ଦୁଇ ଘଣ୍ଟା ବିଳମ୍ବରେ ଛାଡ଼ିଲା କେନ୍ଦୁଝର-ଭୁବନେଶ୍ୱର ଟ୍ରେନ୍‌

କେନ୍ଦୁଝର,୧୮।୧(ସ୍ବ.ପ୍ର.): କେନ୍ଦୁଝର-ଭୁବନେଶ୍ୱର ଟ୍ରେନ୍‌ ବୁଧବାର ୨ ଘଣ୍ଟା ବିଳମ୍ବରେ କେନ୍ଦୁଝରଗଡ଼ ଷ୍ଟେଶନରୁ ଛାଡ଼ିଛି। ଇଞ୍ଜିନରେ ସମସ୍ୟା ଦେଖାଦେବାରୁ ଏଭଳି ଘଟିଥିବା ଜଣାପଡ଼ିଛି। ଫଳରେ ଯାତ୍ରୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ତେବେ ବିଳମ୍ବକୁ ନେଇ ରେଳ ବିଭାଗ ପକ୍ଷରୁ କୌଣସି ସୂଚନା ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ବି ସରିଲାନି ମେଗା ଜଳଯୋଗାଣ ପ୍ରକଳ୍ପ

ଯାଜପୁର ଅଫିସ,୨୮।୧୨: ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ(ଆର୍‌ଡବ୍ଲ୍ୟୁଏସ୍‌ଏସ୍‌) ବିଭାଗ ପକ୍ଷରୁ ମିଳିଥିବା ତଥ୍ୟ ଅନୁସାରେ ରାଜ୍ୟର ୮ ଜିଲାର ଖଣି ପ୍ରଭାବିତ ଅଞ୍ଚଳବାସୀଙ୍କ ପାଇଁ ପାନୀୟ...

ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ହତ୍ୟା ଘଟଣା: ହତ୍ୟାକାରୀଙ୍କ ନିକଟତର ପୋଲିସ

ଫୁଲବାଣୀ ଅଫିସ, ୨୭ା୧୨: କନ୍ଧମାଳ ଜିଲା ବାଲିଗୁଡା ଅଞ୍ଚଳର ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡାଙ୍କୁ ତାଙ୍କ ଘର ସମ୍ମୁଖରେ ଗୁଳିକରି ହତ୍ୟା କରିବା ଘଟଣାରେ...

ସ୍ବପ୍ନ ପାଲଟିଛି ଯାତ୍ରୀବାହୀ ଟ୍ରେନ୍‌ ଚଳାଚଳ

କେନ୍ଦୁଝର, ୧୨ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ଅନ୍ତର୍ଗତ ବଲାଣିସ୍ଥିତ ବଲାଣି ଖାଦାନ ଷ୍ଟେଶନ କାର୍ଯ୍ୟକ୍ଷମ ହେବାର ୬୦ ବର୍ଷ ଅତିକ୍ରମ କରିଛି।...

୮୦୬ ଗାଡ଼ି ଜବତ

କେନ୍ଦୁଝର, ୭ା୪(ଡି.ଏନ୍‌.ଏ./ସ୍ବ.ପ୍ର.)- ଲକ୍‌ ଡାଉନ କଟକଣା ଉଲ୍ଲଂଘନ କାରଣରୁ କେନ୍ଦୁଝର ଜିଲାରେ ୮୦୬ ଗାଡ଼ି ଜବତ ହୋଇଛି। ୫୫ ଜଣଙ୍କ ନାମରେ ପୋଲିସ ମାମଲା ରୁଜୁ...

ଦ.ପୂ. ରେଳପଥ ଜିଏମ୍‌ଙ୍କ ବଡ଼ବିଲ ଗସ୍ତ: ବଡ଼ବିଲ-ବାଂଶପାଣି ରେଳପଥ ଦାବି ଦୋହରାଇଲା ବିକାଶ ପରିଷଦ

ବଡ଼ବିଲ,୨୯।୯(ସ୍ବ.ପ୍ର.)- ଦ.ପୂ. ରେଳବାଇ ଜିଏମ ସଞ୍ଜୟ କୁମାର ମହାନ୍ତି ଶନିବାର ସାରେ କେନ୍ଦୁଝର ଜିଲା ବଡ଼ବିଲ ରେଳଷ୍ଟେଶନ ପରିଦର୍ଶନରେ ଆସି ପହଞ୍ଚିଥିଲେ। ଏହି ଅବସରରେ ବଡ଼ବିଲ...

ସହଯୋଗ ମାଗିଲେ ଦିଲୀରେ ଅଟକି ରହିଥିବା ଶ୍ରମିକ

ସମ୍ବଲପୁର,୨୮।୩ (ବ୍ୟୁରୋ)- ସମ୍ବଲପୁର ଜିଲା ମେଘପାଳ ଗ୍ରାମଞ୍ଚାତୟର ୩୦ ଶ୍ରମିକ ଦିଲୀରେ ଫସି ରହିଛନ୍ତି । ଉଦ୍ଧାର ଲାଗି ସେମାନେ ସୋସିଆଲ ମିଡିଆରେ ରାଜ୍ୟ ସରକାରଙ୍କ...

ବିପଦ୍‌ ଅବସ୍‌ତାରେ ବାଲସି ସ୍ବାସ୍ଥ୍ୟସେବା କେନ୍ଦ୍ର

କେସିଙ୍ଗା, ୨୮।୫ (ଡି.ଏନ୍‌.ଏ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧୀନରେ ଥିବାର ବାଲସି ସ୍ବାସ୍ଥ୍ୟସେବା କେନ୍ଦ୍ର ବହୁତ ବଛର ହେଲା...

କଟ୍‌ନୀ ଆଳରେ ଚାଷୀଙ୍କୁ ଲୁଟ୍‌

ବରଗଡ଼ ଅଫିସ୍‌,୯।୧୨: ଚିରାଚରିତ ଢଙ୍ଗରେ ଚାଲିଥିବା ଧାନ ସଂଗ୍ରହ ପ୍ରକ୍ରିୟାରେ ଚାଷୀ ପେଷି ହୋଇ ଗଲେଣି। ଧାନ କିଣାବିକା ସମୟରେ ଗୁଣବତ୍ତାକୁ ନେଇ କଟ୍‌ନୀଛଟ୍‌ନୀ ଆଳ...

Advertisement
Archives

Model This Week