Posted inଜାତୀୟ

ମୋଦିଙ୍କ ମୌସୁରୁ ଗସ୍ତରେ ଖର୍ଚ୍ଚ ୮୦ ଲକ୍ଷ ଟଙ୍କା ଭରଣା କରିବେ କର୍ନାଟକ ସରକାର

ବେଙ୍ଗାଲୁରୁ,୨୮।୫: କର୍ନାଟକ ବନ ବିଭାଗ ମନ୍ତ୍ରୀ ଈଶ୍ୱର ଖଣ୍ଡ୍ରେ ସୋମବାର କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସ୍ବାଗତ କରିବା ପାଇଁ ରାଜ୍ୟ ସରକାର ଖର୍ଚ୍ଚ କରିଥିବା ୮୦ ଲକ୍ଷ ଟଙ୍କା ଫେରସ୍ତ କରିବେ। ପ୍ରଧାନମନ୍ତ୍ରୀ ମୋଦି ଗତ ବର୍ଷ ଏପ୍ରିଲରେ ‘ପ୍ରୋଜେକ୍ଟ ଟାଇଗର’ର ୫୦ ବର୍ଷ ପୂର୍ତ୍ତି ସ୍ମୃତି ଉଦ୍ଦେଶ୍ୟରେ ମୌସୁରୁ ଆସିଥିଲେ।

ସେହି ସମୟରେ କର୍ନାଟକରେ ବିଧାନସଭା ନିର୍ବାଚନ ହେତୁ ମଡେଲ ଆଚରଣ ସଂହିତା କାର୍ଯ୍ୟକାରୀ ଥିବାରୁ ରାଜ୍ୟ ସରକାର ଏହି କାର୍ଯ୍ୟକ୍ରମ (ପ୍ରୋଜେକ୍ଟ ଟାଇଗର) ଯୋଜନାରେ ଜଡିତ ନଥିଲେ। ତେଣୁ ଏହା ସମ୍ପୂର୍ଣ୍ଣ ଭାବେ ଏକ କେନ୍ଦ୍ର ସରକାରୀ କାର୍ଯ୍ୟକ୍ରମ ଥିଲା। କେନ୍ଦ୍ର ପ୍ରାୟ ୩କୋଟି ଟଙ୍କା ଖର୍ଚ୍ଚ କରିବାକୁ ଯୋଜନା କରିଥିଲା ବୋଲି ମନ୍ତ୍ରୀଙ୍କ କାର୍ଯ୍ୟାଳୟ ବିବୃତ୍ତିରେ କହିଛି ଯେ ପ୍ରଧାନମନ୍ତ୍ରୀ ଆସିବା ପରେ ତାଙ୍କୁ ହୋଷ୍ଟ କରାଯାଏ। ‘ପ୍ରୋଜେକ୍ଟ ଟାଇଗର’ର ୫୦ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ମୌସୁରୁ-ବାନ୍ଦିପୁର ଗସ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri