ସୁପ୍ରିମକୋର୍ଟ ପହଞ୍ଚିଲା ମୁଭି ‘ଦ କେରଲା ଷ୍ଟୋରି’ ବିବାଦ, ୧୫ ମେ’ରେ ଶୁଣାଣି

ନୂଆଦିଲ୍ଲୀ,୯।୫: ବଲିଉଡ ମୁଭି ‘ଦ କେରଲା ଷ୍ଟୋରି’ ଉପରେ ରୋକ ଲଗାଇବାକୁ କେରଳ ହାଇକୋର୍ଟ ମନା କରିବା ପରେ ଆବେଦନକାରୀ ସୁପ୍ରିମକୋର୍ଟ ଅପହଞ୍ଚିଛନ୍ତି। ବରିଷ୍ଠ ଆଇନଜୀବୀ କପିଲ ସିବ୍ବଲ ଏହାର ଶୁଣାଣି ଖୁବଶୀଘ୍ର କରିବାକୁ ଅନୁରୋଧ କରିଛନ୍ତି। ତେବେ ୧୫ ମେ’ରେ ଶୁଣାଣି ହେବ ବୋଲି ଚିଫ ଜଷ୍ଟିସ କହିଛନ୍ତି।

ସୂଚନାଯୋଗ୍ୟ, କେରଳ ହାଇକୋର୍ଟ ମେ’ ୫ରେ ଫିଲ୍ମ ‘ଦ କେରଲା ଷ୍ଟୋରି’ର ରିଲିଜ ଉପରେ ରୋକ ଲଗାଇବାକୁ ମନା କରିଦେଇଥିଲେ। କୋର୍ଟ ଆହୁରି ମଧ୍ୟ କହିଥିଲେ କି ଫିଲ୍ମର ଟ୍ରେଲରରେ କୌଣସି ବିଶେଷ ସମ୍ପ୍ରଦାୟ ବିରୋଧରେ କିଛି ଆପତ୍ତିଜନକ ନାହିଁ। କୋର୍ଟ ଏହି ରାୟ ଦେବା ପୂର୍ବରୁ ଫିଲ୍ମର ଟ୍ରେଲର ଦେଖିଥିଲେ। କୋର୍ଟ ରାୟ ଦେବା ସମୟରେ କହିଥିଲେ, ଏହି ମୁଭିରେ ଇସଲାମ ଓ ମୁସଲମାନଙ୍କ ବିରୋଧରେ କିଛି ବି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଥିଲେ ହୋଇଥାନ୍ତା ଭଉଣୀଙ୍କ ବାହାଘର, ନଦୀରେ ଭାସିଗଲେ ଭାଇ

ଚାନ୍ଦବାଲି,୧୮ା୬(ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବାଲିଆପାଳ ନଦୀରେ ଗୁରୁବାର ବ୍ରିଜ୍‌ ନିର୍ମାଣ କାର୍ଯ୍ୟ ଚାଲୁଥିବା ବେଳେ ଅଘଟଣ ଘଟିଛି। ନଦୀରେ ବାଲିଆପାଳ ପଟୁ…

ଭିଜିଲାନ୍ସ ଜାଲରେ ଫରେଷ୍ଟର, ଟ୍ରାକ୍ଟରମାଲିକଙ୍କୁ ଧମକ ଦେଇ ନେଇଥିଲେ ଏତିକି ଟଙ୍କା ଲାଞ୍ଚ

ଡେଲାଙ୍ଗ,୧୮ା୬: ପୁରୀ ଜିଲା ଡେଲାଙ୍ଗ ରେଞ୍ଜ ଅନ୍ତର୍ଗତ ଆଙ୍କୁଇର ଫରେଷ୍ଟର ରାକେଶ କୁମାର ପଣ୍ଡାଙ୍କୁ ଓଡ଼ିଶା ଭିଜିଲାନ୍ସ ଗୁରୁବାର ଗିରଫ କରିଛି। ସେ ଜଣେ ଟ୍ରାକ୍ଟର ମାଲିକଙ୍କଠାରୁ…

ମମତାଙ୍କ ଗୋଷ୍ଠୀକୁ ହାଇକୋର୍ଟରୁ ବଡ଼ ଝଟକା: ବିଧାନସଭା ବିରୋଧୀ ଦଳ ନେତା ରହିବେ…

କୋଲକାତା,୧୮।୮: ପଶ୍ଚିମବଙ୍ଗ ବିଧାନସଭାରେ ବିରୋଧୀ ଦଳ ନେତା ନିଯୁକ୍ତି ମାମଲାରେ କୋଲକାତା ହାଇକୋର୍ଟ କୌଣସି ବି ଅନ୍ତରୀଣ ନିର୍ଦ୍ଦେଶ ଜାରି କରିବାକୁ ମନା କରିଦେଇଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ…

ଚାକିରିରୁ ବିଦା ହେଲେ ମଞ୍ଚେଶ୍ୱର ଥାନା ASI

ଭୁବନେଶ୍ୱର,୧୮ା୬: ଭୁବନେଶ୍ବର ମଞ୍ଚେଶ୍ୱର ଥାନା ଏଏସ୍‌ଆଇ ରାଜେଶ କୁଲ୍ଲୁ ଚାକିରିରୁ ବହିଷ୍କୃତ ହୋଇଛନ୍ତି। କମିଶନରେଟ୍‌ ପୋଲିସ କାର୍ଯ୍ୟାଳୟ ପକ୍ଷରୁ ଏପରି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ୨୦…

ହଠାତ୍‌ ମାଡ଼ି ଆସିଲା ସମୁଦ୍ର ଜୁଆର, ୧୦୦ ଏକର ଚାଷ ଜମି ଜଳମଗ୍ନ

ମହାକାଳପଡ଼ା,୧୮ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ପାଣିଖିଆ ଗ୍ରାମ ଦେବତୀ ଜାହେରୀ ପୀଠଠାରେ ବୁଧବାର ସମୁଦ୍ର ଉଚ୍ଚ ଜୁଆର…

ଏହି ଯାତ୍ରୀମାନଙ୍କ ପାଇଁ ଖୁସି ଖବର! ଟ୍ରେନ ଟିକେଟ୍‌ରେ ୭୫% ପର୍ଯ୍ୟନ୍ତ ରିହାତି, ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ନୂଆଦିଲ୍‌ଲୀ,୧୮।୬: ଭାରତୀୟ ରେଳବାଇ (Indian Railways) ଦେଶର ପ୍ରତ୍ୟେକ ବର୍ଗର ଲୋକଙ୍କ ପାଇଁ ଯାତ୍ରାକୁ ସହଜ, ସୁରକ୍ଷିତ ଏବଂ ଶସ୍ତା କରିବା ପାଇଁ କ୍ରମାଗତ ଭାବେ ପ୍ରୟାସ…

ଆପଲପ୍ରେମୀଙ୍କୁ ଲାଗିବ ଝଟକା, ମହଙ୍ଗା ହେବ ଆଇଫୋନ! ସିଇଓ କହିଲେ…

ନୂଆଦିଲ୍ଲୀ,୧୮।୬: ବର୍ତ୍ତମାନ ସମୟରେ ଯୁବପିଢ଼ିଙ୍କ ମଧ୍ୟରେ ଆଇଫୋନର କ୍ରେଜ ଦେଖିବାକୁ ମିଳୁଛି । ଏହାରି ଭିତରେ ଆପଲ ସିଇଓ ଟିମ୍ କୁକ୍ ଏକ ବଡ଼ ଘୋଷଣା କରିଛନ୍ତି…

G7 ସମ୍ମିଳନୀରେ ମୋଦିଙ୍କୁ ନେଇ ଏମିତି କ’ଣ କହିଲେ ଟ୍ରମ୍ପ? ହସି ହସି ବେଦମ ହେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୧୮।୬: ଫ୍ରାନ୍ସର ଏଭିଆନଠାରେ ଅନୁଷ୍ଠିତ ଜି-୭ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦ୍ୱିପାକ୍ଷିକ ବୈଠକ ଅବସରରେ ଟ୍ରମ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri