ବନ୍ଦ ହେବ କପିଲ ଶର୍ମା ଶୋ’!

ମୁମ୍ବାଇ: ନିଜ କମେଡି ଜରିଆରେ ଦର୍ଶକଙ୍କ ଦିଲରେ ରାଜ କରୁଥିବା ‘ଦ କପିଲ ଶର୍ମା’ ଶୋ’ କିଛି ସମୟ ପାଇଁ ଅଫ ହେବାକୁ ଯାଉଛି। କପିଲ ଶର୍ମାଙ୍କ ଶୋ’ ଆରମ୍ଭ ହେବା ଦିନରୁ ଏଥିରେ କିଛି ସମୟର ସିଜନାଲ ବ୍ରେକ ହୋଇଥାଏ। ଏହାରି ଭିତରେ ଏବେ ଏହି ସିଜନରେ ବି ସେ କିଛି ସମୟର ବ୍ରେକ ନେବାକୁ ଯାଉଛନ୍ତି। ଏହା ଟେମ୍ପରାରୀ ବ୍ରେକ। ଏହି ସମୟରେ କମେଡିଆନ ତାଙ୍କ ଫ୍ୟାମିଲି ସହ ସମୟ କାଟିବେ ଓ ଶୋ’ର ମେକର୍ସ ଶୋ’ରେ କିଛି ଆଡ କରିବା ଅବା ପରିବର୍ତ୍ତନ କରିବାକୁ ସମୟ ପାଇଯିବେ।
ଇଣ୍ଡିଆନ ଏକ୍ସପ୍ରେସର ଖବର ଅନୁଯାୟୀ, ଏହାର ଲାଷ୍ଟ ଏପିସୋଡ ଜୁନରେ ଟେଲିକାଷ୍ଟ ହେବ। ବିଶେଷ ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ, ବ୍ରେକ ନେବା ପରେ ଶୋ’ ପାଇଁ କାମ କରିବୁ, କଳାକାର ଓ କଣ୍ଟେଣ୍ଟକୁ ବଦଳାଇବାର ମୌକା ମିଳିବ। କମେଡି କରିବା କାଠିକର ପାଠ ତେଣୁ ଏକ୍ସପର୍ଟଙ୍କୁ ବ୍ରେକର ଆବଶ୍ୟକତା ରହିଛି।
ମିଳିଥିବା ସୂଚନା ଅନୁଯାୟୀ, କପିଲ ଶର୍ମା କିଛି ଇଣ୍ଟରନ୍ୟାଶନାଲ ଟୁରରେ ଯିବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ବି ତାଙ୍କୁ ବ୍ରେକ ଦରକାର। ଏହାସହ ଟିମ କିଛି ଏପିସୋଡ ପୂର୍ବରୁ ଶୁଟ କରି ରଖିବେ ଫଳରେ ଏହାର ପ୍ରଶଂସକ ଯେମିତି ଶୋ’କୁ ଅଧିକ ମିସ ନ କରନ୍ତି। ହେଲେ ଏହି ବ୍ରେକ କେତେଦିନର ତାହା ଏବେ ପର୍ଯ୍ୟନ୍ତ ଫିକ୍ସ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଯେକୌଣସି ସମୟରେ ଆସିପାରେ ଖାମେନେଇଙ୍କ ମୃତ୍ୟୁ ଖବର! ଇସ୍ରାଏଲୀ ମିଡିଆର ବଡ଼ ଦାବି

ତେହରାନ,୮।୮: ୨୮ ଫେବୃଆରୀ ୨୦୨୬ରେ ଆରମ୍ଭ ହୋଇଥିବା ଯୁଦ୍ଧର ପ୍ରଥମ ଦିନରେ ହିଁ ଇରାନର ସୁପ୍ରିମ ଲିଡର ଆୟତୋଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁ ହୋଇଥିଲା। ଏହାପରେ ତାଙ୍କ…

‘ଦୟାକରି ମୋତେ ସାହାଯ୍ୟ କରନ୍ତୁ’, ମୁଖ୍ୟମନ୍ତ୍ରୀଙ୍କୁ ଏମିତି ଅନୁରୋଧ କଲେ ରିଷଭ ପନ୍ତ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୮।୮: ଭାରତୀୟ କ୍ରିକେଟର ରିଷଭ ପନ୍ତ ଗତକାଲି ବିଳମ୍ବିତ ରାତିରେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମୀଙ୍କୁ ଏକ ଅନୁରୋଧ କରିଛନ୍ତି। ସେ ସୋସିଆଲ ମିଡିଆରେ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀଙ୍କୁ…

ଦୋକାନ ଉପରେ ପଡିଲା ରାସ୍ତାକଡରେ ଥିବା ବିଶାଳକାୟ ଗଛ, ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ: ଲୋକଙ୍କ ମଧ୍ୟରେ ଅସନ୍ତୋଷ

ପଟ୍ଟାଙ୍ଗି, ୮।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସ୍ଥିତ ଜାତୀୟ ରାଜପଥ କଡରେ ଥିବା ଏକ ଗଛ ପଡି ଦୋକାନ ଗୃହ…

ଗାଁର ଅଧିଷ୍ଠାତ୍ରୀ ଦେବୀ ଦ୍ୱାରସେନୀ ମନ୍ଦିରରୁ ଚୋରି: ମା’ଙ୍କ ରୂପା ମୁକୁଟ ସହ ନେଇଗଲେ…

ବଲାଙ୍ଗୀର,୮।୮ (ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ଦ୍ୱାରସେନୀ ମନ୍ଦିରରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି…

ବରଗଡ଼ ୯ବୁଣାକାରଙ୍କୁ ରାଜ୍ୟ ପୁରସ୍କାର: ଜାଣନ୍ତୁ କିଏ କିଏ ପାଇଲେ ଏହି ସମ୍ମାନ

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ସ୍ଥିତ ବୟନଶିଳ୍ପ ଉପ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଜିଲାସ୍ତରୀୟ ଜାତୀୟ ହସ୍ତତନ୍ତ ଦିବସ ପାଳିତ ହୋଇଛି। କାର୍ଯ୍ୟକ୍ରମରେ ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ…

ମୋଦିଙ୍କୁ ଫୋନ କରି ଏମିତି କହିଦେଲେ ନେତାନ୍ୟାହୁ, ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ,୮।୮: ଆମେରିକା-ଇରାନ ଯୁଦ୍ଧକୁ ନେଇ ପଶ୍ଚିମ ଏସିଆରେ ଉତ୍ତେଜନା ଜାରି ରହିଛି। ମିଡିଲ ଇଷ୍ଟର ପରିସ୍ଥିତିକୁ ନେଇ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଇସ୍ରାଏଲର ପ୍ରଧାନମନ୍ତ୍ରୀ…

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୮ା୮ (ଯୁଧିଷ୍ଠିର ମହାପାତ୍ର):ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ ଶିଳ୍ପୀ…

ବର୍ଷାପାଗ ଯୋଗୁ ବନ୍ଦ ଘୋଷଣା ବାତିଲ: ସ୍ବାଭାବିକ ରହିବ ବିଦ୍ୟୁତ ସେବା

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଡିଭିଜନ-୨ ଗ୍ରୀଡରୁ ୧୧କେଭି ଟେଲିଫୋନ ଏକ୍ସଚେଞ୍ଜ ଫିଡର୍‌ ଶନିବାର ସକାଳୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ଶୁକ୍ରବାର ଟିପିଡବ୍ଲୁଓଡିଏଲ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri