ମହିଳା ପ୍ରିଜାଇଡିଂ ଅଫିସର ଅସୁସ୍ଥ

ନୟାଗଡ଼,୨୫ା୫: ନୟାଗଡ଼ରେ ଶନିବାର ତୃତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହୋଇଛି। ତେବେ ପ୍ରବଳ ଜନଗହଳି ଯୋଗୁ ମହିଳା ପ୍ରିଜାଇଡିଂ ଅଫିସର ଅସୁସ୍ଥ ହୋଇପଡ଼ିଛନ୍ତି। ୧୫୮ ନମ୍ବର ବୁଥ୍‌ରେ ଡ୍ୟୁଟି କରୁଥିବା ସମୟରେ ପ୍ରିଜାଇଡିଂ ଅଫିସର ଜଣକ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ମେଡିକାଲରେ ଭର୍ତ୍ତି କରାଯାଇଛି। ବିକଳ୍ପ ବ୍ୟବସ୍ଥା ପରେ ୧୫୮ ନମ୍ବର ବୁଥ୍‌ରେ ମତଦାନ ଚାଲିଥିବା ସୂଚନାରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶଙ୍ଖ ଭବନରେ ବସିବ ବୈଠକ, ଚୟନ ହେବେ ବିଧାୟକ ଦଳ ନେତା

ଭୁବନେଶ଼୍ବର, ୧୭।୬: ଆସନ୍ତା ୧୯ ତାରିଖ ଦିନ ବିଜୁ ଜନତା ଦଳର ବିଧାୟକମାନଙ୍କୁ ନେଇ ବୈଠକ ବସିବ । ବିଜେଡି କାର୍ଯ୍ୟାଳୟ ଶଙ୍ଖ ଭବନରେ ଏହି...

ସ୍କୁଲ ଖୋଲିବ ନା ଘୁଞ୍ଚିବ ଛୁଟି: ଜାଣନ୍ତୁ କେବେ ନିଆଯିବ ନିଷ୍ପତ୍ତି

ଭୁବନେଶ୍ୱର, ୧୭।୬: ରାଜ୍ୟରେ ଏବେ ଅସମ୍ଭାଳ ତାତି ଅନୁଭୂତ ହେଉଛି। ଓଡ଼ିଶାକୁ ଏଥର ଆଗଆ ମୌସୁମୀ ପ୍ରବେଶ କରିଥିଲେ ହେଁ ବର୍ଷା ଟିକେ ହେଉନାହିଁ। ସକାଳ...

ଜୁନ୍‌ ୧୮ରେ କୃଷକଙ୍କ ଖାତାକୁ ଆସିବ ଟଙ୍କା: କେଉଁ ଜିଲାରେ କେଉଁ ମନ୍ତ୍ରୀ ଉପସ୍ଥିତ ରହିବେ ଆସିଲା ଲିଷ୍ଟ

ଭୁବନେଶ୍ୱର,୧୭।୬: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ୧୮ ଜୁନରେ ଉତ୍ତରପ୍ରଦେଶର ବାରାଣସୀରୁ ବଣ୍ଟନ କରାଯିବ। ୧୭ତମ...

ସରକାର ଯିବା ପରେ ଏବେବି କ୍ଷମତାପୂର୍ଣ୍ଣ BJD, ଭାଜପାକୁ…

ନୂଆଦିଲ୍ଲୀ, ୧୭।୬: ଲୋକସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି ଏନ୍‌ଡିଏ ସମର୍ଥନରେ ସରକାର ଗଠନ କରିଛି । ଏହାଛଡ଼ା ଦଳ ଓଡ଼ିଶା ବିଧାନସଭା ନିର୍ବାଚନରେ ବିଜେଡିକୁ...

ପଶ୍ଚିମବଙ୍ଗ ଟ୍ରେନ୍‌ ଦୁର୍ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ, ସୋସିଆଲ ମିଡିଆରେ ଲେଖିଲେ…

ଭୁବନେଶ୍ୱର,୧୭ା୬: ସୋମବାର ସକାଳେ ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଜଲପାଇଗୁଡ଼ିରେ କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଏକ ମାଲ୍‌ବାହୀ ଟ୍ରେନ୍‌ ପଛରୁ ଧକ୍କା ଦେବାରୁ...

ଶ୍ରୀମନ୍ଦିରରେ ଅସମ୍ଭାଳ ଭିଡ଼: ବରିଷ୍ଠ ଅଧିକାରୀ, ଅତିରିକ୍ତ ଫୋର୍ସ ଗଲେ ପୁରୀ

ପୁରୀ,୧୭ା୬: ଶ୍ରୀମନ୍ଦିର ଚାରିଦ୍ୱାର ଖୋଲାଯିବା ପରେ ଅପ୍ରତ୍ୟାଶିତ ଭାବେ ଶ୍ରଦ୍ଧାଳୁଙ୍କ ଆଗମନ ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ରବିବାର ରାଜ୍ୟ ସରକାର ଅତିରିକ୍ତ ଫୋର୍ସ...

ଜନ୍ମଦିନ ଭୋଜି ଖାଇ ଫେରିବା ବେଳେ ଟ୍ରାକ୍ଟରକୁ ଧକ୍କା ଦେଲା କାର୍‌, ୪ ସାଙ୍ଗ ମୃତ

ଖଡ଼ିଆଲ,୧୭ା୬(ମକାରୁ ବେମାଲ): ଭବାନୀପାଟଣା ଲଛିପୁର ଛକ ୧୬ ନମ୍ବର ରାଜ୍ୟ ରାଜପଥରେ ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଚାରି ଜଣ ପ୍ରାଣ ହରାଇଛନ୍ତି। ଟ୍ରାକ୍ଟରକୁ କାର୍‌ ଧକ୍କା...

ପାହାଡ଼ରେ ପିଟିହେଲା ବସ୍‌

ବଣାଇ,୧୭ା୬: ସୁନ୍ଦରଗଡ଼ ଜିଲା ବଣାଇ ଘାଟିରେ ପାହାଡ଼ରେ ଏକ ବସ୍‌ ପିଟି ହୋଇଛି। ଫଳର ବସ୍‌ରେ ଥିବା ଯାତ୍ରୀମାନଙ୍କ ମଧ୍ୟରୁ ୧୫ ଜଣ ଆହତ ହୋଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri