ପୁଣି ଅଡ଼ୁଆରେ କପିଲଙ୍କ ଶୋ’; କୋର୍ଟର ଅବମାନନା କରିବାକୁ ନେଇ…

ବମ୍ବେ: ପୁଣି ଅଡ଼ୁଆରେ କମେଡିଆନ୍‌ କପିଲ ଶର୍ମାଙ୍କ ‘ଦ କପିଲ ଶର୍ମାଙ୍କ ଶୋ’। ମଧ୍ୟପ୍ରଦେଶର ଶିବପୁରୀର ଜିଲା କୋର୍ଟରେ ଶୋ’ ବିରୋଧରେ ଏକ ଏଫ୍‌ଆଇଆର୍‌ ପଞ୍ଜିକୃତ ହୋଇଛି। କୋର୍ଟ ରୁମ୍‌ର ଦୃଶ୍ୟ ଦେଖାଯାଉଥିବା ବେଳେ କଳାକାରମାନେ ମଦ୍ୟପାନ କରୁଥିବା ଶୋ’ରେ ଦେଖାଯାଇଥିଲା। ଏହା କୋର୍ଟର ଅପମାନ ବୋଲି ଅଭିଯୋଗକାରୀ କହିଛନ୍ତି।

ଅଭିଯୋଗରେ କୁହାଯାଇଛି, କପିଲ ଶର୍ମାଙ୍କ ଶୋ’ ଏକ ଖରାପ ଶୋ’। ଏଥିରେ ମହିଳାମାନଙ୍କ ଉପରେ କଟୁ ମନ୍ତବ୍ୟ ଦିଆଯାଇଥାଏ। ଏକ ଏପିସୋଡରେ ମଞ୍ଚ ଉପରେ କୋର୍ଟ ପରି ସେଟ୍‌ କରାଯାଇଥିଲା। ସେଥିରେ ଅଭିନେତାମାନେ ମଦ୍ୟପାନ କରୁଥିବା ଦେଖିବାକୁ ମିଳିଥିଲା। ଏହା କୋର୍ଟର ଅବମାନନା। କୋର୍ଟରେ ଦୋଷୀମାନଙ୍କ ବିରୋଧରେ ଧାରା(୩୫୬/୩) ଅନୁଯାୟୀ ଏଫ୍‌ଆଇଆର୍‌ ପଞ୍ଜିକରଣ କରିବାକୁ ଦାବି କରାଯାଇଛି। ଏପରି ପ୍ରଦର୍ଶନକୁ ବନ୍ଦ କରିବା ଉଚିତ ବୋଲି କୁହାଯାଇଛି।

କହିରଖୁଛୁ, କପିଲ ଶୋ’କୁ ନିଜେ ହୋଷ୍ଟ କରୁଥିବା ବେଳେ ସୁମୋନା ଚକ୍ରବର୍ତ୍ତୀ, ଭାରତୀ ସିଂହ, କୃଷ୍ଣା ଅଭିଷେକ, ସୁଦେଶ ଲେହରୀ ଏବଂ ଅନ୍ୟ କଳାକାରମାନେ ଭିନ୍ନ ଭିନ୍ନ ଚରିତ୍ରରେ ନଜର ଆସିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ରାଜ୍ୟ ସଭାପତିଙ୍କ କେସିଙ୍ଗା ଗସ୍ତ, କର୍ମୀଙ୍କ ଏକାଠି କରି…

କେସିଙ୍ଗା,୧୦ା୭(ତୁମେଶ୍ୱର ସାହୁ): ଭାଜପାର ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର କେସିଙ୍ଗା ଗସ୍ତ କରି କର୍ମୀମାନଙ୍କୁ ନେଇ ଏକ ସାଙ୍ଗଠାନିକ କାର୍ଯ୍ୟକ୍ରମକୁ ସୁଦୃଢ କରିବା ପାଇଁ ଜଣେ…

IND vs ENG 5th T20I Playing-11: ବୈଭବ ସୂର୍ଯ୍ୟବଂଶୀ ଆଉଟ, ସଞ୍ଜୁ ସାମସନ ଇନ୍‌… ଇଜ୍ଜତ ବଞ୍ଚାଇବାକୁ ଗମ୍ଭୀର ଖେଳିବେ ଶେଷ ଗଣିତ

ନୂଆଦିଲ୍ଲୀ,୧୦।୭: ଗୁରୁବାର ରାତିରେ ବ୍ରିଷ୍ଟଲରେ ଭାରତୀୟ କ୍ରିକେଟ ଦଳର ନୈରାଶ୍ୟଜନକ ପ୍ରଦର୍ଶନ ପୁଣି ଥରେ ଦେଖାଯାଇଥିଲା, ଯାହା ଫଳରେ ମ୍ୟାଚ ଏବଂ ସିରିଜ ଉଭୟ ହାରିଯାଇଥିଲା ଟିମ୍‌।…

ପୁଣି ଜେଲ୍‌ ଯିବେ ରାଜପାଲ ଯାଦବ, କୋର୍ଟ କହିଲେ ତାଙ୍କୁ ଅନେକ ସୁଯୋଗ ଦେବା ପରେ ବି…

ମୁମ୍ବାଇ,୧୦ା୭: ବଲିଉଡ୍‌ ଅଭିନେତା ରାଜପାଲ ଯାଦବ ତାଙ୍କ ଚେକ୍‌ ବାଉନ୍ସ ମାମଲା ପାଇଁ ଚର୍ଚ୍ଚାରେ ରହିଛନ୍ତି। ଶୁକ୍ରବାର ଦିଲ୍ଲୀ ହାଇକୋର୍ଟ ଏହି ମାମଲାର ଶୁଣାଣି କରି ୭ଟି…

ରୋଷେଇ ଘରୁ ବାହାରିଲା ୮ ଫୁଟ୍‌ ଅହିରାଜ, ଉଦ୍ଧାର ବେଳେ ପାଟିରୁ ବାହାରିଲା ଢମଣା ସାପ, ଦେଖିବାକୁ ଲୋକଙ୍କ ଭିଡ଼

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାଧାଦେଇପୁର ପଞ୍ଚାୟତ ଜୟନଗର ଗ୍ରାମର ସିମାଞ୍ଚଳ ସ୍ବାଇଁଙ୍କ ଘରୁ ଏକ ୮ ଫୁଟ୍‌ ଲମ୍ବର କିଙ୍ଗକୋବ୍ରା…

ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କହିଲେ ଜୁଲାଇ ୨୫ ତାରିଖ ସୁଦ୍ଧା…

ଭୁବନେଶ୍ୱର,୧୦ା୭: ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ନୂଆ ଆବେଦନକାରୀଙ୍କ ସମୀକ୍ଷା ପରେ ପ୍ରଭାତୀ କହିଛନ୍ତି, ସୁଭଦ୍ରା ପାଇଁ…

ମୋ ବିଶ୍ୱାସ ଭାଙ୍ଗିଦେଇଥିଲା ପୋଲିସ: ଜାଣନ୍ତୁ କାହିଁକି ଏମିତି କହିଲେ ବିଜୟ

ନୂଆଦିଲ୍ଲୀ,୧୦।୭: ୨୦୨୫ରେ କରୁରରେ ଘଟିଥିବା ଦୁଃଖଦ ଦଳାଚକଟା ଉପରେ ଗଭୀର ଦୁଃଖ ପ୍ରକାଶ କରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ କହିଛନ୍ତି। ଏହି ଘଟଣା ସମଗ୍ର ରାଜ୍ୟକୁ ଗଭୀର…

ଗାଁ ପୋଖରୀରେ ଗାଧୋଉଥିବାବେଳେ ଗଭୀର ପାଣିରେ ବୁଡ଼ିଗଲେ ପିଣ୍ଟୁ, ହସ୍ପିଟାଲରେ ଡାକ୍ତର କଲେ ମୃତ ଘୋଷଣା

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମ ପୋଖରୀରୁ ଜଣେ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ…

‘ମୋତେ ଚୁପ୍ କରିବାକୁ ହେଲେ ମାରିବାକୁ ପଡିବ’, ଭାଜପାକୁ ଚ୍ୟାଲେଞ୍ଜ ଦେଲେ ଦିଦି

କୋଲକାତା,୧୦।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ଭାଜପା ଉପରେ କଡ଼ା ଆକ୍ରମଣ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri