ଗଜପତି ମହାରାଜାଙ୍କ ପୁଷ୍ୟାଭିଷେକ ନୀତି

ପୁରୀ,୨୬।୧: ଆଜି ପବିତ୍ର ପୌଷ ପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦେବାଭିଷେକ ତଥା ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହୋଇଛି। ମହାପ୍ରଭୁ ସୁବର୍ଣ୍ଣ ଅଳଙ୍କାର ପରିଧାନ କରି ଆଜି ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଏ ନେଇ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଛି। ଏହା ସହ ପୁଷ୍ୟା ନକ୍ଷତ୍ର ତିଥିରେ ଗଜପତି ମହାରାଜାଙ୍କ ଅଭିଷେକ ନୀତି ଅନୁଷ୍ଠିତ ହୋଇଛି। ବିଭିନ୍ନ ରୀତିନୀତି ପୂଜାର୍ଚ୍ଚନା ଅଭିଷେକ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାବା ଖଣ୍ଡୁଆଳଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ: ଯୋଗଦେଲେ ଲାଞ୍ଜିଗଡ ବିଧାୟକଙ୍କ ସହ…

ଥୁଆମୂଳ ରାମପୁର, ୨୮।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳ ଆମ୍ବପଦର ଗ୍ରାମପଞ୍ଚାୟତ ସ୍ଥିତ ଚୁଲବାଡି ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ…

ଦୁଷ୍କର୍ମ ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ…

ଅଫିସକୁ ଚାଲି ଚାଲି ଆସିଲେ ସିଡିଓ, ବନ୍ଦ ଡାକରା ଯୋଗୁ…

କୋରାପୁଟ,୨୮।୧(ଅମିତାଭ ବେହେରା ): କୋରାପୁଟରେ ବନ୍ଦ ଡାକରାର ପଡ଼ିଛି ପ୍ରଭାବ। ଏଥିଯୋଗୁ ଗାଡି ମୋଟର ବନ୍ଦ ରହିଥିଲା। ଫଳରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ(ସିଡିଓ) ବେଣୁଧର ଶବର…

ରାୟଗଡା ସହରରେ ଜଣ୍ଡିସ ଆଶଙ୍କା, ସ୍ୱାସ୍ଥ୍ୟ ବିଭାଗର ତନାଘନା

ରାୟଗଡା,୨୮ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହର ଇନ୍ଦିରା ନଗର ଷଷ୍ଠ ଲେନ, କସ୍ତୁରୀ ନଗର ପ୍ରମଥ ଲେନ ଏବଂ କତୁରୁ ବସ୍ତିରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ସରକାରୀ ଜମି ଜବରଦଖଲକୁ ନେଇ ଉତ୍ତେଜନା, ଦିଗପହଣ୍ଡି ଥାନାରେ ହୋହଲ୍ଲା  

ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମର ଏକାଧିକ ଏକର ସରକାରୀ ଜମି ଜବରଦଖଲକୁ କେନ୍ଦ୍ରକରି ଗତ ଦୁଇଦିନ ହେଲା ଗାଁରେ ଚାପା…

ପାଇଖାନା ଯାଇଥିବା ବେଳେ ପଡ଼ିଗଲା କାନ୍ଥ, ଅକାଳରେ ଚାଲିଗଲା ଜୀବନ

ପାଇକମାଳ,୨୮ା୧( ବଡ ଶତପଥୀ) : ବରଗଡ଼ ଜିଲା ପାଇକମାଳ ବ୍ଲକ୍ ମାଣ୍ଡୋସିଲ ଗାଁରେ ଅଭାବନୀୟ ଘଟଣା । ମଙ୍ଗଳବାର ଭୋର ୫ଟାରେ ପାଇଖାନା କାନ୍ଥ ପଡ଼ି ଜଣେ…

ନବନିର୍ମାଣ କୃଷକ ସଙ୍ଗଠନର ଓଡ଼ିଶା ବନ୍ଦ ଡାକରା, ଥୁଆମୂଳ ରାମପୁରରେ ମିଶ୍ରିତ ପ୍ରଭାବ

ଥୁଆମୂଳ ରାମପୁର, ୨୮ା୧ (ଦୁର୍ଗା କୀର୍ତ୍ତି): ରାଜ୍ୟରେ ଧାନ ବିକ୍ରିରେ ଅବ୍ୟବସ୍ଥା, ସ୍ମାର୍ଟ ମିଟର ନାମରେ ଟାଟା ପାୱାରର ଶୋଷଣ ଏବଂ ପରିବହନ କ୍ଷେତ୍ରରେ ମାତ୍ରାଧିକ ଜରିମାନା…

୨୯ରେ ଗଞ୍ଜାମରେ କୃଷ୍ଣସାର ମୃଗ ଗଣନା, କୌଣସି ଫଟୋ କି ତଥ୍ୟ ପ୍ରଘଟ କରିବେ ନାହିଁ ଛାତ୍ରୀଛାତ୍ର

ଭଞ୍ଜନଗର,୨୮ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଗର୍ବ ଓ ଗୌରବ ହେଉଛି କୃଷ୍ଣସାର ମୃଗ। ଏହି ମୃଗ ଘୁମୁସର ଦକ୍ଷିଣ ବନଖଣ୍ଡରେ ବହୁ ବର୍ଷ ପୂର୍ବେ ଦେଖା ଦେଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri