Posted inଜାତୀୟ

ୟୁପିରେ ‘ଦ କେରଲା ଷ୍ଟୋରି’ ଟିକସମୁକ୍ତ, କ୍ୟାବିନେଟ ସହ ଫିଲ୍ମ ଦେଖିବେ ଯୋଗୀ

ଲକ୍ଷ୍ନୌ,୯।୫: ଫିଲ୍ମ ‘ଦ କେରଲା ଷ୍ଟୋରି’ ନେଇ ଦେଶର ଅନେକ ସ୍ଥାନରେ ବିବାଦ ଲାଗି ରହିଛି। କେତେକ ରାଜ୍ୟରେ ଫିଲ୍ମକୁ ବ୍ୟାନ କରାଯାଇଥିବା ବେଳେ ବର୍ତ୍ତମାନ ଉତ୍ତରପ୍ରଦେଶରେ ଟିକସମୁକ୍ତ କରାଯାଇଛି। ଏଥିସହ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ତାଙ୍କ କ୍ୟାବିନେଟ ସହିତ ଏକ ସ୍ବତନ୍ତ୍ର ସ୍କ୍ରିନିଂରେ ଫିଲ୍ମ ଦେଖିବେ ବୋଲି ସୂଚନା ମିଳିଛି। ଏହାପୂର୍ବରୁ ଏହି ଚଳଚ୍ଚିତ୍ର ମଧ୍ୟପ୍ରଦେଶରେ ଟିକସମୁକ୍ତ କରାଯାଇଥିଲା। ଏଥି ସହ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପଶ୍ଚିମବଙ୍ଗରେ ଏହାକୁ ନିଷିଦ୍ଧ କରିଛନ୍ତି। ଏହି ଚଳଚ୍ଚିତ୍ର ବିଷୟରେ ରାଜନୀତି କ୍ରମାଗତ ଭାବେ ବୃଦ୍ଧି ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୯ରେ ଉପରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ

ଭୁବନେଶ୍ୱର,୨୪।୬ (ରବିନାରାୟଣ ଜେନା): ଭାରତର ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ୍‌ ଜୁଲାଇ ୯ରେ ଓଡ଼ିଶା ଗସ୍ତରେ ଆସିବେ। ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(ଓୟୁଏଟି)ରେ…

୪ରେ ଆସିପାରନ୍ତି ଅମିତ୍‌ ଶାହା

ଭୁବନେଶ୍ୱର,୨୪।୬ (ସୁନିତ୍‌ ମିଶ୍ର): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ୪ ତାରିଖରେ ଓଡ଼ିଶା ଗସ୍ତରେ ଆସିପାରନ୍ତି। ଶାହାଙ୍କ ରାଜ୍ୟ ଗସ୍ତ ନେଇ ପ୍ରସ୍ତାବନା ରହିଛି। ମାତ୍ର…

ଦୁର୍ବୃତ୍ତଙ୍କ ଟାର୍ଗେଟରେ ମନ୍ଦିର; ରାମ ମନ୍ଦିର ହୁଣ୍ଡି ତାଡ଼ି ଲକ୍ଷାଧିକ ଟଙ୍କା ଚୋରି

ଛତ୍ରପୁର, ୨୪।୬ (ଦିଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ନିକଟରେ ଅବସ୍ଥିତ ଶ୍ରୀରାମ ମନ୍ଦିର ହୁଣ୍ଡିରୁ ଲକ୍ଷାଧିକ ଟଙ୍କା ବୁଧବାର ସକାଳେ ଚୋରି…

ପଳାତକ ନୀରବ ମୋଦିଙ୍କୁ ଲାଗିଲା ଜୋରଦାର ଝଟକା: ଫେରାଇବେ ୧୦୦ କୋଟି ଟଙ୍କା

ନୂଆଦିଲ୍ଲୀ,୨୪।୬: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କୁ ଲଣ୍ଡନ ହାଇକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଏକ ଋଣ ବିବାଦରେ ବ୍ୟାଙ୍କ ଅଫ ଇଣ୍ଡିଆ ସପକ୍ଷରେ ରାୟ…

ସ୍ବାମୀ ସ୍ମାର୍ଟ ଚାଷୀ, ସ୍ତ୍ରୀ ରୋଲ ମଡେଲ: ମଫସଲରେ ସଫଳ ସ୍ମାର୍ଟ ଫାର୍ମିଂ

ବଲାଙ୍ଗୀର,୨୪ା୬(ବୀରେନ୍ଦ୍ର କୁମାର ଝାଙ୍କର): ଚାଷୀ ଦମ୍ପତିଙ୍କ କଠିନ ପରିଶ୍ରମ, ଗଭୀର ଆତ୍ମବିଶ୍ୱାସ ଏବଂ ସରକାରୀ ଯୋଜନାଗୁଡ଼କର ଉପଯୁକ୍ତ ସମନ୍ବୟ ଏବେ ବଲାଙ୍ଗୀର ଜିଲାରେ ସ୍ବାବଲମ୍ବନ ଓ ସଫଳତାର…

କାଦୁଅ ରାସ୍ତା, ଅଧାବାଟରୁ ଫେରିଲା ମୁଖ୍ୟମନ୍ତ୍ରୀ ବସ୍‌

ଲୋଇସିଂହା,୨୪।୬(ସୁଶାନ୍ତ ବାରିକ):ବର୍ଷାରେ କେନାଲ ରାସ୍ତା କାଦୁଅ ହୋଇ ପଡିଥିବାରୁ ଆଗଲପୁରରୁ ପଟୁଆପାଲିକୁ ଚାଲୁଥିବା ମୁଖ୍ୟମନ୍ତ୍ରୀ ବସ୍‌ ଗତ ଦୁଇ ଦିନ ହେବ ଅଧାବାଟରୁ ଫେରୁଥିବା ଅଭିଯୋଗ ହୋଇଛି।…

ଫୁଟ୍‌ପାଥରେ ଶୋଇଥିବାବେଳେ ନାବାଳିକାଙ୍କୁ ଅପହରଣ କରିନେଇ ବଳାତ୍କାର କଲେ ଟ୍ୟାକ୍ସି ଡ୍ରାଇଭର, ଆଉ ତା’ପରେ…

ନୂଆଦିଲ୍ଲୀ,୨୪ା୬: ଦକ୍ଷିଣ ଦିଲ୍ଲୀର ମେହରୋଲି ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିନେଇ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୧ ବର୍ଷୀୟା ବାଳିକା ତାଙ୍କ ପରିବାର…

ରାତି ଅଧରେ ଭୟଙ୍କର ଅଗ୍ନିକାଣ୍ଡ, ଦିନମଜୁରିଆ ପରିବାରର ସର୍ବସ୍ବ ପୋଡ଼ି ପାଉଁଶ

ଧୂଷୁରୀ,୨୪।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ ଥାନା ଅନ୍ତର୍ଗତ ବୟାଣ୍ଡିହି ପଞ୍ଚାୟତର ସଇଦଜାଫର ଗ୍ରାମରେ ଅଗ୍ନିକାଣ୍ଡ ଘଟି ଜଣେ ଦିନମଜୁରିଆ ପରିବାର ସର୍ବସ୍ବ ହରାଇଛନ୍ତି। ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri