ଦି କେରଲା ଷ୍ଟୋରି: ସୁପ୍ରିମକୋର୍ଟରେ ପହଞ୍ଚିଲା ମାମଲା, ମେ ୧୫ରେ ଶୁଣାଣି

ନୂଆଦିଲ୍ଲୀ,୯।୫: ରିଲିଜ୍‌ ପରେ ଦି କେରଲା ଷ୍ଟୋରି ବିବାଦ ଘେରରେ ଛନ୍ଦି ହୋଇ ରହିଛି। ତେବେ ଏହି ମଧ୍ୟରେ ଯାଚିକାକର୍ତ୍ତା କେରଳ ହାଇକୋର୍ଟଙ୍କ ଆଦେଶକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟ ମାମଲାର ଶୁଣାଣି ପାଇଁ ପହଞ୍ଚିଛନ୍ତି। ଫିଲ୍ମକୁ ବ୍ୟାନ କରିବା ପାଇଁ ଅଭିଯୋଗରେ ସୁପ୍ରିମକୋର୍ଟରେ ଯାଚିକା ଦାଖଲ କରାଯାଇଛି। ବରିଷ୍ଠ ସକିଲ କପିଲ ଶିବଲ ମାମଲାର ଶୀଘ୍ର ଶୁଣାଣି ପାଇଁ ଅନୁରୋଧ କରିଛନ୍ତି। ମୁଖ୍ୟ ବିଚାରପତି ମେ ୧୫ରେ ଏହି ମାମଲାର ଶୁଣାଣି ପାଇଁ ନିର୍ଦ୍ଧିଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଦୁଅ ରାସ୍ତା, ଅଧାବାଟରୁ ଫେରିଲା ମୁଖ୍ୟମନ୍ତ୍ରୀ ବସ୍‌

ଲୋଇସିଂହା,୨୪।୬(ସୁଶାନ୍ତ ବାରିକ):ବର୍ଷାରେ କେନାଲ ରାସ୍ତା କାଦୁଅ ହୋଇ ପଡିଥିବାରୁ ଆଗଲପୁରରୁ ପଟୁଆପାଲିକୁ ଚାଲୁଥିବା ମୁଖ୍ୟମନ୍ତ୍ରୀ ବସ୍‌ ଗତ ଦୁଇ ଦିନ ହେବ ଅଧାବାଟରୁ ଫେରୁଥିବା ଅଭିଯୋଗ ହୋଇଛି।…

ଫୁଟ୍‌ପାଥରେ ଶୋଇଥିବାବେଳେ ନାବାଳିକାଙ୍କୁ ଅପହରଣ କରିନେଇ ବଳାତ୍କାର କଲେ ଟ୍ୟାକ୍ସି ଡ୍ରାଇଭର, ଆଉ ତା’ପରେ…

ନୂଆଦିଲ୍ଲୀ,୨୪ା୬: ଦକ୍ଷିଣ ଦିଲ୍ଲୀର ମେହରୋଲି ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିନେଇ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୧ ବର୍ଷୀୟା ବାଳିକା ତାଙ୍କ ପରିବାର…

ମିଳିନି ଧାନବିକ୍ରି ଟୋକନ:ଇଚ୍ଛାମୃତ୍ୟୁ ଆବେଦନ କଲେ ଚାଷୀ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ): ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଯାଇଛି। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀଙ୍କୁ ଗତ ରବିରେ ଅମଳ ଧାନ ବିକ୍ରି ପାଇଁ ଟୋକନ ମିଳିପାରି…

ଟଙ୍କା ଦେଣନେଣ କାରବାରରୁ ହତ୍ୟା, ଧରାପଡ଼ିଲେ ଅଭିଯୁକ୍ତ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ କେନାଲରୁ ବାହାରିଥିବା ରେଶମ ପ୍ରଶାଖା କେନାଲ ବ୍ରିଜ୍‌ ନିକଟରୁ ରବିବାର ଜବତ ହୋଇଥିବା ମୃତ ମହିଳାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚନ ହୋଇଛି।…

ରାସ୍ତା ପାଲଟିଛି ମରଣଯନ୍ତା: ହାଇୱା ଗାଡ଼ି ଚଳାଚଳରୁ ରାସ୍ତା କ୍ଷତିଗ୍ରସ୍ତ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ବିଭିନ୍ନ ରାସ୍ତାର ଉନ୍ନତିକରଣ ପାଇଁ ରାଜ୍ୟ ସରକାର କୋଟିକୋଟି ଟଙ୍କା ଅନୁଦାନ ଦେଉଛନ୍ତି। ଏହି ଯୋଜନାରେ ରାସ୍ତାଘାଟ ମଧ୍ୟ ନିର୍ମିତ ହେଉଛି।…

ଶିଶୁ ଓ ସୋସିଆଲ ମିଡିଆ

ଡିଜିଟାଲ ଯୁଗରେ ସାମାଜିକ ଗଣମାଧ୍ୟମର ପ୍ରାବଲ୍ୟତା ବଢ଼ିବାରେ ଲାଗିଛି। ଏହାର ପ୍ରଭାବ ଶିଶୁ ଓ କିଶୋରଙ୍କ ଉପରେ ଅତ୍ୟଧିକ ମାତ୍ରାରେ ପଡ଼ୁଥିବାରୁ ନିର୍ଦ୍ଦିଷ୍ଟ ବୟସ ବର୍ଗ ପାଇଁ…

ତୁଟିନି ଧାନବିକ୍ରି ସମସ୍ୟା, ତାତି ଉଠିଲେ ଚାଷୀ: ଦାବି ପୂରଣ ନହେଲେ…

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ଖରିଫ ଚାଷ କାର୍ଯ୍ୟ ସମୟ ଆସି ଯାଇଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଚାଷୀମାନେ ରବିରେ ଅମଳ ଧାନକୁ ବିକ୍ରି କରି ପାରି ନାହାନ୍ତି। ଟୋକନ…

ବିବାହ ପାଇଁ କଥା ଦେଇଥିବା ପ୍ରେମିକା ରଚିଲେ ହତ୍ୟା ଷଡ଼ଯନ୍ତ୍ର: ଭାବି ସ୍ବାମୀଙ୍କୁ…ପୂରା ଘଟଣା ଜାଣିଲେ ଥରିଉଠିବ ଛାତି

ପୁଣେ,୨୪ା୬: ପୁଣେର ଲୋହାଗଡ଼ ଦୁର୍ଗରେ ଗତ ୧୮ ତାରିଖରେ ୨୫ ବର୍ଷୀୟ ରିୟଲ ଇଷ୍ଟେଟ୍‌ ବ୍ୟବସାୟୀ କେତନ ବିଶାଲ ଅଗ୍ରଓ୍ବାଲଙ୍କର ମୃତ୍ୟୁ ଦୁର୍ଘଟଣାବଶତଃ ଖସିପଡ଼ି ହୋଇଥିଲା ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri