ବନ୍ଦ ହେଲା କୁଲଡ଼ିହା ଅଭୟାରଣ୍ୟ

ସଜନାଗଡ଼, ୪।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡରେ ଅବସ୍ଥିତ ପ୍ରକୃତିର ଗନ୍ତାଘର କୁଲଡ଼ିହା ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ କରାଯାଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଏପରି ପଦକ୍ଷେପ ନିଆଯାଇଛି। ଅଭୟାରଣ୍ୟ ସ୍ଥଳକୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ବନ୍ଦ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟରେ ଅବହେଳା ଯୋଗୁ ଉଚ୍ଚଶିକ୍ଷା ବିଭାଗର ଉପବିଭାଗ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର, ୧୧ା୨(ବ୍ୟୁରୋ): ଉଚ୍ଚଶିକ୍ଷା ବିଭାଗର ଉପବିଭାଗ ଅଧିକାରୀ କ୍ଷେତ୍ରବାସୀ ଗୋଚ୍ଛାୟତଙ୍କୁ କାର୍ଯ୍ୟରେ ଅବହେଳା ଯୋଗୁ ନିଲମ୍ବନ କରାଯାଇଛି। ତାଙ୍କ ନିଲମ୍ବନ ଆଦେଶ ତୁରନ୍ତ କାର୍ଯ୍ୟକାରୀ କରାଯାଇଛି।...

ଖୋର୍ଦ୍ଧାରେ ମାଡୁଛି କରୋନା: ଆଜି ଚିହ୍ନଟ ହେଲେ ୫୨ ଆକ୍ରାନ୍ତ

ଖୋର୍ଦ୍ଧା ଅଫିସ,୧୯।୭ : ଖୋର୍ଦ୍ଧା ଜିଲାରେ ବିଏମ୍‌ସିକୁ ବାଦ୍‌ ଦେଇ ରେକର୍ଡ ସଂଖ୍ୟକ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ରବିବାର ଜିଲାରେ ୪୩ ଏବଂ ଖୋର୍ଦ୍ଧା...

ମିଳିପାରେ ସ୍ବାଧୀନତା: କ୍ଷୀର ମୂଲ୍ୟ ନିର୍ଦ୍ଧାରଣ କରିବ ଓମ୍‌ଫେଡ୍‌

ଭୁବନେଶ୍ୱର, ୧୫।୩(ବ୍ୟୁରୋ): ବର୍ତ୍ତମାନ ବଜାରରେ ଓଡ଼ିଶା ରାଜ୍ୟ ସମବାୟ ଦୁଗ୍ଧ ଉତ୍ପାଦକ ମହାସଂଘ (ଓମ୍‌ଫେଡ୍‌)ର ବିଭିନ୍ନ ସାମଗ୍ରୀର ସ୍ବତନ୍ତ୍ର ଚାହିଦା ରହିଛି। ହେଲେ ଏବେ ପ୍ରତିଯୋଗିତା...

ବିଳାସପୂର୍ଣ୍ଣ ଗାଡ଼ି ସଉକ

ଭୁବନେଶ୍ୱର, ୧୬ା୨(ବ୍ୟୁରୋ): ଅତିରିକ୍ତ ଏସ୍‌ପି(କମ୍ୟୁନିକେଶନ) ତ୍ରିନାଥ ମିଶ୍ରଙ୍କ ଘର ସମେତ ଏକାଧିକ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ କରାଯିବା ପରେ ବହୁ କୋଟିର ସମ୍ପତ୍ତି ଠାବ କରାଯାଇଛି।...

୨୫, ୨୬ରେ ପ୍ରବଳ ବର୍ଷା

ଭୁବନେଶ୍ୱର, ୨୨।୧୧(ବ୍ୟୁରୋ)-ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଡିପ୍ରେସନରେ ପରିଣତ ହୋଇପାରେ। ଏହାର ପରବର୍ତ୍ତୀ ୪୮ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇ...

ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି: ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ ଅଫିସ,୧୭।୫: ପୁରୀ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ସେନେଇ ବୁଧବାର ୪ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି...

ପ୍ରତିଶ୍ରୁତି ଦୋହରାଇଲେ ମୁଖ୍ୟମନ୍ତ୍ରୀ

ବରଗଡ଼ ଅଫିସ,୧୯ା୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାଇକମାଳ ପରେ ରବିବାର ପଦ୍ମପୁରରେ ପହଞ୍ଚିଛନ୍ତି। ଏଠାରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିସହିତ...

ଜରାଜୀର୍ଣ୍ଣ ଅବସ୍ଥାରେ ସଙ୍ଗମ କୃଷି ଫାର୍ମ

ହାଟଡିହୀ, ୮ା୧(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଢେଙ୍କା ପଞ୍ଚାୟତର ସଙ୍ଗମ କୃଷି ଫାର୍ମଟି ଏବେ ଅବ୍ୟବସ୍ଥାରେ ପଡ଼ିଥିବା ଯୋଗୁ ସରକାରଙ୍କର ଉଦ୍ଦେଶ୍ୟ ସଫଳ ହୋଇପାରିନି। ଜରାଜୀର୍ଣ୍ଣ...

Advertisement
Archives

Model This Week