ଗୋଲଡେନ ଫିଲ୍ମ ଆୱାର୍ଡ ଜିତିଲା ‘ଦ କଶ୍ମୀର ଫାଇଲ୍ସ’

ମୁମ୍ବାଇ: ବଲିଉଡ ଫଲ୍ମ ନିର୍ମାତା ବିବେକ ରଞ୍ଜନ ଅଗ୍ନିହୋତ୍ରଙ୍କ ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’ର ନାଁରେ ଆଉ ଏକ ସଫଳତା ଯୋଡି ହୋଇ ଯାଇଛି । ଫିଲ୍ମକୁ ନିକଟରେ ଆୟୋଜିତ ହୋଇଥିବା ଭାରତୀୟ ଟେଲିଭିଜନ ପୁରସ୍କାର(ଆଇଟିଏ-୨୦୨୨)ରେ ସମ୍ମାନୀତ କରାଯାଇଛି ।
ଚଳିତ ବର୍ଷ ରିଲିଜ୍ ହୋଇଥିବା ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’କୁ ନେଇ ବହୁ ବିବାଦ ମୁଣ୍ଡ ଟେକିଥିଲା । ଫିଲ୍ମଟି ଅନେକେ ଦର୍ଶକଙ୍କୁ ପସନ୍ଦ ଆସିଥିବା ବେଳେ ଅନେକେ ଏହାକୁ ପ୍ରୋପାଗେଣ୍ଡା କହି ଆଲୋଚନା ବି କରିଥିଲେ । ବିବେକ ଅଗ୍ନିହୋତ୍ରୀଙ୍କ ଏହି ଫିଲ୍ମ ଏହାର ଏକ ଭିନ୍ନ କାହାଣୀକୁ ନେଇ ଭାରତୀୟ ସିନେମାରେ ଏକ ବଡ ପ୍ରଭାବ ସୃଷ୍ଟି କରିଛି । ନିର୍ଦ୍ଦେଶକ ଭାବେ ବିବେକ ଅଗ୍ନିହୋତ୍ରୀଙ୍କୁ ବି ବହୁତ ପ୍ରଶଂସା ମିଳିଛି । ଏବେ ଏହି ଫିଲ୍ମକୁ ଭାରତୀୟ ଟେଲିଭିଜନ ପୁରସ୍କାର(ଆଇଟିଏ)ରେ ଭାରତୀୟ ସିନେମାର ଗୋଲଡେନ ଫିଲ୍ମ ଭାବେ ସମ୍ମାନୀତ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?