ସିଙ୍ଗାପୁରରେ ‘ଦ କଶ୍ମୀର ଫାଇଲ୍ସ’ ଉପରେ ଲାଗିଲା ପ୍ରତିବନ୍ଧକ

କଶ୍ମୀର ପଣ୍ଡିତଙ୍କ ନରସଂହାର ଉପରେ ଆଧାରିତ ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’ ବକ୍ସ ଅଫିସରେ ଧମାଲ କରିଛି। ସାରା ବିଶ୍ୱରେ ୩୩୭ କୋଟି ଟଙ୍କା ଆୟ କରିଥିବା ଏହି ଫିଲ୍ମଟି ରିଲିଜ ହେବା ପରଠାରୁ ସାରା ବିଶ୍ୱରେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଫିଲ୍ମ ପୁଣି ଥରେ ବିବାଦରେ ଛନ୍ଦି ହୋଇପଡିଛି। ବିବେକ ଅଗ୍ନିହୋତ୍ରୀଙ୍କ ନିର୍ଦ୍ଦେଶିତ ‘ଦ କଶ୍ମୀର ଫାଇଲ୍ସ’କୁ ସିଙ୍ଗାପୁରରେ ନିଷିଦ୍ଧ କରାଯାଇଛି।
ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’ ଉପରେ ସିଙ୍ଗାପୁର ସରକାର ପ୍ରତିବନ୍ଧକ ଲଗାଯାଇଛନ୍ତି। ସିଙ୍ଗାପୁର କର୍ତ୍ତୃପକ୍ଷ କହିଛନ୍ତି, ଏହି ଫିଲ୍ମ ବିଭିନ୍ନ ସମ୍ପ୍ରଦାୟରେ ପାର୍ଥକ୍ୟକୁ ପ୍ରୋତ୍ସାହନ ଦେଇପାରେ। ଆମ ସମାଜରେ ଧାର୍ମିକ ଏକତା ରହିଛି। ଏହି ଫିଲ୍ମ ଏକତା ଭଙ୍ଗ କରିପାରେ। କେବଳ ଏତିକି ନୁହେଁ, ଏହି ଫିଲ୍ମର କାହାଣୀ ଏକପାଖିଆ ଭାବରେ ମଧ୍ୟ ବର୍ଣ୍ଣନା କରାଯାଇଥିବା କୁହାଯାଇଛି।
ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’ ମାର୍ଚ୍ଚ ୧୧ରେ ଭାରତରେ ମୁକ୍ତିଲାଭ କରିଥିଲା। ରିଲିଜ୍‌ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନେକ ସେଲିବ୍ରିଟି ଫିଲ୍ମକୁ ପ୍ରଶଂସା କରିଥିଲେ। ଏହି ଫିଲ୍ମଟି ଭାଜପା ଶାସିତ ଅଧିକାଂଶ ରାଜ୍ୟରେ ଟିକସମୁକ୍ତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭତ୍ତା ପାଇଁ ଶାଶୁଙ୍କୁ ୯ କି.ମି. ପିଠିରେ ବୋହିଲେ ବୋହୂ

ଅମ୍ବିକାପୁର,୨୫ା୫: ଛତିଶଗଡ଼ର ସୁର୍ଗୁଜା ଜିଲାରେ ଜଣେ ମହିଳା ତାଙ୍କ ୯୦ ବର୍ଷୀୟା ଶାଶୁଙ୍କ ଭତ୍ତା ଟଙ୍କା ଉଠାଇବା ପାଇଁ ପିଠିରେ ୯ କି.ମି. ବୋହି ବ୍ୟାଙ୍କକୁ ଯିବା…

ସାହିତ୍ୟରେ ଶସ୍ତା ରାଜନୀତି

ହଁଆଜ୍ଞା, ଅକବି ଓ ଅଲେଖକ ପ୍ରବଳ! ଚିନ୍ତାରେ କବି ଓ ଲେଖକକୁଳ। ସବଳ ଡମ୍ଫା,ଡହରା,ଟାଉଟର। ଦୁର୍ବଳ, ସ୍ରଷ୍ଟା, ସାଧକ, କଳାକାର। କବିବର ରାଧାନାଥ ରାୟଙ୍କ କାଳଜୟୀ କବିତାଂଶ;…

ଡାଇବେଟିସ୍‌ ଥିଲେ ରୁହନ୍ତୁ ସତର୍କ, ଏଥିରୁ ମୁକ୍ତି ପାଇବା ପାଇଁ ଆପଣାନ୍ତୁ…

ବର୍ତ୍ତମାନ ଏଭଳି ସମୟ ଆସିଛି, ଯେତେବେଳେ ଆମେ ନିଜ ସ୍ବାସ୍ଥ୍ୟ ପ୍ରତି ଅଧିକ ସଚେତନ ରହିବା ନିହାତି ଦରକାର। ଯଦି ଆପଣଙ୍କର ଡାଇବେଟିସ୍‌ କିମ୍ବା ରକ୍ତଚାପ ପରି…

ବ୍ରିକ୍ସ: ସାମର୍ଥ୍ୟ ଅଛି ଶକ୍ତି ନାହିଁ

ବ୍ରିକ୍ସ କ୍ରମଶଃ ପ୍ରତିଷ୍ଠା ଲାଭ କଲେ ମଧ୍ୟ ଅନ୍ତର୍ଜାତୀୟ ଆହ୍ବାନଗୁଡିକୁ ମୁକାବିଲା କରିବାରେ ସଫଳ ହୋଇପାରୁନାହିଁ। ସେଥିପାଇଁ ଚଳିତ ମାସରେ ନୂଆଦିଲ୍ଲୀରେ ଅନୁଷ୍ଠିତ ବ୍ରିକ୍ସ ବୈଦେଶିକ ମନ୍ତ୍ରୀଙ୍କ…

ନକଲି ଆଇନଜୀବୀ

ଦେଶରେ ଥିବା ଆଇନଜୀବୀଙ୍କ ଶିକ୍ଷାଗତ ଯୋଗ୍ୟତା ଯାଞ୍ଚ ଲାଗି ବାର୍‌ କାଉନ୍‌ସିଲ୍‌ ଅଫ୍‌ ଇଣ୍ଡିଆ (ବିସିଆଇ) ପକ୍ଷରୁ ୨୦୨୫ ଜାନୁଆରୀରେ ଏକ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଏଥିରେ…

ବୋମା ତିଆରି ପାଇଁ ଏଆଇ ପ୍ଲାଟ୍‌ଫର୍ମ ବ୍ୟବହାର କରିଥିଲେ ଅଭିଯୁକ୍ତ

ନୂଆଦିଲ୍ଲୀ,୨୫ା୫(ପି.ଟି.):ଦିଲ୍ଲୀ ଲାଲ୍‌କିଲ୍ଲା ବିସ୍ଫୋରଣ ମାମଲାରେ ଚାର୍ଜଶିଟ୍‌ ହୋଇଥିବା ଅଭିଯୁକ୍ତଙ୍କର ବୈଶ୍ୱିକ ଆତଙ୍କବାଦୀ ସଂଗଠନ ଅଲ୍‌କାଏଦା ସହ ସମ୍ପୃକ୍ତି ରହିଛି ଓ ସେ ବୋମା ପ୍ରସ୍ତୁତି ପାଇଁ ଆର୍ଟିଫିସିଆଲ…

ମୋଦିଙ୍କୁ ପ୍ରଶଂସା କଲେ ଟ୍ରମ୍ପ୍‌

ନୂଆଦିଲ୍ଲୀ,୨୫ା୫: ଭାରତ ଗସ୍ତରେ ଆସିଥିବା ଆମେରିକା ପରରାଷ୍ଟ୍ର ସଚିବ ମାର୍କୋ ରୁବିଓ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆଲୋଚନା କରୁଥିବାବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ହଠାତ୍‌…

ଭାରତକୁ ଟାର୍ଗେଟ କରାଯାଇନି: ରୁବିଓ

ନୂଆଦିଲ୍ଲୀ,୨୫ା୫(ପି.ଟି.): ଭାରତ ଓ ଆମେରିକା ମଧ୍ୟରେ ବହୁପ୍ରତୀକ୍ଷିତ ବାଣିଜ୍ୟ ଚୁକ୍ତିନାମା ଖୁବ୍‌ଶୀଘ୍ର ଚୂଡ଼ାନ୍ତ ହେବାକୁ ଯାଉଛି, ଯାହା ଉଭୟ ଦେଶ ପାଇଁ ଲାଭଦାୟକ ଏବଂ ସ୍ଥାୟୀ ହେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri