କନ୍ଧମାଳ କରୋନା ମୁକ୍ତ ଘୋଷଣା ୧୨ ଘଣ୍ଟା ପୂରିଲାନି ପୁଣି ୮ ଆକ୍ରାନ୍ତ

ଫୁଲବାଣୀ ଅଫିସ, ୫ା୭- କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ କରୋନା ମୁକ୍ତ ଜିଲା ଘୋଷଣା ହେବାର ମାତ୍ର ୧୨ ଘଣ୍ଟା ପୂରିଲା ନାହିଁ। ଜିଲାରେ ପୁଣି ଚିହ୍ନଟ ହେଲେ ୮ ଜଣ। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୬ରେ ପହଞ୍ଚିଛି। ନୂତନ ଚିହ୍ନଟଙ୍କ ମଧ୍ୟରେ ୬ ଜଣ ପୁରୁଷ ଓ ୨ମହିଳା ଅଛନ୍ତି। ଏମାନଙ୍କଠାରେ କରୋନା ସଂକ୍ରମଣ ଲକ୍ଷଣ ଦେଖାଯିବା ପରେ ସମସ୍ତଙ୍କୁ ବାଲିଗୁଡା ବ୍ଲକର ଏକ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ରଖାଯାଇଥିଲା। ଜିଲାରେ ଆକ୍ରାନ୍ତଙ୍କ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୧୭୮ ସୁସ୍ଥ ହୋଇ ଘରକୁ ଫେରଛନ୍ତିି। ସମସ୍ତେ କୋଭିଡ୍‌-୧୯ ନିୟମ କଡାକଡି ଭାବେ ପାଳନ କରିବାକୁ ଜିଲା ପ୍ରଶାସନ ପକ୍ଷରୁ ନିବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୋରିଆ ସ୍କୁଲରେ ଶିକ୍ଷକ ଅଭାବ: ପାଠପଢ଼ାରେ ବ୍ୟାଘାତ

କେସିଙ୍ଗା, ୮।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ଗ୍ରାମରେ ଜାତୀୟ ରାଜପଥ-୨୬ କଡ଼ରେ ଥିବା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅସନ୍ତୋଷ…

ଓଡ଼ିଶା ବନ୍ଦ ଡାକରାରେ ଅତାବିରାରେ ଜନଜୀବନ ପ୍ରଭାବିତ

ଅତାବିରା,୮ା୧୦(ଯୁଧିଷ୍ଠିର ମହାପାତ୍ର): କଂଗ୍ରେସ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ବରଗଡ଼ ଜିଲା ଅତାବିରା ଠପ୍‌ ହୋଇପଡ଼ିଛି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ…

ସରକାରୀ ବସ୍‌ କାଚ ଭାଙ୍ଗିଲେ, ସାପ୍ତାହିକ ହାଟ ବି ବନ୍ଦ କଲେ ବିକ୍ଷୋଭକାରୀ

ଛତ୍ରପୁର,୮ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଇଣ୍ଡିଆ ବ୍ଲକ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦରେ ମଧ୍ୟ ଦେଖାଯାଇଛି। ସିପିଆଇର…

କଂଗ୍ରେସର ବନ୍ଦ ଡାକରାରେ ଅଟକି ରହିଛି ଗାଡ଼ିମୋଟର, ଯାତ୍ରୀ ହନ୍ତସନ୍ତ

ପଟ୍ଟାଙ୍ଗି,୮ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକରେ କଂଗ୍ରେସର ବନ୍ଦ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, ଦଳର ବ୍ଲକ ସଭାପତି ଅର୍ଜୁନ ବାଙ୍କା…

କଳାହାଣ୍ଡିରେ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଜାତୀୟ ରାଜପଥ ଅବରୋଧ କରି ବିକ୍ଷୋଭକାରୀ…

ଭବାନୀପାଟଣା,୮ା୧୦(ଉତ୍ତମ କୁମାର ଦାଶ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପ୍ରଭାବ କଳାହାଣ୍ଡି ଜିଲାରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ…

ଦୋକାନବଜାର ବନ୍ଦ, ଗାଡ଼ି ଚଳାଚଳ ଠପ୍‌: କର୍ଲାମୁଣ୍ଡାରେ ଓଡ଼ିଶା ବନ୍ଦର ପ୍ରଭାବ

କର୍ଲାମୁଣ୍ଡା, ୮।୧୦(ପ୍ରଦୀପ କୁମାର ସାହୁ): ଗୁରୁବାର ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାକୁ କଳାହାଣ୍ଡି ଜିଲ୍ଲାର କର୍ଲାମୁଣ୍ଡା ବ୍ଲକରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ବନ୍ଦ ଯୋଗୁ ସକାଳୁ ବ୍ଲକର…

କେନ୍ଦ୍ର ସରକାରଙ୍କ ବିରୋଧରେ କଂଗ୍ରେସର ଗର୍ଜନ, ମହାକାଳପଡ଼ାରେ ପଡ଼ିଲା ପ୍ରଭାବ

ମହାକାଳପଡ଼ା,୮ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଇଣ୍ଡି ମେଣ୍ଟ ଓ ଜାତୀୟ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦର ପ୍ରଭାବ ପଡ଼ିଛି। କେନ୍ଦ୍ର ସରକାରଙ୍କ ଦୋମୁହାଁ ନୀତିକୁ ନେଇ ଗର୍ଜିଛନ୍ତି ଇଣ୍ଡି…

ବାଇକ୍‌ରେ କାମକୁ ଯାଉଥିଲେ ଯୁବକ, ଧକ୍କା ଦେଲା ଟ୍ରାକ୍ଟର: ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଥୁଆମୂଳ ରାମପୁର, ୭।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ପେଟ୍ରୋଲ ପମ୍ପ ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଯୁବକ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?