‘ଦ କଶ୍ମୀର ଫାଇଲ୍ସ’କୁ ନେଇ ଚର୍ଚ୍ଚାରେ ଥିବା ନିର୍ଦ୍ଦେଶକ ବିବେକଙ୍କ ଲଭ୍‌ଷ୍ଟୋରୀ: କିଛି ଏଭଳି…

ବମ୍ବେ: ଗତ ଶୁକ୍ରବାର ରିଲିଜ ହୋଇଥିବା ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’ ବକ୍ସ ଅଫିସରେ ନୂଆ କୀର୍ତ୍ତିମାନ ରଚୁଛି। ଦର୍ଶକମାନେ ଏହାକୁ ବେଶ ପସନ୍ଦ କରୁଥିବା ବେଳେ ଦିନକୁ ଦିନ ଏହାର ବ୍ୟବସାୟ ବଢ଼ିବାରେ ଲାଗିଛି। କଶ୍ମୀର ପଣ୍ଡିତମାନଙ୍କ ଉପରେ ଆଧାରିତ ସତ୍ୟ ଘଟଣାକୁ ପରଦାରେ ଦେଖାଇଥିବାକୁ ନେଇ ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀଙ୍କ ପ୍ରଶଂସା କରାଯାଉଛି। ଏସବୁ ଭିତରେ ଖୁବ୍‌ କମ୍‌ ଲୋକ ଜାଣନ୍ତି ଫିଲ୍ମର ସଫଳତା ବିବେକଙ୍କ ପାଇଁ ଭିନ୍ନ କାରଣକୁ ନେଇ ସ୍ବତନ୍ତ୍ର ମଧ୍ୟ ଥିଲା। କାରଣ ତାଙ୍କ ସ୍ତ୍ରୀ ପଲ୍ଲବୀ ଜୋଶୀ ଏଥିରେ ମୁଖ୍ୟ ଭୂମିକାରେ ଥିଲେ।

୧୯୯୭ରେ ପଲ୍ଲବୀଙ୍କୁ ବିବାହ କରିଥିଲେ ବିବେକ। ଏକ କନ୍ସର୍ଟରେ ପରସ୍ପରକୁ ଭେଟିଥିଲେ ସେ। ପ୍ରଥମ ଦେଖାରେ କିନ୍ତୁ ବିବେକଙ୍କୁ ଗର୍ବି ବୋଲି ଭାବିଥିଲେ ପଲ୍ଲବୀ। ହେଲେ ପରବର୍ତ୍ତୀ ସମୟରେ ଉଭୟ ଅନେକ ପ୍ରୋଜେକ୍ଟରେ ଏକାଠି କାମ କରିଥିଲେ। ଧିରେ ଧିରେ ସମ୍ପର୍କ ଆଗକୁ ବଢ଼ିଥିଲା। ତିନି ବର୍ଷ ଧରି ପରସ୍ପରକୁ ଡେଟ୍‌ କରିବା ପରେ ସେମାନେ ବିବାହ କରିଥିଲେ।

ପଲ୍ଲବୀ ପିଲାଦିନୁ ଅଭିନୟରେ ରୁଚି ରଖିଥିଲେ। ଶିଶୁ କଳାକାର ଭାବେ ସେ ଅନେକ ବଲିଉଡ ଫିଲ୍ମରେ କାମ କରିଛନ୍ତି। ୯୦ ଦଶକରେ ଦୁରଦର୍ଶନରେ ପ୍ରସାରିତ ହେଉଥିବା ଅନେକ ଟେଲିଭିଜନ ଧାରାବାହିକରେ ସେ ଅଭିନୟ କରିଛନ୍ତି। ଧାରାବାହିକ ‘ଅଳ୍ପବିରାମ’ରେ ସେ ବଳାତ୍କାର ପୀଡ଼ିତାଙ୍କ ଭୂମିକାରେ ନଜର ଆସିଥିଲେ। ବଲିଉଡ୍‌ ଏବଂ ଧାରାବାହିକ ଛଡ଼ା ସେ ମରାଠୀ ଚଳଚ୍ଚିତ୍ରରେ କାମ କରିଛନ୍ତି। ଫିଲ୍ମ ‘ଦ ତାଶକଣ୍ଡ ଫାଇଲ୍ସ’ ପାଇଁ ସେ ଜାତୀୟ ପୁରସ୍କାର ମଧ୍ୟ ଜିତିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଖାର୍ଗେଙ୍କ ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ଗର୍ଜିଲେ ପ୍ରିୟଙ୍କା ଗାନ୍ଧୀ, ଦେଶବ୍ୟାପୀ ସତ୍ୟାଗ୍ରହ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୩।୮: ଉତ୍ତରାଖଣ୍ଡର ହଲଦ୍ୱାନୀରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ‘ବିଜୟ ଶଙ୍ଖନାଦ’ ରାଲିରେ ଯେଉଁ ମଞ୍ଚରେ ଭାଷଣ ଦେଇଥିଲେ, ସେହି ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ବିବାଦ…

ହରସିମରତ କୌର ବାଦଲଙ୍କୁ ଫୋନ କଲେ ମୋଦି, ପଚାରି ବୁଝିଲେ…

ନୂଆଦିଲ୍ଲୀ,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିରୋମଣି ଅକାଳୀ ଦଳ (SAD) ମୁଖ୍ୟ ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ସୂତ୍ର…

ଚିଲିକା ହତ୍ୟା ମାମଲାର ପର୍ଦ୍ଦାଫାଶ କଲା ପୋଲିସ, ଜାଣନ୍ତୁ ହତ୍ୟା ପଛର ବଡ଼ ରହସ୍ୟ…

କୃଷ୍ଣପ୍ରସାଦ,୧୩।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କୁମାରପୁର ଚିଲିକା ହ୍ରଦରେ ଗତ ୧୧ ତାରିଖରେ ଘଟିଥିବା ନାବାଳକ ହତ୍ୟା ଘଟଣାରେ ପୁରୀ ପୋଲିକୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri