ୟୁପିରେ ଟିକସମୁକ୍ତ ପରେ ମୁଖ୍ୟମନ୍ତ୍ରୀ ଯୋଗୀଙ୍କୁ ଭେଟିବେ ‘ଦ କେରଲା ଷ୍ଟୋରି’ର ଟିମ୍‌

ଲକ୍ଷ୍ନୌ, ୧୦।୫: ଫିଲ୍ମ ‘ଦ କେରଲା ଷ୍ଟୋରି’କୁ ନେଇ ବିବାଦ ଥମିବାର ନାଁ ନେଉନି। କେତେକ ରାଜ୍ୟରେ ଏହି ଫିଲ୍ମକୁ ବ୍ୟାନ କରିଥିବା ବେଳେ ଅନ୍ୟ କେତେକ ରାଜ୍ୟରେ ସମର୍ଥନ ମିଳିଛି। ତେବେ ମଧ୍ୟପ୍ରଦେଶରେ ଫିଲ୍ମ ‘ଦ କେରଲା ଷ୍ଟୋରି’କୁ ଟିକସମୁକ୍ତ କରିବା ପରେ ଏବେ ଉତ୍ତରପ୍ରଦେଶରେ ମଧ୍ୟ ଟିକସମୁକ୍ତ କରାଯାଇଛି। ଯାହା ପରେ ବର୍ତ୍ତମାନ ଫିଲ୍ମର ଟିମ୍‌ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଭେଟିବେ ବୋଲି ସୂଚନା ମିଳିଛି। ଏହି ସାକ୍ଷାତ ସମୟରେ ଫିଲ୍ମକୁ ଟିକସମୁକ୍ତ କରିଥିବାରୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କୁ ଧନ୍ୟବାଦ ଦେବା ବ୍ୟତୀତ ଫିଲ୍ମର ନିର୍ମାତା ଫିଲ୍ମର କାହାଣୀ ଉପରେ ମଧ୍ୟ ଆଲୋଚନା କରିବେ ବୋଲି ଜଣାପଡିଛି।

‘ଦ କେରଲା ଷ୍ଟୋରି’କୁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟରେ ଫିଲ୍ମର ସ୍କ୍ରିନିଂ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ସେହିପରି ତାମିଲନାଡୁର ଥିଏଟର ମାଲିକମାନେ ଫିଲ୍ମ ସ୍କ୍ରିନିଂ ନ କରିବାକୁ ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri