‘କେରଲା ଷ୍ଟୋରି’ ସଫଳତା ପରେ ଆଗାମୀ ଫିଲ୍ମକୁ ନେଇ ଘୋଷଣା କଲେ ନିର୍ଦ୍ଦେଶକ, ଜାଣନ୍ତୁ କାହା ଉପରେ ହେବ ଆଧାରିତ

ମୁମ୍ବାଇ: ସୁଦୀପ୍ତୋ ସେନଙ୍କ ନିର୍ଦ୍ଦେଶିତ ଚଳଚ୍ଚିତ୍ର ‘ଦ କେରଲା ଷ୍ଟୋରି’ ବକ୍ସ ଅଫିସରେ ଭଲ ବ୍ୟବସାୟ କରିଛି। ବାସ୍ତବ ଜୀବନ ସହିତ ଜଡିତ ଏହି ଚଳଚ୍ଚିତ୍ରର କାହାଣୀକୁ ଲୋକମାନେ ପସନ୍ଦ କରିଛନ୍ତି । ଏହି କାରଣରୁ ଏହି ଚଳଚ୍ଚିତ୍ରଟି ବକ୍ସ ଅଫିସରେ ୨୩୮ କୋଟିରୁ ଅଧିକ ଆୟ କରିଛି। ତେବେ ‘ଦ କେରଲା ଷ୍ଟୋରି’ର ସଫଳତାକୁ ଦେଖି ବର୍ତ୍ତମାନ ନିର୍ଦ୍ଦେଶକ ତାଙ୍କର ଦ୍ୱିତୀୟ ଚଳଚ୍ଚିତ୍ର ଘୋଷଣା କରିଛନ୍ତି।

‘କେରଲା ଷ୍ଟୋରି’ ପରେ ନିର୍ଦ୍ଦେଶକ ତାଙ୍କର ପରବର୍ତ୍ତୀ ପ୍ରୋଜେକ୍ଟରେ ପାଇଁ ବ୍ୟସ୍ତ ଅଛନ୍ତି। ଏହି ଚଳଚ୍ଚିତ୍ରଟି ଭାରତରେ ମାଓବାଦୀ ଆନ୍ଦୋଳନର ପ୍ରାୟ ୫୦ ବର୍ଷ ବିଷୟରେ ନିର୍ମାଣ ହେବ। ସୁଦୀପ୍ତୋ ସେନ ଏ ବିଷୟରେ କୁହିଛନ୍ତି, ମୋର ପରବର୍ତ୍ତୀ ଚଳଚ୍ଚିତ୍ର ହେଉଛି ଭାରତରେ ମାଓବାଦୀ ଆନ୍ଦୋଳନର ପ୍ରାୟ ୫୦ ବର୍ଷ ବିଷୟରେ ହେବ। ‘କେରଲା ଷ୍ଟୋରି’ ର ପ୍ରଡ୍ୟୁସର ବିପୁଲ ଶାହା ଜୀଙ୍କ ପାଇଁ ମୁଁ ଏହି ଚଳଚ୍ଚିତ୍ରର ନିର୍ଦ୍ଦେଶନା ଦେବି। ତାଙ୍କ ସହ ‘କେରଲା ଷ୍ଟୋରି’ ରେ କାମ କରିବା ଅତ୍ୟନ୍ତ ସନ୍ତୋଷଜନକ ଅନୁଭୂତି ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...

ୟୁଟ୍ୟୁବ ଦେଖି ଅପରେଶନ କଲେ କ୍ଲିନିକ୍ ମାଲିକ ଓ ଭଣଜା, ମହିଳା ମୃତ

ନୂଆଦିଲ୍ଲୀ,୧୦।୧୨: ଉତ୍ତର ପ୍ରଦେଶର ବାରାବାଙ୍କିରେ ଏକ ଅବୈଧ କ୍ଲିନିକ୍‌ର ମାଲିକ ଏବଂ ତାଙ୍କ ଭଣଜା ୟୁଟ୍ୟୁବ୍ ଭିଡିଓ ଦେଖି ଜଣେ ମହିଳାଙ୍କର ଅସ୍ତ୍ରୋପଚାର କରିବା ପରେ...

୫୨ ବର୍ଷରେ ବି ଚମକୁଛନ୍ତି ଐଶ୍ୱର୍ଯ୍ୟା ରାୟ ବଚ୍ଚନ

ମୁମ୍ବାଇ: ଐଶ୍ୱର୍ଯ୍ୟା ରାୟ ବଚ୍ଚନ ବଲିଉଡ୍‌ର ଜଣେ ପ୍ରତିଭାବାନ ତଥା ଗ୍ଲାମରସ ଅଭିନେତ୍ରୀ। ଯିଏ ତାଙ୍କ ସୌନ୍ଦର୍ଯ୍ୟ ସହିତ ଇଣ୍ଡଷ୍ଟ୍ରିରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ...

ମାଓବାଦୀଙ୍କ ଯୋଜନା ପଣ୍ଡ: ବିଏସଏଫ ପକ୍ଷରୁ କୋମ୍ବିଂ ଅପରେଶନ ବେଳେ ବିପୁଳ ମାଓ ସାମଗ୍ରୀ ଜବତ

ବାଲିଗୁଡା,୧୦।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସ୍ଥିତ ୧୩୬ ବିଏସଏଫ ଯବାନମାନେ କୋମ୍ବିଂ ଅପରେଶନ କରୁଥିବା ବେଳେ ଏକ ବଡ଼ଧରଣର ମାଓ ହମଲା ଉଦ୍ୟମକୁ...

ପ୍ରଶାସନର ଦାଦନ ମୁକ୍ତ ନେଇ…

ନୂଆପଡ଼ା,୧୦ା୧୨ (ମକାରୁ ବେମାଲ): ବଲାଙ୍ଗୀର ଜିଲା ତୁରେକେଲା ଥାନା ମହୁଲବାହାଳି ରେଳଲାଇନ୍‌ରୁ ସୋମବାର ନୂଆପଡ଼ା ଜିଲା ଲଖନା ଗାଁର ଦାଦନ ଶ୍ରମିକ ବାଞ୍ଛାନିଧି କୈବର୍ତ୍ତଙ୍କ ମୃତଦେହ...

କଂଗ୍ରେସ ହାଇକମାଣ୍ଡଙ୍କ କାର୍ଯ୍ୟକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଲେ ମୋକିମ, କହିଲେ ୩ ବର୍ଷ ଅପେକ୍ଷା କରି ରାହୁଲଙ୍କୁ…

ଭୁବନେଶ୍ୱର,୧୦।୧୨: କଂଗ୍ରେସ ହାଇକମାଣ୍ଡଙ୍କ କାର୍ଯ୍ୟକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଛନ୍ତି ମହମ୍ମଦ ମୋକିମ। ମୋକିମ କହିଛନ୍ତି, କଂଗ୍ରେସକୁ ମଜଭୂତ ପାଇଁ କେନ୍ଦ୍ରୀୟ ନେତୃତ୍ୱ କାର୍ଯ୍ୟ କରୁ...

ଅଧ୍ୟାପିକାଙ୍କୁ ଅଧ୍ୟକ୍ଷଙ୍କ ପ୍ରେମ ନିବେଦନ: ମେସେଜ୍‌ କରି କହିଲେ ଯଦି ତୁମେ…

ବୋଲଗଡ଼,୧୦ା୧୨(ଦେବବ୍ରତ ହୋତା): ଖୋର୍ଦ୍ଧା ଜିଲା ବୋଲଗଡ଼ସ୍ଥିତ ପରମାନନ୍ଦ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ୍ତ କୁମାର ଦାସ ଜଣେ ନବନିଯୁକ୍ତ ଅଧ୍ୟାପିକାଙ୍କ ମୋବାଇଲ ନମ୍ବରକୁ ମେସେଜରେ ପ୍ରେମ ନିବେଦନ...

ହାତୀ ଆକ୍ରମଣରେ ଚାଲିଗଲା ବୃଦ୍ଧଙ୍କ ଜୀବନ

ଝାରସୁଗୁଡା, ୧୦।୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା ବାଗଡ଼ିହି ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ଜି ପାନପାଲି ଗ୍ରାମ ପଞ୍ଚାୟତ ପିତାମାଲ ଗ୍ରାମର ହୀରା ବୁଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri