Posted inଜାତୀୟ

ଲଦାଖ ଘଟଣା ସରକାରଙ୍କ ବିଫଳତା ନୁହେଁ: ପାଓ୍ବାର

ସତାରା,୨୮ା୬: ଲଦାଖର ଗଲଓ୍ବାନ୍‌ ଉପତ୍ୟକାରେ ଭାରତ-ଚାଇନା ମଧ୍ୟରେ ରକ୍ତାକ୍ତ ସଂଘର୍ଷ ପରେ କଂଗ୍ରେସ ଓ ଭାଜପା ମଧ୍ୟରେ ବାକ୍‌ଯୁଦ୍ଧ ଜାରି ରହିଥିବା ବେଳେ ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର ଜାତୀୟ ସୁରକ୍ଷାକୁ ନେଇ ରାଜନୀତି କରା ନ ଯିବା ଉଚିତ ବୋଲି ପ୍ରକାଶ କରିଛନ୍ତି। ୧୯୬୨ ଯୁଦ୍ଧ ପରେ ଚାଇନା ଭାରତୀୟ ଭୂଖଣ୍ଡର ୪୫ ହଜାର ସ୍କୋୟାର କି.ମି. ମାଡ଼ିବସିଥିବା କଥାକୁ କେହି ଭୁଲିଯିବା ଅନୁଚିତ ବୋଲି ମଧ୍ୟ ସେ ପ୍ରକାଶ କରିଛନ୍ତି। ଗଲଓ୍ବାନ ଉପତ୍ୟକାରେ ଦେଖାଦେଇଥିବା ଘଟଣାକୁ ପ୍ରତିରକ୍ଷା ମନ୍ତ୍ରୀଙ୍କ ବିଫଳତା ବୋଲି କହିବା ଠିକ୍‌ ନୁହେଁ। କାରଣ ଭାରତୀୟ ସେନା ପାଟ୍ରୋଲିଂ ସହ ସତର୍କ ରହିଥିଲେ। ଖବରଦାତାଙ୍କ ପ୍ରଶ୍ନର ଉତ୍ତର ଦେଇ ସେ କହିଛନ୍ତି, ଯୋଗାଯୋଗ ଲାଗି ଭାରତ ଗଲଓ୍ବାନରେ ନିର୍ମାଣ କରିଥିବା ରାସ୍ତାକୁ ଚାଇନା ଜବରଦଖଲ କରିବାକୁ ଚେଷ୍ଟା କରୁଥିବା ବେଳେ ଆମ ଯବାନ ସେମାନଙ୍କୁ ଧକ୍କାମାରି ପଛକୁ ପେଲି ଦେଇଥିଲେ। ଏହାକୁ ବିଫଳତା କହିବା ଠିକ୍‌ ନୁହେଁ ବୋଲି ଶରଦ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri