ସଫା ରହିବ ରୋଷେଇ ଘର

ଭିନେଗାର ଓ ଗରମ ପାଣି: ୩ ରୁ ୪ ଚାମଚ ଭିନେଗାର ନେଇ ସେଥିରେ ଗରମ ପାଣି ମିଶାନ୍ତୁ। ଏହାକୁ ଭଲଭାବେ ଫେଣ୍ଟି ଦାଗଥିବା ସ୍ଥାନରେ ସ୍ପ୍ରେ କରନ୍ତୁ। ଏହାପରେ ଅଧଘଣ୍ଟା ଛାଡିଦିଅନ୍ତୁ। କିଛି ସମୟ ପରେ କଟନ କପଡାରେ ପୋଛି ଦିଅନ୍ତୁ। ଯଦି କପଡାରେ ଦାଗ ନ ଛାଡେ ତେବେ ଟୁଥ୍‌ବ୍ରସରେ ସଫା କରନ୍ତୁ।
ବେକିଙ୍ଗ ସୋଡା ଓ ଲେମ୍ବୁ: ଲେମ୍ବୁ ଓ ବେକିଙ୍ଗ ସୋଡାକୁ ବ୍ୟବହାର କରି ଜିଦିଆ ଓ ମଇଳା ଦାଗକୁ ପରିଷ୍କାର କରିହେବ। ଗରମ ପାଣିରେ ଏକ ଚାମଚ ବେକିଙ୍ଗ ପାଉଡର ଏବଂ ଲେମ୍ବୁ ରସ ମିଶାନ୍ତୁ। ଏହି ମିଶ୍ରଣକୁ ଏକ ସ୍ପ୍ରେ ବୋତଲରେ ରଖନ୍ତୁ। ଏହାକୁ ମଇଳା ଦାଗ ଉପରେ ସ୍ପ୍ରେ କରନ୍ତୁ। ୨ ରୁ ୩ ମିନିଟ୍‌ ପରେ ସେହି ଜାଗାକୁ କପଡାରେ ପୋଛି ଦିଅନ୍ତୁ, ଦାଗ ସବୁ ସଫା ହୋଇଯିବ।
ବାସନଧୁଆ ସାବୁନ: ବାସନ ସଫା କରିବା ପାଇଁ ବ୍ୟବହାର ହେଉଥିବା ସାବୁନ କିମ୍ବା ଲିକୁଇଡ୍‌କୁ ମଧ୍ୟ ରୋଷେଇ ଘର ସଫା ପାଇଁ ବ୍ୟବହାର କରିହେବ। ଗରମ ପାଣିରେ ବାସନଧୁଆ ଲିକୁଇଡ୍‌ ମିଶାଇ ଦାଗଥିବା ସ୍ଥାନରେ ପକାଇ ସ୍କ୍ରବରେ ଘଷି ସଫା କରନ୍ତୁ।

 

 


Enter your email to get our daily news in your inbox.

All Right Reserved By Dharitri.Com

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଧୂଆଁଧାର ବ୍ୟାଟିଂ କରୁ କରୁ…

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ମ୍ୟାଚ୍ରେ ଭାରତ ପାଇଁ ପାଳି ଆରମ୍ଭ କରିଥିବା…

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

ହାଇଭୋଲଟେଜ୍‌ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…

ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍‌ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍‌ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ…

ଗାନ୍ଧୀ ବିଚାରରେ ପରିବେଶ ସୁରକ୍ଷା

ମହାକାଳର ଅସୀମ ଗର୍ଭରେ ଇତିହାସର ଅନେକ ପୃଷ୍ଠା ରକ୍ତର କାଳିରେ ଲେଖାଯାଇଛି, ଅନେକ ବିପ୍ଳବ କେବଳ କ୍ଷମତା ଆଉ ସାମ୍ରାଜ୍ୟବାଦର ମୋହରେ ଧୂଳିସାତ ହୋଇଯାଇଛି। କିନ୍ତୁ ବିଂଶ…

ଘର ଘର ବୁଲି କ୍ଷୀର ବିକୁଥିଲେ ନିତେଶ: ଏବେ ୬୪ ବର୍ଷର ଇତିହାସ ବଦଳାଇଦେଲେ ନିତେଶ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ କୁସ୍ତି ପାଇଁ ଆସିଛି ଐତିହାସିକ ସଫଳତା। ଗ୍ରୀକୋ-ରୋମାନ କୁସ୍ତିର ୯୭+ କିଲୋଗ୍ରାମ ବର୍ଗରେ ଭାରତର ନିତେଶ ସିୱାଚ ରୌପ୍ୟ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?