Posted inଖେଳ

କ୍ରାକ୍‌ଜିକ୍‌-ସାଲିସବୁରୀ ଚାମ୍ପିୟନ

ପ୍ୟାରିସ, ୧୧।୬-
ଆମେରିକାର ଡେଜାରେ କ୍ରାକ୍‌ଜିକ୍‌ ଓ ବ୍ରିଟେନର ଜୋ ସାଲିସବୁରୀ ଚଳିତ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ମିକ୍ସଡ ଡବଲ୍ସ ଚାମ୍ପିୟନ ହୋଇଛନ୍ତି। ଗୁରୁବାର ଅନୁଷ୍ଠିତ ଫାଇନାଲରେ ଏହି ଆମେରିକା-ବ୍ରିଟେନ ଯୋଡ଼ି ରୁଷିଆର ଅସଲାନ କାରାତ୍ସେଭ ଓ ଏଲିନା ଭେସନିନାଙ୍କୁ ୨-୬, ୬-୪, ୧୦-୫ ସେଟ୍‌ରେ ପରାସ୍ତ କରିଛନ୍ତି। ଏଥିସହ ସାଲିସବୁରୀ ଫ୍ରେଞ୍ଚ୍‌ ଓପନର ମୁଖ୍ୟ ଡ୍ର’ରେ ୩୯ ବର୍ଷର ଟାଇଟଲ ଶୂନ୍ୟତାର ଅନ୍ତ ଘଟାଇଛନ୍ତି। ମୁଖ୍ୟ ଡ୍ର’ର ୫ ଇଭେଣ୍ଟ ମଧ୍ୟରୁ ଶେଷ ବ୍ରିଟିଶ୍‌ ଖେଳାଳିଭାବେ ଜନ୍‌ ଲୟଡ ୧୯୮୨ରେ ମିକ୍ସଡ ଡବଲ୍ସ ଟାଇଟଲ ଜିତିଥିଲେ। ସେ ଅଷ୍ଟ୍ରେଲିଆର ଓ୍ବେଣ୍ଡି ଟର୍ନବୁଲଙ୍କୁ ସାଥିକରି ଖେଳିଥିଲେ। ଉଭୟ କ୍ରାକ୍‌ଜିକ୍‌ ଏବଂ ସାଲିସବୁରୀ ସେମାନଙ୍କ ପାର୍ଟନର ସହ ଡବଲ୍ସ ଇଭେଣ୍ଟର ପ୍ରାରମ୍ଭିକ ପର୍ଯ୍ୟାୟରୁ ହାରି ଯାଇଥିଲେ। ଫଳରେ ସେମାନେ ମିକ୍ସଡ ଡବଲ୍ସ ଉପରେ ଫୋକସ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋହିତ ଶର୍ମାଙ୍କ ଆନ୍ତର୍ଜାତୀୟ କ୍ୟାରିୟରରେ ପଡ଼ିବ ପୂର୍ଣ୍ଣଚ୍ଛେଦ! ଇଂଲଣ୍ଡ ବିପକ୍ଷ ଅନ୍ତିମ ଦିନିକିଆ ହେବ…

ମୁମ୍ବାଇ,୧୬।୭: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ତଥା ଷ୍ଟାର୍ ଓପନର ରୋହିତ ଶର୍ମାଙ୍କ ଆନ୍ତର୍ଜାତୀୟ କ୍ରିକେଟ୍ କ୍ୟାରିୟରର ଅନ୍ତ ଘଟିବାକୁ ଯାଉଛି। ଲର୍ଡସ ଠାରେ ଜୁଲାଇ…

ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ଇତିହାସ ରଚିଲେ ବିରାଟ-ରୋହିତ, ଗାଙ୍ଗୁଲ-ଦ୍ରାବିଡଙ୍କୁ ପଛରେ ପକାଇଲେ…

ନୂଆଦିଲ୍ଲୀ,୧୬।୭: କାର୍ଡିଫରେ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ବିରାଟ କୋହଲି ଏବଂ ରୋହିତ ଶର୍ମା ଏକ ଉଲ୍ଲେଖନୀୟ ପ୍ରଦର୍ଶନ ସହିତ ଇତିହାସ ସୃଷ୍ଟି କରିଥିଲେ। ସେମାନଙ୍କର…

ଦିନିକିଆରେ ସଚିନଙ୍କୁ ପଛରେ ପକାଇ ଐତିହାସିକ ରେକର୍ଡ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୧୬।୭: ବିରାଟ କୋହଲି ଏକଦିବସୀୟ କ୍ରିକେଟରେ ଆଉ ଏକ ବଡ଼ ରେକର୍ଡ ହାସଲ କରିଛନ୍ତି। ସେ ବର୍ମିଂହାମରେ ତାଙ୍କ ଏକଦିବସୀୟ କ୍ୟାରିୟରର 300ତମ ଇନିଂସରେ ବ୍ୟାଟିଂ କରିଥିଲେ।…

Video: ହନୁମାନଙ୍କ ଆଶୀର୍ବାଦ ପାଇବା ପରେ ଇନିଂସ ଆରମ୍ଭ କରିଥିଲେ ବୈଭବ ସୂର୍ଯ୍ୟବଂଶୀ, ହେଲିକପ୍ଟର ସଟ ମାରି ନିଜର ଶକ୍ତି ଦେଖାଇଲେ…

ନୂଆଦିଲ୍ଲୀ,୧୬।୭: ବୈଭବ ସୂର୍ଯ୍ୟବଂଶୀ ଇଂଲଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିଥିଲେ। ଏହି ସଫଳତା ସହିତ, ୧୫ବର୍ଷୀୟ…

ଯାହାଙ୍କୁ ଦିନେ କୋଳରେ ଧରିଥିଲେ ଲିଓନେଲ ମେସି, ଫାଇନାଲରେ ତାଙ୍କ ସହ କରିବେ ମୁକାବିଲା: ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ନୂଆଦିଲ୍ଲୀ,୧୬।୭: ୨୦୨୬ ଫିଫା ବିଶ୍ୱକପ ଫାଇନାଲ ପାଇଁ ଲାଇନ ଅପ ସ୍ଥିର ହୋଇଛି। ଟାଇଟଲ ମୁକାବିଲା ସ୍ପେନ ଏବଂ ଆର୍ଜେଣ୍ଟିନା ମଧ୍ୟରେ ହେବ। ପ୍ରଥମ ସେମିଫାଇନାଲ୍‌ରେ ଫ୍ରାନ୍ସକୁ…

ଇତିହାସରେ ପ୍ରଥମଥର ପାଇଁ ଆର୍ଜେଣ୍ଟିନା-ସ୍ପେନ୍‌ ମଧ୍ୟରେ ବିଶ୍ୱକପ ଫାଇନାଲ

ଆଟଲାଣ୍ଟା, ୧୬।୭: ୭ ମିନିଟ ବ୍ୟବଧାନରେ ୨ ଗୋଲ ବଳରେ ଗତଥରର ଚାମ୍ପିୟନ ଆର୍ଜେଣ୍ଟିନା ଏଥର ପୁଣି ଫିଫା ବିଶ୍ୱକପର ଫାଇନାଲରେ ପ୍ରବେଶ କରିଛି। ବୁଧବାର ଅନୁଷ୍ଠିତ…

କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର: ୨୦୨୭ ବିଶ୍ୱକପରେ ଦେଖିବାକୁ ମିଳିପାରେ ୩ଟି ହାଇଭୋଲ୍ଟେଜ ଭାରତ-ପାକିସ୍ତାନ ମ୍ୟାଚ

ନୂଆଦିଲ୍ଲୀ,୧୬।୭: ଭାରତ ଏବଂ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ସଦାସର୍ବଦା ଦର୍ଶକଙ୍କ ପ୍ରଥମ ପସନ୍ଦ ହୋଇ ରହିଆସିଛି । ଆଇସିସି (ICC) ଟର୍ନାମେଣ୍ଟଗୁଡ଼ିକରେ ପ୍ରଶଂସକଙ୍କୁ ଏହି ରୋମାଞ୍ଚକର…

ଇଂଲଣ୍ଡରେ ବଡ଼ ବିବାଦରେ ଛନ୍ଦି ହେଲେ ବିରାଟ କୋହଲି, ବଡିଗାର୍ଡ କଲେ ଏଭଳି କାଣ୍ଡ

ନୂଆଦିଲ୍ଲୀ,୧୫ା୭: ଇଂଲଣ୍ଡ ବିପକ୍ଷ ODI ସିରିଜ୍ ସମୟରେ ବିରାଟ କୋହଲି ଏକ ବଡ଼ ବିବାଦରେ ଫସିଯାଇଛନ୍ତି । ତାଙ୍କ ଅଙ୍ଗରକ୍ଷୀ ଇଂଲଣ୍ଡରେ ଭାରତୀୟ ସାମ୍ବାଦିକଙ୍କ ପ୍ରତି ଖୋଲାଖୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri