ପୁରସ୍କୃତ ହେବ କର୍ଲାମୁଣ୍ଡା ବ୍ଲକ

କର୍ଲାମୁଣ୍ଡା,୨୨ା୪(ଡି.ଏନ୍‌.ଏ.): ଭାରତ ସରକାରଙ୍କ ପଞ୍ଚାୟତିରାଜ ମନ୍ତ୍ରଣାଳୟ ପକ୍ଷରୁ ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସଶକ୍ତିକରଣ ପୁରସ୍କାର ଘୋଷଣା କରାଯାଇଛି। ଏଥିରେ ୨୦୨୦-୨୧ ବର୍ଷ ନିମନ୍ତେ ଓଡ଼ିଶାର ୮ ଜିଲାରୁ ୧୪ଟି ବ୍ଲକ ପୁରସ୍କୃତ ହେବା ପାଇଁ ମନୋନୀତ ହୋଇଛନ୍ତି। ଏହି ମର୍ମରେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଉକ୍ତ ପୁରସ୍କାର ପାଇବାକୁ ଯୋଗ୍ୟ ବିବେଚିତ ହୋଇଛି। ଏହି ଖବର ମିଳିବା ପରେ ବ୍ଲକ ପ୍ରଶାସନକୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି। ତେବେ ଆସନ୍ତା ୨୪ ତାରିଖ ଜାତୀୟ ପଞ୍ଚାୟତିରାଜ ଦିବସରେ ତଥା ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ ଆଜାଦି ବା ଅମୃତ ମହୋତ୍ସବ ପରିପ୍ରେକ୍ଷୀରେଏହି ପୁରସ୍କାର ପ୍ରଦାନ କରାଯିବ ବୋଲି ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ପଞ୍ଚାୟତିରାଜ ବ୍ୟବସ୍ଥାରେ ଉତ୍ତମ ସେବା ପାଇଁ ଏହି ପୁରସ୍କାର ପ୍ରଦାନ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ଓଡ଼ିଶାରେ ବଦଳିଲା ସ୍କୁଲ ଖୋଲିବା ନିୟମ, କେଉଁଠି ଛୁଟି ତ କେଉଁଠି ସକାଳୁଆ କ୍ଲାସ୍…

ଭୁବନେଶ୍ୱର,୧୮।୬: ଓଡ଼ିଶାର ବିଭିନ୍ନ ଜିଲାରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଖରାଛୁଟିକୁ ବୃଦ୍ଧି କରିବାକୁ ଘୋଷଣା କରାଯାଇଛି। କେତେକ ଜିଲା ଗ୍ରୀଷ୍ମକାଳୀନ ଛୁଟି…

୧୪୩ କୋଟିର ସମ୍ପତ୍ତି ସହ କୋଟି କୋଟିର ଋଣ! ଜାଣନ୍ତୁ ଉଦ୍ଧବ ଠାକରେଙ୍କ ନେଟଓ଼୍ବର୍ଥ…

ମୁମ୍ୱାଇ,୧୮।୬: ଉଦ୍ଧବ ଠାକରେ ନିଜ ଦଳରେ ବିଭାଜନକୁ ନେଇ ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। କିନ୍ତୁ ଆପଣ ଜାଣନ୍ତି କି ସେ କେତେ କୋଟି ସମ୍ପତ୍ତିର ମାଲିକ…

ବିଶ୍ୱ ଅଟିଷ୍ଟିକ ପ୍ରାଇଡ୍‌ ଦିବସ, ଅଧିକ ସଚେତନତା ଆବଶ୍ୟକ

ଅଟିଜିମ୍‌ ସମସ୍ୟା ଶିଶୁମାନଙ୍କଠାରେ ଦେଖିବାକୁ ମିଳିଥାଏ। ଏକ ଆକଳନରୁ ଜଣାପଡିଛି ଯେ, ଶତକଡା ତିନି ଭାଗ ଶିଶୁ ଅଟିଜିମ୍‌ର ଶିକାର ହୋଇଥାଆନ୍ତି। ଏ କ୍ଷେତ୍ରରେ ସଚେତନତା ବୃଦ୍ଧି…

୨ ଫାଇଲ ହଜିବା ଘଟଣା, ନବୀନ ଜେରା ହୋଇପାରନ୍ତି କହିଲେ ମନ୍ତ୍ରୀ ପୂଜାରୀ

ଭୁବନେଶ୍ୱର,୧୮।୬(ସୁନିତ୍‌ ମିଶ୍ର):ନିକଟରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ୨ଟି କମିଶନଙ୍କ ରିପୋର୍ଟ ସମ୍ପର୍କିତ ଫାଇଲ୍‌ ହଜିଥିବା ଅଭିଯୋଗ ହୋଇଛି। ଗୃହ ବିଭାଗ ପକ୍ଷରୁ ଏନେଇ କ୍ୟାପିଟାଲ ଥାନାରେ ମଧ୍ୟ ଅଭିଯୋଗ…

ଓଏଏସ୍‌ ଅଧିକାରୀ ସ୍ତରରେ ଅଦଳବଦଳ, ୨ ଦିନ ମଧ୍ୟରେ ପୁରୁଣା ଦାୟିତ୍ୱରୁ ମୁକ୍ତ….

ଭୁବନେଶ୍ୱର,୧୮।୬(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି । ଓଏସ୍‌ଡିଏମ୍‌ଏ (ଓସ୍‌ଡମା)ର ମୁଖ୍ୟ ମହାପ୍ରବନ୍ଧକ ଥିବା ସୁବୋଧ ଚନ୍ଦ୍ର ଆଚାର୍ଯ୍ୟଙ୍କୁ…

ଦୁଇ ସମ୍ପ୍ରଦାୟର ସ୍ଥିତି

ଭାରତରେ ଜୈନ ଏବଂ ୟୁରୋପର ଇହୁଦୀ ସମ୍ପ୍ରଦାୟ ମଧ୍ୟରେ ତୁଳନା କଲେ ଜଣାଯାଏ ଯେ ଏହି ଦୁଇ ସଂଖ୍ୟାଲଘୁ ସମ୍ପ୍ରଦାୟ ନିଜ ଜନସଂଖ୍ୟା ତୁଳନାରେ ଅର୍ଥନୈତିକ କ୍ଷେତ୍ରରେ…

ବରଗଡ଼ରେ ବଢ଼ିଲା ସ୍କୁଲ-କଲେଜ ଛୁଟି ଅବଧି, ଏହି ଦିନ ଖୋଲିବ

ବରଗଡ଼,୧୮।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କୁଲ, କଲେଜର ଗ୍ରୀଷ୍ମ ଅବକାଶ(ଖରାଛୁଟି) ଅବଧିକୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ପାଣିପାଗ ବିଭାଗର ରିପୋର୍ଟକୁ ନେଇ…

୪ ନୂଆ ଟାଉନ୍‌ ପ୍ଲାନ୍‌ ସ୍କିମ୍‌ ଘୋଷଣାକଲା ବିଡିଏ

ଭୁବନେଶ୍ୱର,୧୮ା୬(ରବିନାରାୟଣ ଜେନା): ଓଡ଼ିଶା ଉନ୍ନୟନ କର୍ତ୍ତୃପକ୍ଷ (ଓଡିଏ) ଆକ୍ଟର ୧୯୮୨ର ଧାରା ୨୩(୧)ର ବ୍ୟବସ୍ଥା ଅନୁଯାୟୀ, ବିଡିଏ ଭୁବନେଶ୍ୱର ବିକାଶ ଯୋଜନା ଅଞ୍ଚଳ (ବିଡିପିଏ)ରେ ୪ଟି ନୂଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri