍ଷରୁ ନିବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପଦସ୍ତ ହେଲେ ନିଶା ମହାରଣା: ପେଣ୍ଡାଲ ଉପରକୁ ଚେୟାର ଫୋପାଡିଲେ ଦର୍ଶକ

ଲକ୍ଷ୍ମୀପୁର,୧୦।୧୨(ଅନନ୍ତ ପ୍ରସାଦ ନାୟକ): ପୁଣି ବିବାଦୀୟ ଯାତ୍ରୀ କଳାକାର ନିଶା ମହାରଣାଙ୍କ ପାଇଁ ସୃଷ୍ଟି ହୋଇଛି ଉତ୍ତେଜନା। କୋରାପୁଟ ଲକ୍ଷ୍ମୀପୁରରେ ଅନୁଷ୍ଠିତ ହେଉଥିବା ଅଷ୍ଟଶମ୍ଭୁ ଅପେରାରେ...

ସମ୍ପର୍କର ସେତୁ ସାପ୍ତାହିକ ହାଟ: ମିଳୁଛି ଭଳିକି ଭଳି ସାମଗ୍ରୀ, ବଢୁଛି ଭାଇଚାରା

ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିର ବ୍ରାହ୍ମଣୀଗାଁ ସମେତ କାଟିଙ୍ଗିଆ, ଗଦାପୁର, ସିକରମାହା, ଦାରିଙ୍ଗବାଡି, ସିମନବାଡି, ବୁଡାମାହା ଛକ, ବୁଡ଼ାଗୁଡା ଠାରେ ବିଭିନ୍ନ ଦିନ ମାନଙ୍କରେ...

୧୬ ବର୍ଷ ପରେ ହତ୍ୟା ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର,୧୦/୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନୂଆଁପଲ୍ଲୀ ଗ୍ରାମର ଟୁକୁନା ନାଇକଙ୍କୁ ପୋଲିସ ଏକ ହତ୍ୟା ମାମଲାରେ ସୋମବାର ଗିରଫ କରିଛି। ଏହାପରେ ତାଙ୍କୁ...

ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର...

ଚାଷୀ ମହଲରେ ଚାଞ୍ଚଲ୍ୟ, ଚର୍ଚ୍ଚାରେ ନିଷ୍ପତ୍ତି: କଟନୀଛଟନୀକୁ ସରକାରୀ ମୋହର୍‌!

ବରଗଡ଼,୧୦।୧୨(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟାରେ କଟନୀଛଟନୀ ନୂଆ କଥା ନୁହେଁ। ପ୍ରତିବର୍ଷ ବିଭିନ୍ନ ଆଳ ଦେଖାଇ ଧାନ କଟନୀଛଟନୀ ହୋଇଥାଏ। କେତେବେଳେ ମଣ୍ଡିରେ ତ...

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri