‘ଦ କେରଲା ଷ୍ଟୋରି’କୁ କିଣିବାକୁ ପ୍ରସ୍ତୁତ ନୁହଁ ଓଟିଟି ପ୍ଲାଟଫର୍ମ

ମୁମ୍ବାଇ: ଫିଲ୍ମ ‘ଦ କେରଲା ଷ୍ଟୋରି’ର ଟ୍ରେଲର ରିଲିଜ ହେବା ପରଠୁ ବିବାଦରେ ରହିଥିଲା। ଅନେକ ଲୋକ ଏହାକୁ ଏକ ପ୍ରୋପାଗଣ୍ଡା ଚଳଚ୍ଚିତ୍ର ବୋଲି କହୁଥିଲେ। ଫିଲ୍ମଟି ମେ’ରେ ରିଲିଜ ହୋଇଥିଲା ଏବଂ ବିବାଦ ସତ୍ତ୍ୱେ ଫିଲ୍ମ ବକ୍ସ ଅଫିସରେ ୨୦୦ କୋଟି ଟଙ୍କା ରୋଜଗାର କରିଛି। ଏହି ଚଳଚ୍ଚିତ୍ର ପ୍ରଥମେ ପଶ୍ଚିମବଙ୍ଗରେ ନିଷେଧ କରାଯାଇଥିଲା ଏବଂ ତାମିଲନାଡୁ, କେରଳରେ ମଧ୍ୟ ଏହାର ବିରୋଧ କରାଯାଇଥିଲା। ହେଲେ ଏହା ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶରେ ଟିକସମୁକ୍ତ କରାଯାଇଥିଲା।

ଏହି ଚଳଚ୍ଚିତ୍ରଟି ବର୍ତ୍ତମାନ ଥିଏଟରରୁ ହଟାଯିବାକୁ ଯାଉଛି ଏବଂ ବର୍ତ୍ତମାନ ଓଟିଟି ଏବଂ ଟେଲିଭିଜନରେ ଏହାକୁ ନେଇ ପାର୍ଟନର୍ସ ଖୋଜା ଚାଲିଛି। କିଛି ଦିନ ପୂର୍ବରୁ ଫିଲ୍ମର ନିର୍ଦ୍ଦେଶକ ସୁଦୀପ୍ତୋ ସେନ କହିଥିଲେ ଯେ ସେ ଏ ପର୍ଯ୍ୟନ୍ତ ଓଟିଟିରୁ କୌଣସି ବିଶେଷ ଅଫର ପାଇନାହାଁନ୍ତି ଏବଂ ଫିଲ୍ମ ଇଣ୍ଡଷ୍ଟ୍ରି ତାଙ୍କୁ ଦଣ୍ଡ ଦେବାକୁ ଚେଷ୍ଟା କରୁଛି ବୋଲି ସେ କହିଛନ୍ତି। ପ୍ରକାଶ ଥାଉକି, ଫିଲ୍ମର ନିର୍ମାତାମାନେ ସେମାନଙ୍କର ଚଳଚ୍ଚିତ୍ରକୁ ଓଟିଟିରେରେ ଷ୍ଟ୍ରିମିଂ କରିବାକୁ ବହୁ ପରିମାଣର ଆମାଉଣ୍ଟ ଦାବି କରୁଛନ୍ତି । ଏହି କାରଣରୁ, ବର୍ତ୍ତମାନ କୌଣସି ଓଟିଟି ପ୍ଲାଟଫର୍ମ ଏହି ଚଳଚ୍ଚିତ୍ର କିଣିବାକୁ ପ୍ରସ୍ତୁତ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri